• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶପଥ ପାଠ

Proprietor Abhimanyu Maharana by Proprietor Abhimanyu Maharana
April 19, 2024
in ଓଡ଼ିଶା, ଗଞ୍ଜାମ, ରାଜନୀତି, ହୋମ୍
0
ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶପଥ ପାଠ
Share on FacebookShare on TwitterWhatsapp

୧୮ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ  :->  ବିଜୁ ଜନତା ଦଳ ହିଞ୍ଜିଳିକାଟୁ ବ୍ଳକ ଓ ପୌରାଞ୍ଚଳ ତରଫରୁ ବୁଧବାର ମହାନ ଜନନାୟକ,ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୭ତମ ତିରୋଧାନ ଦିବସ ଉତ୍ସାହର ସହ ପାଳିତ ହୋଇଛି। ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ହିଞ୍ଜିଳି ବ୍ଲକ ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ପୌରଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲେଇ,ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ସଂସ୍ଥା ଅଧ୍ୟକ୍ଷ ଡି.ବିଶ୍ଵନାଥ, ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ଯୋଜନା ବୋର୍ଡ ବିଶେଷଜ୍ଞ ସଦସ୍ୟ ଏନ୍ ରଘୁନାଥଙ୍କ ସମେତ ଅନ୍ୟାନ୍ୟ ଦଳୀୟ ନେତୃବୃନ୍ଦ ଯୋଗ ଦେଇଥିଲେ।

ପ୍ରାତଃ ସମୟରେ ନେତୃମଣ୍ଡଳୀ ଓ କର୍ମୀ ମାନେ ତିଳ ତର୍ପଣ କରିବା ପରେ ବାଦ୍ୟ ବାଦନ ସହିତ ଏକ ପଟୁଆରରେ ଆସି ବିଜୁ ପଟ୍ଟନାୟକ ଛକ ସ୍ଥିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ନିକଟରେ ସମବେତ ହୋଇ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ପରେ ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ରଙ୍କ ସମେତ ଅନ୍ୟାନ୍ୟ ନେତ୍ରୀ,ନେତା ଓ କର୍ମୀବୃନ୍ଦଙ୍କୁ ଓଡିଶାର ସ୍ୱାର୍ଥ ଓ ସ୍ବାଭିମାନ, ଦଳୀୟ ଶୃଙ୍ଖଳା, ଏକତା, ଅନୁଶାସନ, ଉତ୍ସର୍ଗୀକୃତ ସେବା ମନୋଭାବ, ନିର୍ଭୀକ ସଂଗ୍ରାମ ଓ ନିରନ୍ତର କାର୍ଯ୍ୟ କରିବା ସହିତ ଏକ ସମୃଦ୍ଧ, ସଶକ୍ତ ଓ ସ୍ଵାଭିମାନୀ “ନବୀନ ଓଡ଼ିଶା ” ଗଢ଼ିବା ପାଇଁ ଦୃଢ଼ ଶପଥ ଗ୍ରହଣ କରିବା ପାଇଁ ଶପଥ ପାଠ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ଉପ ସଭାପତି ଶିବରାମ ଗୌଡ଼, ହୃଦୟାନନ୍ଦ ମହାପାତ୍ର, ପ୍ରଦୀପ କୁମାର ପଣ୍ଡା,ଜିଲ୍ଲା ପରିଷଦ ସଭ୍ୟ ଏ ସୁଦର୍ଶନ, ସଭ୍ୟା ପ୍ରୀତି ସାହୁ ବାଇ ଗୀତାଞ୍ଜଳି, ଜିଲ୍ଲା ଯୁବ ବିଜେଡ଼ି ସାଧାରଣ ସମ୍ପାଦକ ପ୍ୟାରୀ ମୋହନ ପାଢ଼ୀ,ସଞ୍ଜୟ କୁମାର ପଣ୍ଡା, ବିଭୁ ପ୍ରସାଦ ପଣ୍ଡା,ବସନ୍ତ କୁମାର ବେହେରା, ସୁପ୍ରଭା ମହାରଣା, ମନୋଜ କୁମାର ସାବତ, ଯୁଧିଷ୍ଟିର ସ୍ବାଇଁ, ଯୁଧିଷ୍ଠିର ଦାସ, ବାଇ ରାମଚନ୍ଦ୍ର, ରାମଚନ୍ଦ୍ର ମହାପାତ୍ର, କିରଣ କୁମାର ପଟ୍ଟନାୟକ,ତରୁଣ କୁମାର ପଣ୍ଡା, ଭିକା ବେହେରା,ଅରୁଣ କୁମାର ପାତ୍ର, ରୋହିତ ବିଷୋୟୀ,ଘନଶ୍ୟାମ ବେହେରା , ମନୁ ପାଢ଼ୀ , ଉଦୟ ବେହେରା ଙ୍କ ସମେତ ବ୍ଲକ ଓ ପୌରାଞ୍ଚଳର ସମସ୍ତ ଦଳୀୟ ନେତା ଓ କର୍ମୀ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

September 28, 2026
ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

September 28, 2026
ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ

ଲକ୍ଷାଧିକ ଟଙ୍କା ରେ ନିର୍ମିତ ଶୀତଳଭଣ୍ଡାର ଏବେ ନିଜେ ଶୀତଳ : ବର୍ଷବର୍ଷ ଧରି ଅଚଳ ଯନ୍ତ୍ରାଂଶ

September 28, 2026
ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୧୭ ଜଣ ଅବସରପ୍ରାପ୍ତ ଟିକେଟ୍ ଯାଞ୍ଚ କର୍ମଚାରୀଙ୍କୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା

ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ୧୭ ଜଣ ଅବସରପ୍ରାପ୍ତ ଟିକେଟ୍ ଯାଞ୍ଚ କର୍ମଚାରୀଙ୍କୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

କବିରାଜ ଙ୍କ ଘର ନାହିଁ, ବଢ଼ିଲାନି ଭତ୍ତା : ପ୍ରତିଶ୍ରୁତିରେ ଅଟକିଛି ସରକାରୀ ସହାୟତା

September 28, 2026
ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

ରୋଗୀ’ ନୁହେଁ, ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ : ଆମ୍ବୁଲାନ୍ସ, କାର୍‌ ଓ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ୬ ଗିରଫ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version