• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେଡିର ଷଷ୍ଠ ପର୍ଯ୍ୟାୟ ବିଧାୟକ ପ୍ରାର୍ଥୀ ତାଲିକା ଘୋଷଣା : ୯ ଜଣଙ୍କ ନାଁ ଘୋଷଣା ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
April 20, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଆଜି ଆସିପାରେ ବିଜେଡ଼ିର ଆଉ ଏକ ପ୍ରାର୍ଥୀ ତାଲିକା : ୨୦ରୁ ୩୦ ଆସନରେ ତାଲିକା ଚୂଡ଼ାନ୍ତ ହୋଇଥିବା ସୂଚନା !
Share on FacebookShare on TwitterWhatsapp

୨୦ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ଭୁବନେଶ୍ୱର :-> ଆଜି ବିଜେଡିର ଷଷ୍ଠ ପର୍ଯ୍ୟାୟ ବିଧାୟକ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥର ବି ୯ ଜଣଙ୍କ ନାଁ ଘୋଷଣା ହୋଇଛି । ପାଞ୍ଚ ଥରର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଅମର ଶତପଥୀ, ଶଶୀଭୂଷଣ ବେହେରା, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତଙ୍କର ଟିକେଟ୍ କଟିଛି ।

ଅମର ଶତପଥୀଙ୍କ ଜାଗାରେ ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପ୍ରାର୍ଥୀ ହୋଇଛନ୍ତି । କେନ୍ଦ୍ରାପଡ଼ାରୁ ଶଶୀ ବେହେରାଙ୍କ ଜାଗାରେ ଗଣେଶ୍ୱର ବେହେରା, ସିମୁଳିଆରେ ଜ୍ୟୋତି ପାଣିଗ୍ରାହୀଙ୍କ ଜାଗାରେ ସୁଭାଷିନୀ ସାହୁ, ଆନନ୍ଦପୁରରେ ଭାଗିରଥୀ ସେଠୀଙ୍କ ଜାଗାରେ ଅଭିମନ୍ୟୁ ସେଠୀ ଏବଂ ଚମ୍ପୁଆରେ ମିନାକ୍ଷୀ ମହାନ୍ତଙ୍କ ଜାଗାରେ ସନାତନ ମହାକୁଡ଼ଙ୍କୁ ଟିକେଟ୍ ମିଳିଛି ।

କିଏ କେଉଁ ଆସନରୁ ପ୍ରାର୍ଥୀ

ଚିଲିକା – ରଘୁନାଥ ସାହୁ, ଆନନ୍ଦପୁର– ଅଭିମନ୍ୟୁ ସେଠୀ, ସାରସକଣା– ଦେବାଶିଷ ମାରାଣ୍ଡି , କରଞ୍ଜିଆ– ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍ ,ରେମୁଣା– ଶ୍ରୀମତୀ ବିଦ୍ୟାସ୍ମିତା ମହାଳିକ
ସିମୁଳିଆ– ଶ୍ରୀମତୀ ସୁଭାଷିନୀ ସାହୁ,ବଡ଼ଚଣା– ଶ୍ରୀମତୀ ବର୍ଷା ପ୍ରିୟଦର୍ଶିନୀ ,କେନ୍ଦ୍ରାପଡ଼ା– ଗଣେଶ୍ୱର ବେହେରା, ଚମ୍ପୁଆ– ସନାତନ ମହାକୁଡ଼.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version