• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବୈରୀ ବନ ବିଭାଗ ଦ୍ୱାରା ଅମିୟଝରୀ ଠାରୁ ଦୁଇ ଚୋରା ମାଙ୍କଡ଼ା ପଥର ବୋଝାଇ ଟ୍ରକ ଜବତ

Proprietor Abhimanyu Maharana by Proprietor Abhimanyu Maharana
April 11, 2024
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ବୈରୀ ବନ ବିଭାଗ ଦ୍ୱାରା ଅମିୟଝରୀ ଠାରୁ ଦୁଇ ଚୋରା ମାଙ୍କଡ଼ା ପଥର ବୋଝାଇ ଟ୍ରକ ଜବତ
Share on FacebookShare on TwitterWhatsapp

୧୧ ଏପ୍ରିଲ, ୨୦୨୪ (ଓଡିଶା ତାଜା ନ୍ୟୁଜ) କଟକ :-> କଟକ ବନଖଣ୍ଡ ଅନ୍ତର୍ଗତ ବୈରୀ ଠାରେ ଥିବା ଡାଳିଯୋଡା ବନାଅଞ୍ଚଳର ପକ୍ଷରୁ ଗତକାଲି ମଧ୍ଯ ରାତିରେ ଅମିୟଝରୀ ନିକଟସ୍ଥ ହାତୀଗଡା ଠାରୁ ୨ ଟି ଚୋରା ମାଙ୍କଡ଼ା ପଥର ବୋଝାଇ ଟ୍ରକ ଜବତ କରାଯାଇଛି ।

ଘଟଣାରୁ ପ୍ରକାଶ କଟକ ଜିଲ୍ଲାର ଟାଙ୍ଗୀ ଥାନା ଅନ୍ତର୍ଗତ ମଣିଆ ଅଞ୍ଚଳରୁ ଦୁଇଟି ଟ୍ରକ ଚୋରା ମାଙ୍କଡ଼ା ପଥର ବୋଝାଇ କରି ବଡଚଣା ଅଞ୍ଚଳକୁ ଆସୁଥିବା ଖବର ପାଇ ବୈରୀ ଫରେଷ୍ଟର ମାଣିକ ମୁଣ୍ଡା ହାତୀଗଡା ଠାରେ ଜଗିବସିଥିଲେ ଟ୍ରକ ଦୁଇଟି ଆସିବା ବେଳେ ଟ୍ରକକୁ ଆଟକାଇବା କାଗଜପତ୍ର ମାଗିଥିଲେ ।

ଟ୍ରକ ରେ ମାଙ୍କଡ଼ା ପଥରର କୈଣସି ଆବଶ୍ୟକ କାଗଜପତ୍ର ନ ଥିବାରୁ OR04E-5646ଓ OR04D-3664ଟ୍ରକ ଦୁଇଟିକୁ ଜବତ କରି ବୈରୀ ବନ ବିଭାଗ କାର୍ଯ୍ୟାଳୟରେ ରଖାଯାଇଛି ।ଜଙ୍ଗଲ ବିଭାଗ ଆଇନ୍ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡାଳିଯୋଡା ରେଞର ହିମାଂଶୁ ଶେଖର ପୃଷ୍ଟି ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Taneira celebrates Savitri Vrata with the Inaya collection and exclusive festive offers

May 7, 2026
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Taneira celebrates Savitri Vrata with the Inaya collection and exclusive festive offers

Taneira celebrates Savitri Vrata with the Inaya collection and exclusive festive offers

May 7, 2026
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version