• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଅପହୃତ ୪ ବର୍ଷର ଶିଶୁ ପୁତ୍ରକୁ ଉଦ୍ଧାର କରି ମାକୁ ଦେଲା କଟକ ସଦର ପୋଲିସ

Proprietor Abhimanyu Maharana by Proprietor Abhimanyu Maharana
April 18, 2024
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ଅପହୃତ ୪ ବର୍ଷର ଶିଶୁ ପୁତ୍ରକୁ ଉଦ୍ଧାର କରି ମାକୁ ଦେଲା କଟକ ସଦର ପୋଲିସ
Share on FacebookShare on TwitterWhatsapp

୧୬ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ :->  ଅପହୃତ ୪ ବର୍ଷର ଶିଶୁ ପୁତ୍ରକୁ ଉଦ୍ଧାର କରି ମାକୁ ଦେଲା କଟକ ସଦର ପୋଲିସ । ୧୭ ଏପ୍ରିଲ ୨୦୨୪ ( ଓଡିଶା ତାଜା ନିୟୁଜ ) କଟକ , ଆଠ ଘଣ୍ଟା ମଧ୍ୟରେ ଅପହୃତ ଶିଶୁ ପୁତ୍ରକୁ ଉଦ୍ଧାରକରି କଟକ ସଦର ପୋଲି ମା କୁ ହସ୍ତାନ୍ତର କଲା । କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡା ବାଲିସାହି ଅଞ୍ଚଳରେ ଭଡ଼ା ଘର ନେଇ ରହୁଥିବା , କଟକ ଜିଲ୍ଲା ମାହାଙ୍ଗା ଥାନା ତଳ ନହଙ୍ଗ ଗ୍ରାମର ଉଷାରାଣୀ ଜଟ ନାମକ ଜଣେ ମହିଳା, ମଙ୍ଗଳବାର ଦିନ ନିଜର ଏକ ୪ ବର୍ଷର ଶିଶୁ ପୁତ୍ରକୁ ସାଥିରେ ଆଣି କଟକ ସଦର ଥାନା ଗୋପାଳପୁର ନିକଟସ୍ଥ ଦଣ୍ଡା ମହାବୀର ସାଇ ମନ୍ଦିର ପାଖରେ ଏକ ବିଲଡିଙ୍ଗରେ କାମ କରୁଥିଲା ।

ସେହି ବିଲଡିଙ୍ଗକୁ କାମ କରିବାକୁ ଆସିଥିବା ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଗୟଳଭର ଗ୍ରାମର ଦାମୋଦର ମାରାଣ୍ଡି ନାମକ ଜଣେ ବ୍ୟକ୍ତି ଉଷାରାଣୀର ୪ ଶିଶୁ ପୁତ୍ର ଦିପ୍ତିରଞନକୁ ସାଥିରେ ନେଇ ଚାଲି ଯାଇଥିଲା । ଶିଶୁ ପୁତ୍ରର ମା ପୁଅକୁ ନପାଇ କଟକ ସଦର ଥାନାକୁ ଆସି ଏବିଷୟରେ ଅଭିଯୋଗ କରିଥିଲେ । ଅଭିଯୋଗ ପାଇବା ପରେ ଯୋନ-୪ ଏସିପି ଉମାକାନ୍ତ ପ୍ରଧାନ କଟକ ସଦର ଥାନା ଆଇ ଆଇସି ଜଗନ୍ନାଥ ମଲ୍ଲିକ ଶିଶୁ ପୁତ୍ରକୁ ଉଦ୍ଧାର କରିବାପାଇଁ ସବ ଇନିଷପେକ୍ଟର କ୍ରୀଷ୍ଣା ବରାଳ, ଏସଆଇ ଚତ୍ତ ରଞ୍ଜନ ସାହୁ , ଏସ ଆଇ ବିକ୍ରମ ବେହେରା, ଏସଆଇ ଭାଷ୍କର ପ୍ରଧାନ, ଏସଆଇ ଶ୍ରୀ ସାସମଲକୁ କଟକର ଵିଭିନ୍ନ ସ୍ଥାନକୁ ପଠାଇଥିଲେ ।

ସଂପୃକ୍ତ ଅଫିସର ମାନେ ବିଭିନ୍ନ ସ୍ଥାନ ଖୋଜା ଖୋଜି କରିବା ପରେ ଶିଶୁ ପୁତ୍ରକୁ ନେଇ ଯାଇଥିବା ଦାମୋଦର ମାରାଣ୍ଡି ଏବଂ ଶିଶୁପୁତ୍ରଟିକୁ ସାଧା ପୋଷାକରେ ଥିବା ଏ ଏସଆଇ ଭାଷ୍କର ପ୍ରଧାନ ତାଳଦଣ୍ଡା କେନାଲ ନିକଟସ୍ଥ ଚାଉଳିଆଗଞ ସ୍ୱାସ୍ଥ୍ୟ କେନ୍ଦ୍ର ନିକଟରୁ ଉଦ୍ଧାରକରି ଥାନାକୁ ଆଣିଥିଲେ । ଆଜି ଅପହରଣ କରି ନେଇଥିବା ଦାମୋଦରକୁ କୋର୍ଟ ଚାଲାଣ କରାଯାଇଛି । ଆଠ ଘଣ୍ଟା ଭିତରେ ଉଦ୍ଧ ଅପହୃତ ଶିଶୁ ପୁତ୍ରକୁ କଟକ ସଦର ପୋଲିସ ମା ଉଷାରାଣୀକୁ ହସ୍ତାନ୍ତରକରିଛନ୍ତି । ଶିଶୁ ପୁତ୍ରକୁ ଫେରି ପାଇବା ପରେ ଉଷାରାଣୀ ଏନେଇ କମିଶନରେଟ ପୋଲିସ, କଟକ ସଦର ଥାନାର ସମସ୍ତ ପୋଲିସ କର୍ମଚାରୀଙ୍କୁ କୃତଞତା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version