• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭାବେ କଂଗ୍ରେସର ଦାଶରଥି ଗମାଙ୍ଗ ପ୍ରାର୍ଥୀପତ୍ର ନାମାଙ୍କନ ଦାଖଲ କଲେ …

Proprietor Abhimanyu Maharana by Proprietor Abhimanyu Maharana
April 20, 2024
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭାବେ କଂଗ୍ରେସର ଦାଶରଥି ଗମାଙ୍ଗ ପ୍ରାର୍ଥୀପତ୍ର ନାମାଙ୍କନ ଦାଖଲ କଲେ …
Share on FacebookShare on TwitterWhatsapp

୧୯ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ଆର,ଉଦୟଗିରି  :-> ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମ୍ମେଳନ କକ୍ଷ ଠାରେ ଆଜି ଗଜପତି ଜିଲ୍ଲାର ଅନ୍ୟତମ ସଂରକ୍ଷିତ ବିଧାନସଭା ଆସନ “ମୋହନା” ନିର୍ବାଚନ ମଣ୍ଡଳୀ ପାଇଁ ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ପୂର୍ବତନ ତଥା ଗତ ଥରର ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ ରିକ୍ରୁମେଣ୍ଟ ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିରେନ୍ଦ୍ର କୁମାର ଦାସଙ୍କ ଠାରେ ତାଙ୍କର ପ୍ରାର୍ଥୀପତ୍ର ନାମାଙ୍କନ ଦାଖଲ କରିଛନ୍ତି ।  ବିଧାୟକ ପ୍ରାର୍ଥୀ ଶ୍ରୀ ଗମାଙ୍ଗ ତାଙ୍କର ହଜାର ହଜାର ସମର୍ଥକଙ୍କ ଗହଣରେ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରୁ ଏକ ବିରାଟ ଶୋଭାଯାତ୍ରାରେ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଶ୍ରୀ ରଶ୍ମି ରଞ୍ଜନ ପଟ୍ଟନାୟକଙ୍କ ସହ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିବା ପରେ ମୋହନା ଆସନ ପାଇଁ ବିଧାୟକ ପ୍ରାର୍ଥୀ ଭାବେ ନାମାଙ୍କନ ପାତ୍ର ଦାଖଲ କରିଥିଲେ।

ଏହି ଅବସରରେ ବିଧାୟକ ପ୍ରାର୍ଥୀ ଶ୍ରୀ ଦାଶରଥି ଗମାଙ୍ଗ ସାମ୍ବାଦିକଙ୍କୁ ସୂଚନା ଦେଇ କହିଥିଲେ ଯେ , ମୋହନା ନିର୍ବାଚନ ମଣ୍ଡଳୀର ସମସ୍ତ ଭୋଟର ମୋର ଭଗବାନ ଓ ଇଶ୍ୱର । ସେମାନେ ପୁଣିଥରେ ମୋହନା ଆସନରୁ ବିଧାୟକ ଭାବେ ଦାଶରଥି ଗମାଙ୍ଗଙ୍କୁ ଜିତାଇବେ ବୋଲି ମୋର ଆଶା । ଇତି ମଧ୍ୟରେ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାରରେ ୯ ଗୋଟି ସମସ୍ତ ବର୍ଗର ଲୋକଙ୍କ ପାଇଁ ନିଶ୍ଚିତ ଯୋଜନା ରହିଛି ଯେ , ନିର୍ବାଚନରେ କଂଗ୍ରେସ ଜିତିଲେ ଲୋକଙ୍କ ପାଇଁ କଣ ବ୍ୟବସ୍ଥା କରିବେ ।

ମହିଳା ମାନଙ୍କ ସମେତ ଶିକ୍ଷିତ ବେକାରଙ୍କ ପାଇଁ ଆନୁସଙ୍ଗିକ ବ୍ୟବସ୍ଥା , କୃଷକଙ୍କ କୃଷି ଋଣ ଛାଡ ଓ ବୋନସ , ଏସଏଚଜି: ମହିଳାଙ୍କ ଋଣଛାଡ଼ , ବିଦ୍ୟୁତ୍ ୨୦୦ ୟୁନିଟ ପର୍ଯ୍ୟନ୍ତ ଛଡ଼ା , ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର ଯୋଗାଇ ଦେବା ଏଭଳି ବିଭିନ୍ନ ବ୍ୟବସ୍ଥା ରହିଛି । ଏହି ସବୁ ଯୋଜନା ଆଧାରକୁ ନେଇ ଲୋକେ କଂଗ୍ରେସକୁ ପସନ୍ଦ କରି ବିପୁଳ ସଂଖ୍ୟାରେ ଭୋଟ ଦେଇ ଯିତାଇବେ । ତେଣୁ ଏହି ନିର୍ବାଚନରେ ଆମେ ନିର୍ବାଚିତ ହେବା ନେଇ ଆମେ ଆଶାବାଦୀ ବୋଲି କହିଛନ୍ତି ବିଧାୟକ ପ୍ରାର୍ଥୀ ଶ୍ରୀ ଦାଶରଥି ଗମାଙ୍ଗ ତାଙ୍କ ସହିତ ନଗର କଂଗ୍ରେସ ସଭାପତି ଶ୍ରୀ ବସନ୍ତ ପଣ୍ଡା , ବରିଷ୍ଠ ନେତା ସଞ୍ଜୟ ଅଧିକାରୀ , କୁନା ମାଝୀ ଏବଂ ଯୁବନେତା ସୂର୍ଯ୍ୟ ନାରାୟଣ ପାତ୍ର ଙ୍କ ସମେତ ହଜାର ହଜାର ସଂଖ୍ୟାରେ ବିଭିନ୍ନ ବ୍ଲକ ଅଞ୍ଚଳର ଦଳୀୟ ନେତା ଓ କର୍ମୀ ସାମିଲ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version