• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କଟକ

ରଣପୁର ଅଞ୍ଚଳରେ ଝାମୁ ଯାତ୍ରା ଓ ମହା ବିଷୁବ ସଂକ୍ରାନ୍ତି ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 15, 2024
in କଟକ, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରଣପୁର ଅଞ୍ଚଳରେ ଝାମୁ ଯାତ୍ରା ଓ ମହା ବିଷୁବ ସଂକ୍ରାନ୍ତି ପାଳିତ
Share on FacebookShare on TwitterWhatsapp

ରଣପୁର ଝାମୁ ଯାତ୍ରା ପରେ ବାବା ଚଣ୍ଡେଶ୍ୱର ଦେବ ଓ ସ୍ଵପ୍ନେଶ୍ଵର ଦେବଙ୍କ କୋଠି ରେ କିଛି ପାଟ ଭଗତା ଦେହରେ କଣ୍ଟା ଫୋଡି ନଗର ପରିକ୍ରମା କରୁଥିବା ଦେଖିବାକୁ ମିଳିଛି

୧୪ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ମହାଦେବ ଙ୍କ ଅନ୍ୟତମ ପର୍ବ ଦଣ୍ଡ ଯାତ୍ରା ଯାହା ପୁରୁଣା ସଂସ୍କୃତି ଓ ପରମ୍ପରା ର ଏକ ଅଂଶ , ଭାବ ଭକ୍ତି ଓ ନିଷ୍ଠାର ଅନ୍ୟନ୍ୟ ପର୍ବ ହେଉଛି ଦଣ୍ଡ ଯାତ୍ରା l ରଣପୁର ଭଳି କେତେକ ଅଞ୍ଚଳରେ ଏହି ପର୍ବ ପାଳିତ ହୋଇଅଛି । ୭ ଦିନ କେଉଁଠି ୨୧ ଦିନ ତ କେଉଁଠି ୧୩ ଦିନ ପୁଣି କେଉଁଠି ୧୭ଦିନ ଧରି ଏହି ଦଣ୍ଡଯାତ୍ରାରେ ମହାଦେବ ଙ୍କର ଦଣ୍ଡ ଉପାସନା କରିଥାନ୍ତି ଭଗତା ମାନେ ।

ଭକ୍ତିରେ ନିଜକୁ ସମର୍ପିତ କରି ପାଣିଦଣ୍ଡ , ଧୂଳିଦଣ୍ଡ ଓ ଅଗ୍ନିଦଣ୍ଡ ଭଳି ଦଣ୍ଡ ଭୋଗ କରିବା ସହ ଦଣ୍ଡ ଗଡା , ହାନ୍ଦୋଳା ଖେଳି ନିଜ ମାନସିକ ପୂରଣ ପାଇଁ ମହାକାଳୀଙ୍କୁ ପ୍ରାର୍ଥନା କରନ୍ତି , ଘର ପରିବାର ଠୁ ଦୁରେଇ ରହି ମାଆ ଙ୍କ ଉପାସନା କରିଥାନ୍ତି ଭଗତା l ଏହାର ଉଦଯାପନି ଉତ୍ସବ ଯାହାକୁ ଝାମୁଯାତ୍ରା ବୋଲି କୁହାଯାଇଥାଏ ନିର୍ଦ୍ଧିଷ୍ଟ ଦିନ ଧରି ମିଶିଥିବା ଭଗତା ମାନେ ନିଜ ନିଜର ମାନସିକ ପୂରଣ ପାଇଁ ନିଆଁରେ ଚାଲିବା ସହ ଅଗ୍ନି ଦଣ୍ଡ ଭୋଗ କରି ବ୍ରତ ଭାଙ୍ଗନ୍ତି l

ଏହି ନିଆଁରେ ଚାଲିବା ପ୍ରଥା ଓଡ଼ିଶାର କେତେକ ସ୍ଥାନରେ ଏବେ ମଧ୍ୟ ପାଳିତ ହୋଇ ଆସୁଅଛି । ଓଡ଼ିଆ ପରମ୍ପରାନୁଯାୟୀ ତଥା ଓଡ଼ିଆ ଜାତିର ପାଞ୍ଜି ଅନୁସାରେ ଆଜି ଠାରୁ ଓଡ଼ିଆ ନୂତନ ବର୍ଷ ଆରମ୍ଭ ହୋଇଥାଏ l ଏହି ଝାମୁ ଯାତ୍ରା ରଣପୁର ଅଞ୍ଚଳର ବିଭିନ୍ନ ଶୈବ ପୀଠରେ ମହା ଆଡ଼ମ୍ବର ର ପାଳିତ ହୋଇ ଯାଇଛି l ରଣପୁରରେ ବାବା ଚଣ୍ଡେଶ୍ୱର ଦେବ, ବାବା ସ୍ଵପ୍ନେଶ୍ଵର ଦେବ ଙ୍କର ୧୩ ଦିନ ଧରି ଦଣ୍ଡ ଯାତ୍ରା ଅନୁଷ୍ଠିତ ହୋଇଯାଇଛି ।

ବିଭିନ୍ନ ଗାଁ ଗଣ୍ଡା ବୁଲି ଦଣ୍ଡ ବନ୍ଦାଣ , ଦଣ୍ଡ ଯାତ୍ରା ଅନୁଷ୍ଠିତ ହୋଇଥିଲା ଏଥି ସହିତ ପୁରୁଣାବସନ୍ତ ବାଲୁଙ୍କେଶ୍ୱର ଦେବ, ସାନଗଡ଼ରେ ବାଲୁଙ୍କେଶ୍ୱର ଦେବ, କଙ୍କିଆ, ମଝିଆଖଣ୍ଡ , ବରମୂଳ ସହିତ ସମସ୍ତ ଶୈବ ପୀଠରେ ଦଣ୍ଡ ଯାତ୍ରା ତଥା ପଣା ସଂକ୍ରାନ୍ତି ରୀତିନୀତି ଅନୁଯାୟୀ ପୂଜା ବିଧି ପାଳନ କରାଯାଇଥିଲା l ପରେ ଠାକୁରଙ୍କ ସମେତ ଭଗତା ମାନେ ଝାମୁ ଚାଲିଥିଲେ ।

ରଣପୁର ଝାମୁ ଯାତ୍ରା ପରେ ବାବା ଚଣ୍ଡେଶ୍ୱର ଦେବ ଓ ସ୍ଵପ୍ନେଶ୍ଵର ଦେବଙ୍କ କୋଠି ରେ କିଛି ପାଟ ଭଗତା ଦେହରେ କଣ୍ଟା ଫୋଡି ନଗର ପରିକ୍ରମା କରୁଥିବା ଦେଖିବାକୁ ମିଳିଛି ଏବଂ ପାଟ ଫୋଡା ଙ୍କ ଠାରେ ପଣା ଭୋଗ ଲାଗି କରାଯାଇଥିବାର ମଧ୍ୟ ଦେଖିବାକୁ ମିଳିଥିଲା l ବିଭିନ୍ନ ଶୈବ ପୀଠରେ ଝାମୁ ଯାତ୍ରା ଦେଖିବା ପାଇଁ ଭକ୍ତଙ୍କ ସମାଗମ ଲାଗି ରହିଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026
ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

May 5, 2026
ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version