• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ମୁସଲିମ ସାହିରେ ଭାଇଚାରା ମଧ୍ୟରେ : ‘ଇଦ୍-ଉଲ୍ ଫିତର ପର୍ବ’ ଧୁମ୍ ଧାମରେ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 11, 2024
in ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ମୁସଲିମ ସାହିରେ ଭାଇଚାରା ମଧ୍ୟରେ : ‘ଇଦ୍-ଉଲ୍ ଫିତର ପର୍ବ’ ଧୁମ୍ ଧାମରେ ପାଳିତ
Share on FacebookShare on TwitterWhatsapp

୧୧ ଏପ୍ରିଲ, ୨୦୨୪ (ଓଡିଶା ତାଜା ନ୍ୟୁଜ) ରଣପୁର :-> ରଣପୁର ଏନଏସି ୧୧ ନମ୍ବର ୱ।ର୍ଡ଼ ମୁସଲିମ ସାହିରେ ଆଜି ଭାଇଚାରା କୁ ବଜାୟରଖିବା ସହିତ , ଧୁମଧାମରେ ପବିତ୍ର ଇଦୁଲ ଫିତର ଉତ୍ସବ ମହା ସମାରୋହରେ ପାଳିତ ହୋଇଥିଲା । ଦୀର୍ଘ ଏକମାସ ଧରି ମୁସଲିମ ଭାଇ ଭଉଣୀ ଏବଂ ପିଲାମାନେ ରୋଜା ଉପବାସ ବ୍ରତ ରଖିଥିଲେ । ଏହା ଆଜି ସମାପନ ହୋଇଛି ।

ସକାଳ ୮ ଟାରେ ନୂତନ ବସ୍ତ୍ର ଧାରଣ କରିଥିବା ମୁସଲିମ ଭାଇମାନେ ନିକଟସ୍ଥ ମସଜିଦରେ ଏକତ୍ରିତ ହୋଇ ସମୁହ ନମାଜ ପାଠ କରିଥିଲେ । ନମାଜ ପାଠ ପରେ ପରେ ହିନ୍ଦୁ ଏବଂ ମୁସଲିମ ଭାଇମାନେ ପରସ୍ପରକୁ ଆଲିଙ୍ଗନ କରି ଇଦ ମୁବାରକ୍ ର ଶୁଭେଛା ଜଣାଇଥିଲେ ।ସାରା ବିଶ୍ୱରେ ଇଦ୍ ପର୍ବର ବିଶେଷ ମହତ୍ତ୍ୱ ରହିଛି ।

ସାଧାରଣତଃ ମୁସଲମାନ ଭାଈ ଭଉଣୀ ମାନେ ରମଜାନ ମାସ ଶେଷ ହେବା ପରେ ଶୱାଲଙ୍କ ପ୍ରଥମ ତାରିଖ ରେ ଇଦ୍ ପର୍ବ ପାଳନ କରିଥାନ୍ତି । ତେବେ ଆଜି ହେଉଛି ରମଜାନ ମାସର ଶେଷ ଶୱାଲଙ୍କ ପ୍ରଥମ ତାରିଖ ଯାହାକୁ ଇଦ୍ ଉଲ୍ ଫିତର୍ ଭାବରେ ପାଳନ କରୁଛି ସାରା ଦେଶ ।

ଏହାକୁ ଇଦ୍-ଉଲ୍-ଫିତର, ଇଦ୍-ଅଲ-ଫିତର, ମିଥୀ ଇଦ୍ କିମ୍ବା ରମଜାନ୍ ଇଦ୍ ମଧ୍ୟ କୁହାଯାଏ । ସାରା ରାଜ୍ୟର ମୁସଲମାନ ସଂପ୍ରଦାୟର ଲୋକଙ୍କ ଘରେ ଘରେ ୧୧ ଏପ୍ରେଲରେ ତଥା ଆଜିର ଦିନରେ ଇଦ୍ ପାଳନ କରାଯାଉଛି । ଇଦ୍ କୁ ବେଶ୍ ଧୂମଧାମରେ ପାଳନ କରନ୍ତି ମୁସଲମାନ ସମ୍ପ୍ରଦାୟର ଲୋକେ ।

ଶୱାଲ ଜହ୍ନ ଦେଖିବା ପରେ ଇଦ୍ ପାଳନ କରାଯାଏ । ଅଞ୍ଜୁମାନ ଇସଲାମିଆ ଆହେଲ ସୁନତ ଏବଂ ଜମାତ ଚାନ୍ଦ କମିଟିର ନିଷ୍ପତ୍ତି ଅନୁସାରେ ୯ ଏପ୍ରିଲରେ ଭାରତରେ ଇଦ ଚାନ୍ଦ ଦେଖାନଯିବାରୁ ଆସନ୍ତା ୧୧ ତାରିଖ ଦିନ ଇଦ୍ ପାଳିବାକୁ ନିଷ୍ପତ୍ତି ନିଆଯାଇଥିଲା ।

ଇଦ୍-ଉଲ୍ ଫିତର ପର୍ବ ପାଇଁ ଦେଶର ସମସ୍ତ ମସଜିଦକୁ ସଜାଯାଇଥିବା । ନିଜ ନିଜର ସମ୍ପର୍କୀୟ ଙ୍କ ସହିତ ବେଶ୍ ଧୁମ୍ ଧାମରେ ଇଦ୍ ପାଳନ କରୁଥିବା ଦେଖିବାକୁ ମିଳିଛି । ଇଦ୍ ପୂର୍ବ ଦିନରୁ ମାର୍କେଟରେ ଗହଳି ଦେଖାଯାଇଥିଲା ବେଳେ ଆଜି ସାରା ଭାରତ ରେ ହିନ୍ଦୁ ମୁସଲମାନ ଭାଈ ଭାଇ ର ସମ୍ପର୍କ

ବଜାୟ ରଖି ସମସ୍ତ ସରକାରୀ ଓ ବେସରକାରୀ ଦପ୍ତର ଗୁଡ଼ିକ ବନ୍ଦ ଥିବା ଦେଖିବାକୁ ମିଳିଛି ।ଆୟୋଜିତ ଉତ୍ସବରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ଓ ଏନଏସି ଅଧକ୍ଷ୍ୟା ରଙ୍ଗୀନ୍ ମହାନ୍ତି , ରଣପୁର ଏନଏସି ନଗର ସଭାପତି ଲିଙ୍ଗରାଜ ନାୟକ , MP ପ୍ରତିନିଧି ସ୍ବରାଜ ମହାନ୍ତି , ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ ।

ଆୟୋଜିତ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ,ମୌଲାନ ଜମିର୍ , ମିଲ୍ ତାଲିମ୍ ମହମ୍ମଦ, ମିଲ୍ ତହିମ୍ , ଶେଖ୍ ଇବ୍ରାହିମ୍ , ମିର୍ ଅବଦୁଲ ସିଦ୍ଧିକ, ରୋସ୍ତମ୍ ଖାଁ , ପ୍ରମୁଖ ସାହିର ସମସ୍ତ ଯୁବକ ପରିଚାଳନା ରେ ସହଯୋଗ କରିଥିଲେ .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

ସାଇ ବିଦ୍ୟାମନ୍ଦିର ରେ ୧୦ ଦିନିଆ ଗ୍ରୀଷ୍ମ ଶିବିର

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ସ୍ଲଗ – ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

ବାହାଘର ଭୋଜି ଖାଇବାକୁ ଆସି ସଡକ ଦୁର୍ଘଟଣାରେ ଜଣେ ମୃତ୍ୟୁ ୬ଆହତ, ଆହତମାନଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା ଅଛି

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version