• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ବିଜେଡି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ : ବିଭିନ୍ନ ପଞ୍ଚାୟତର ବିଜେପି କର୍ମୀ ବିଜେଡିରେ

Proprietor Abhimanyu Maharana by Proprietor Abhimanyu Maharana
April 9, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ନୟାଗଡ଼ ବିଜେଡି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ : ବିଭିନ୍ନ ପଞ୍ଚାୟତର ବିଜେପି କର୍ମୀ ବିଜେଡିରେ
Share on FacebookShare on TwitterWhatsapp

୦୮ ଏପ୍ରିଲ,୨୦୨୪ (ଓଡିଶା ତାଜାନ୍ୟୁଜ ) ନୟାଗଡ଼ :-> ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଚାଲିଛି ମିଶ୍ରଣ ପର୍ବ । ବିରୋଧୀ ଦଳର ଅନେକ ନେତା ଶଙ୍ଖ ଫୁଙ୍କିବାରେ ଲାଗିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ ବିରୋଧୀଙ୍କୁ ଆକର୍ଷିତ କରୁଛି । ଏଥି ସହିତ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ବିକାଶ ମୁଳକ କାର୍ଯ୍ୟ ସହିତ ଶାନ୍ତି ପ୍ରତିଷ୍ଠା କରିବା ପାଇଁ ଯେଉଁ ଉଦ୍ୟମ ଜାରି ରଖିଛନ୍ତି ଏଥିରେ ସନ୍ତୁଷ୍ଟ ହୋଇ ବିରୋଧୀ ମାନେ ବିଜେଡିରେ ସାମିଲ ହେବାରେ ଲାଗିଛନ୍ତି । ନୟାଗଡ଼ ବିକାଶରେ ସାମିଲ ହେଉଛନ୍ତି ବିରୋଧୀ ଗୋଷ୍ଠି । ଯେଉଁଥି ପାଇଁ ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜେଡିର ଗଡ଼ ହେବାକୁ ଯାଉଛି ।

ଦିନକୁ ଦିନ ଶକ୍ତିହୀନ ହୋଇ ପଡୁଛି ବିରୋଧୀ ଗୋଷ୍ଠି । ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଓ ନଡିଆଳି ଗ୍ରାମ ପଞ୍ଚାୟତର ୨୦ରୁ ଉର୍ଦ୍ଧ୍ୱ କର୍ମୀ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପସ୍ଥିତିରେ ସେମାନେ ଶଙ୍ଖ ନାଦ କରିଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ନୟାଗଡ଼ ନିର୍ବାଚନ ମଣ୍ଡଳୀର ବିଜେଡି ନେତ୍ରୀ ଇରାନୀ ରାୟ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ରବିନ୍ଦ୍ର ସାହୁ, ଜିଲ୍ଲା ପରିଷଦ ସରୋଜ ରଣସିଂ,

ବରିଷ୍ଠ ବିଜେଡି ନେତା ପ୍ରଭାତ ଷଡ଼ଙ୍ଗୀ ଓ ଶିବଶଙ୍କର ମହାନ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ । ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତର ପଥୁରିପଡା ଗ୍ରାମର ଗୌତମ ରାଉତ, ସିଲୁ ପ୍ରଧାନ, ମୁନା ପାତ୍ର, ରାମ ପ୍ରଧାନ, ଆଲୋକ ପ୍ରଧାନ, ସୁମନ ବେହେରା, ସୁରେନ୍ଦ୍ର ପ୍ରଧାନ, ଦିଲ୍ଲୀପ କୁମାର ପ୍ରଧାନ, ଶ୍ରୀଧର ରାଉତ, ନରୋତମ ରାଉତ, ମନୋରଞ୍ଜନ ରାଉତ, ବିକ୍ରମ ସାସମଲ, ପ୍ରଦୀପ ପ୍ରଧାନ, ରିଙ୍କୁ ମହାନ୍ତି ପ୍ରମୁଖ ବିଜେଡିରେ ସାମିଲ ହୋଇଛନ୍ତି । ଏଥି ସହିତ ନଡିଆଳି ଗ୍ରାମ ପଞ୍ଚାୟତ ଉଦୟପୁର ଗ୍ରାମର ମାଧବ ବେହେରା, ଟୁଲୁ ବାଣ୍ଠ, ସଂଗ୍ରାମ ବେହେରା, ଭଗବାନ ବେହେରା, ପ୍ରଶନ୍ନ ନାୟକ ପ୍ରମୁଖ ବିଜେଡିରେ ସାମିଲ ହୋଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version