• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଜିକରଣ କେନ୍ଦ୍ର ଓ ଟୋକେନ୍ ବ୍ୟବସ୍ଥା କାର୍ଯ୍ୟକ୍ଷମ

Proprietor Abhimanyu Maharana by Proprietor Abhimanyu Maharana
April 6, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ପଞ୍ଜିକରଣ କେନ୍ଦ୍ର ଓ ଟୋକେନ୍ ବ୍ୟବସ୍ଥା କାର୍ଯ୍ୟକ୍ଷମ
Share on FacebookShare on TwitterWhatsapp

୫ ଏପ୍ରିଲ, ୨୦୨୪ ( ଓଡିଶା ତାଜା ନ୍ୟୁଜ ) ହିଞ୍ଜିଳିକାଟୁ :-> ହିଞ୍ଜିଳିକାଟୁ ସହରରେ ଅବସ୍ଥିତ ଥିବା ଉପଖଣ୍ଡ ଚିକିତ୍ସାଳୟକୁ ଦୈନିକ ୭ଶହରୁ ଅଧିକ ରୋଗୀ ଉନ୍ନତମାନର ସ୍ୱାସ୍ଥ୍ୟସେବା ପାଇବା ସକାଶେ ଆସୁଥିବା ଦେଖାଯାଇଛି । ସ୍ଥାନୀୟ ସହର ସମେତ ଆଖପାଖ ଅଞ୍ଚଳରୁ ଶହ ଶହ ରୋଗୀଙ୍କ ଆଗମନକୁ ଆଖି ଆଗରେ ରଖି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପର୍ଯ୍ୟାୟ କ୍ରମେ ବିଭିନ୍ନ ପ୍ରକାରର ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆ ଯାଇଛି। ଅଧିକାଂଶ ସମୟରେ ବିଭିନ୍ନ ବିଭାଗରେ ନିୟୋଜିତ ଡ଼ାକ୍ତରଙ୍କ ପରାମର୍ଶ ଓ ଚିକିତ୍ସା ସୁବିଧା ପାଇବା ସକାଶେ ସାଧାରଣତଃ ରୋଗୀ ମାନେ ଲମ୍ବା ଧାଡ଼ିରେ ଠିଆ ହୋଇ ରହିଥିବା ଦେଖିବାକୁ ମିଳୁଛି।

ଏହାକୁ ଅଧିକ ଗୁରୁତ୍ବ ଦିଆଯିବା ସହ ସରଳୀକରଣ କରାଯାଇ ଉପଖଣ୍ଡ ଚିକିତ୍ସାଳୟର ବହିର୍ବିଭାଗ କୋଠାରେ ପବିତ୍ର ଉତ୍କଳ ଦିବସରେ ପଞ୍ଜିକରଣ କେନ୍ଦ୍ର ଓ ଟୋକେନ ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଅସ୍ଥିଶୈଲ୍ୟ ଓ ଅସ୍ତ୍ରୋପଚାର ବିଭାଗରେ ଏହାକୁ କାର୍ଯ୍ୟକ୍ଷମ କରାଯାଇଛି। ସମ୍ପୃକ୍ତ ରୋଗୀ ନିଜ ନାମ ପଞ୍ଜିକୃତ କରିବା ପରେ ଆଉ ପୂର୍ବ ପରି ଧାଡ଼ିରେ ଠିଆ ନ ହୋଇ ଡ଼ାକ୍ତରଙ୍କ ପ୍ରକୋଷ୍ଠ ସମ୍ମୁଖରେ ଉପଲବ୍ଧ ଥିବା ଆସନରେ ବସିବେ।

ପ୍ରକୋଷ୍ଠ ସମ୍ମୁଖରେ ଲାଗିଥିବା ପରଦାରେ ସେମାନଙ୍କ ନମ୍ବର ପ୍ରଦର୍ଶିତ ହେବା ପରେ ଚିକିତ୍ସା ଓ ଅନ୍ୟାନ୍ୟ ବିଷୟରେ ପରାମର୍ଶ ପାଇବାରେ ଅଧିକ ସହଜସାଧ୍ୟ ହେବ। ନୂତନ ଅଧିକ୍ଷକ ତଥା ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡ଼ାକ୍ତର ଶ୍ରୀକାନ୍ତ ସାହୁ, ଅସ୍ଥିଶଲ୍ୟ ବିଶେଷଜ୍ଞ ଡାକ୍ତର ଆଦିତ୍ୟ ମହାପାତ୍ର ଓ ଅସ୍ତ୍ରୋପଚାର ବିଭାଗର ସହକାରୀ ଡାକ୍ତର ତପନ ମଲ୍ଲ, ସହକାରୀ ଡାକ୍ତର ସୋନାଲି ଗୁପ୍ତା,ଫାର୍ମାସିଷ୍ଟ କାର୍ତ୍ତିକେଶ୍ୱର ସାହୁ, ସାଗର ସାହୁ ଓ ହିସାବ ରକ୍ଷକ ସତ୍ୟ ପଟ୍ଟନାୟଙ୍କ ସମେତ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

Odia Entrepreneur led Ethos Global unveils PHANTOME, an Energy Drink for Fast Moving Generation

April 29, 2026
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

Odia Entrepreneur led Ethos Global unveils PHANTOME, an Energy Drink for Fast Moving Generation

April 29, 2026
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version