• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏଠି ପାଟି ନୂହେଁ, ଜନତା ବାଛନ୍ତି ନେତା, ଯିଏ ଠିଆ ହେବ ସୁବିଧା ଅସୁବିଧା

Proprietor Abhimanyu Maharana by Proprietor Abhimanyu Maharana
April 18, 2024
in ଓଡ଼ିଶା, ଗଜପତି, ହୋମ୍
0
ଏଠି ପାଟି ନୂହେଁ, ଜନତା ବାଛନ୍ତି ନେତା, ଯିଏ ଠିଆ ହେବ ସୁବିଧା ଅସୁବିଧା
Share on FacebookShare on TwitterWhatsapp

୧୭ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି  :-> ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀ ପୂର୍ବରୁ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀରେ ରହିଥିଲା । ଏହି ଆସନରୁ ପ୍ରତିନିଧି୍ତ୍ବ କରି ଆସୁଥିଲେ ବିଜେଡିର ପୁରୁଖା ନେତା ସୂର୍ଯ୍ୟ ନାରାୟଣ ପାତ୍ର । ୨୦୦୯ରେ ରାମଗିରି ନିର୍ବାଚନ ମଣ୍ଡଳୀକୁ ଭାଙ୍ଗି ମୁମ୍ମା ବ୍ଳକ ପାରଳାଖେମଣ୍ଡି ନିର୍ବାଚନ ମଣ୍ଡଳୀରେ ଅନ୍ତର୍ଭୂକ୍ତ ହେଲା । ନୂତନ ସୀମା ନିଦ୍ଧାରଣ କରି ଜିଲ୍ଲାର ମୋହନା, ରା,ଉଦୟଗିରି, ନୁଆଗଡ ଓ ରାୟଗଡ ବ୍ଳକକୁ ନେଇ ମୋହନା ନିର୍ବାଚନ ମଣ୍ଡଳୀ ଗଠନ ହେଲା। ୨୦୦୯ ନିର୍ବାଚନରେ କଂଗ୍ରେସ ହାତରେ ରହିଥିଲା । ଏହି ନିର୍ବାଚନ ମଣ୍ଡଳୀ । କଂଗ୍ରେସର ଚକ୍ରଧର ପାଇକ ବିଜୟ ଲାଭ କରିଥିଲେ । ସେହିପରି ୨୦୧୪ ନିର୍ବାଚନରେ ବିଜେଡିର ବାସନ୍ତୀ ମଲ୍ଲିକ ବିଜୟ ହୋଇଥିଲେ ।

୨୦୧୯ ରେ ଏହି ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଦାଶରଥି ଗମାଙ୍ଗ୫୩୭୦୫, ବିଜେଡି ପୂଣ୍ଣବାସୀ ନାୟକ ୫୧୩୫୧ ଓ ଭାଜପାର ପ୍ରଶାନ୍ତ ମଲ୍ଲିକ ୪୬୧୭୬ ଖଣ୍ଡ ଭୋଟ ପାଇଥିଲେ । ପୁଣି ଥରେ କଂଗ୍ରେସ ଏହି ଆସନକୁ ଫେରି ପାଇଥିଲା । କିନ୍ତୁ ଚଳିତ ୨୦୨୪ ନିର୍ବାଚନରେ ବିଜେଡି ଅନ୍ତର୍ଯ୍ୟାମୀ ଗମାଙ୍ଗଙ୍କୁ ପ୍ରାର୍ଥୀ ଘୋଷଣା ବେଳେ କଂଗ୍ରେସ ବତ୍ତମାନର ବିଧାୟକ ଦାଶରଥି ଗମାଙ୍ଗଙ୍କୁ ପ୍ରାର୍ଥୀ ଘୋଷଣା କରିଛି । ଅପରପକ୍ଷରେ ଭାଜପା ପ୍ରଶାନ୍ତ ମଲ୍ଲିକଙ୍କୁ ପ୍ରାର୍ଥୀ ଘୋଷଣା କରିଛି ।

ଯଦି ବିଗତ ୩ଟି ନିର୍ବାଚନକୁ ଦେଖାଯାଏ ତେବେ ୨୦୦୯ ଠାରୁ ୨୦୧୯ ପର୍ଯ୍ୟନ୍ତ ମୋହନା ବିଧାନସଭା ଆସନରେ ୨ ଥର କଂଗ୍ରେସ ବିଜୟ ଲାଭ କରିଥିବା ବେଳେ ମାତ୍ର ଥରେ ବିଜେଡି ବିଜୟ ଲାଭ କରିଛି । କିନ୍ତୁ ଭାଜପା ଥରେ ହେଲେ ସଫଳ ହୋଇପାରିନାହିଁ । ତେବେ ଏହି ନିର୍ବାଚନ ମଣ୍ଡଳୀର ଭୋଟର ଦଳ ଅପେକ୍ଷା ପ୍ରାର୍ଥୀଙ୍କୁ ପସନ୍ଦର ଚୟନ କରୁଥିବା ବିଗତ ନିର୍ବାଚନଗୁଡିକରେ ଦେଖିବାକୁ ମିଳିଛି । କିନ୍ତୁ ଚଳିତ ନିର୍ବାଚନରେ କାହାର ପଲା ଭାରିରହିବ , କିଏ ଭୋଟରଙ୍କୁ କେତେ ଆକୃଷ୍ଟ କରିପାରିବ ତାହା ଆଗାମୀ ଦିନରେ ଜଣାପଡିବ । ମୋଟମୋଟି ଭାବେ ଦେଖିବାକୁ ଗଲେ ଏଠାରେ ତ୍ରିମୁଖୀ ଲଢେଇ ହେବା ସମ୍ଭାବନା ସୃଷ୍ଟି ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version