• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗାଧେଇବାକୁ ଯାଇ ପାଣିରେ ବୁଡ଼ି ମୃତ୍ୟୁ ବରଣ କଲେ ଯୁବକ

Proprietor Abhimanyu Maharana by Proprietor Abhimanyu Maharana
August 1, 2020
in ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ଗାଧେଇବାକୁ ଯାଇ ପାଣିରେ ବୁଡ଼ି ମୃତ୍ୟୁ ବରଣ କଲେ ଯୁବକ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୧ ଅଗଷ୍ଟ ଶନିବାର) କଟକ , ମାହାଙ୍ଗା :- କଟକ ଜିଲ୍ଲା ମାହାଙ୍ଗା ଥାନା ବାରାହୀପୁର ଗ୍ରାମର ଘଟଣା । ଗନ୍ଧର୍ବ ସେଠି ଙ୍କ ପୁତ୍ର ଇନ୍ଦ୍ରମଣି ଆଜି ସକାଳ 10ଟା ସମୟରେ ଘର ନିକଟସ୍ଥ ଜରିଆ ଝିଲ୍ଲୀ କୁ ଗାଧୋଇବାକୁ ଯାଇ ନିଖୋଜ ହୋଇଯାଇଥିଲେ । ଘର ଲୋକ ଖୋଜାଖୋଜି ପରେ ତାଙ୍କୁ ନପାଇ କୁଆଁପାଳ ଦମକଳ ବାହିନୀ କୁ ଖବର ଦେଇଥିଲେ । ଦମକଳ ବାହିନୀ ତୁରନ୍ତ ସେଠାରେ ପହଂଚି ଜରିଆ ପାଣିରେ ଖୋଜାଖୋଜି କରିଥିଲେ ।

ଦୁଇଘଣ୍ଟା ପରେ ଇନ୍ଦ୍ରମଣୀକୁ ଦମକଳ ବାହିନୀ କର୍ମଚାରୀମାନେ ପାଣିରୁ ଉଦ୍ଧାର କରି ନିକଟସ୍ଥ ମାହାଙ୍ଗା ମେଡିକାଲ କୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଜରିଆ ଝିଲି ବହୁତ ଗଭୀର ହୋଇଥିବା ବେଳେ ସରକାରଙ୍କ ତରଫରୁ କୌଣସି ସୁରକ୍ଷା ବ୍ୟବସ୍ଥା କରାଯାଉନଥିବାରୁ ବିଭିନ୍ନ ସମୟରେ ଶୌଚ ହେବାପାଇଁ ଆସୁଥିବା ଜନସାଧାରଣ ମାନେ ନିଶ୍ଚିତ ମୃତ୍ୟୁ ମୁଖରେ ପଡୁଛନ୍ତି । ତୁରନ୍ତ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବୀ ହୋଇଛି । (ରିପୋର୍ଟ-ଲଷ୍ମୀଧର ଖୁଣ୍ଟିଆ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

June 27, 2026
ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version