• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୧୦୪ ଘଣ୍ଟା ସଟଡାଉନରେ ଚମ୍ପାଦେଇପୁର । କଣ୍ଟେନମେଣ୍ଟ ଜୋନରେ ଦାରପଟାପଡା

Proprietor Abhimanyu Maharana by Proprietor Abhimanyu Maharana
August 2, 2020
in Uncategorized, ଓଡ଼ିଶା, ହୋମ୍
0
୧୦୪ ଘଣ୍ଟା ସଟଡାଉନରେ ଚମ୍ପାଦେଇପୁର । କଣ୍ଟେନମେଣ୍ଟ ଜୋନରେ ଦାରପଟାପଡା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୨ ଅଗଷ୍ଟ ରବିବାର) କଳାହାଣ୍ଡି :- ଲାଞ୍ଜଗଡ ବ୍ଳକ ଅନ୍ତର୍ଗତ ଚମ୍ପାଦେଇପୁର ପଞ୍ଚାୟତକୁ କରୋନା ମୁକାବିଲା ପାଇଁ ୧୦୪ ଘଣ୍ଟା ପାଇଁ ସଟଡାଉନ ଘୋଷଣା କରିଛନ୍ତି ସରପଂଚ ଫୁଲମତି ମାଝୀ । ଅଗଷ୍ଟ ୧ ତାରିଖ ଅପରାହ୍ନ ୧ ଟାରୁ ବୁଧବାର ରାତ୍ର ୯ଟା ପର୍ଯ୍ୟନ୍ତ ଏହି ସଟଡାଉନ ଘୋଷଣା ଜାରି ରହିଛି । ଏଥିରେ କେବଳ ସ୍ୱ।ସ୍ଥ୍ୟସେବା ଓ କ୍ଷୀର ଯୋଗାଣ ସେବାକୁ ବନ୍ଦରୁ ବାଦ ଦିଆଯାଇଛି । ସେହିପରି ବିଶ୍ୱନାଥପୁର ପଞ୍ଚାୟତ ଦାରପଟାପଡାକୁ ୭ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି

ବିଶ୍ଵନାଥପୁର ସରପଂଚ ପିଙ୍କି ସିରିକିକା । ଦାରପଟାଠାରେ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପଡ଼ାକୁ ସିଲ୍ ସମୟରେ ଲାଞ୍ଜିଗଡ଼ ବିଡ଼ିଓ ଜିତେନ୍ଦ୍ର ମିଶ୍ର, ତହସିଲଦାର ମୁନିନ୍ଦ୍ର ହୁନ୍ନାଙ୍ଗା , ପୂର୍ବତନ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଜଗଦିଶ ବେନିଆଁ ଓ ବିଶ୍ଵନାଥପୁର ପୋଲିସ ମୁତୟନ ହୋଇଥିଲେ । ଦାରପଟାପଡାରୁ ଅନ୍ୟ ଗ୍ରାମକୁ ଓ ଅନ୍ୟଗ୍ରାମରୁ ଏହି ପଡ଼ାକୁ ଯିବା ଆସିବା ପାଇଁ ଲୋକଙ୍କୁ ବାରଣ କରାଯାଇଛି । (ରିପୋର୍ଟ-ପ୍ରଦୀପ କୁମାର ଗଉଡ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାବିତ୍ରୀ ଅମାବାସ୍ୟା ରେ ମା ‘ ପାଟଖଣ୍ଡା “ସାବିତ୍ରୀ ବେଶ” ରେ ଭକ୍ତଙ୍କୁ ଦର୍ଶନ ଦେଲେ

ସାବିତ୍ରୀ ଅମାବାସ୍ୟା ରେ ମା ‘ ପାଟଖଣ୍ଡା “ସାବିତ୍ରୀ ବେଶ” ରେ ଭକ୍ତଙ୍କୁ ଦର୍ଶନ ଦେଲେ

May 16, 2026
ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ୭୦ ତମ ରେଳ ସେବା ପୁରସ୍କାର ସମାରୋହ–୨୦୨୫ ପାଳିତ

ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ୭୦ ତମ ରେଳ ସେବା ପୁରସ୍କାର ସମାରୋହ–୨୦୨୫ ପାଳିତ

May 16, 2026
ବାଲିଗୁଡାରେ ସାବିତ୍ରୀ ବ୍ରତ ପାଳିତ : କିନ୍ନର ମାନେ ପାଳିଲେ ସାବିତ୍ରୀ ବ୍ରତ

ବାଲିଗୁଡାରେ ସାବିତ୍ରୀ ବ୍ରତ ପାଳିତ : କିନ୍ନର ମାନେ ପାଳିଲେ ସାବିତ୍ରୀ ବ୍ରତ

May 16, 2026
ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

May 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାବିତ୍ରୀ ଅମାବାସ୍ୟା ରେ ମା ‘ ପାଟଖଣ୍ଡା “ସାବିତ୍ରୀ ବେଶ” ରେ ଭକ୍ତଙ୍କୁ ଦର୍ଶନ ଦେଲେ

ସାବିତ୍ରୀ ଅମାବାସ୍ୟା ରେ ମା ‘ ପାଟଖଣ୍ଡା “ସାବିତ୍ରୀ ବେଶ” ରେ ଭକ୍ତଙ୍କୁ ଦର୍ଶନ ଦେଲେ

May 16, 2026
ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ୭୦ ତମ ରେଳ ସେବା ପୁରସ୍କାର ସମାରୋହ–୨୦୨୫ ପାଳିତ

ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ୭୦ ତମ ରେଳ ସେବା ପୁରସ୍କାର ସମାରୋହ–୨୦୨୫ ପାଳିତ

May 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version