• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଗଡ଼ ଗ୍ରାମର ପରମ ବୈଷ୍ଣବୀ ମା, ହାଡ଼ବାଇଙ୍କ ଯାତ୍ରା ମହୋତ୍ସବ ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
April 25, 2024
in ଓଡ଼ିଶା, କଟକ, ହୋମ୍
0
ନୂଆଗଡ଼ ଗ୍ରାମର ପରମ ବୈଷ୍ଣବୀ ମା, ହାଡ଼ବାଇଙ୍କ ଯାତ୍ରା ମହୋତ୍ସବ ଆରମ୍ଭ
Share on FacebookShare on TwitterWhatsapp

୨୫ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ :->  ସିଏମସି ୫୮ ନମ୍ବର ୱାର୍ଡ ତେଲଙ୍ଗାପେଣ୍ଠନିକଟସ୍ଥ ନୂଆଗଡ଼ ଗ୍ରାମର ପରମ ବୈଷ୍ଣବୀ ମା, ହାଡ଼ବାଇଙ୍କ ପାରମ୍ପରିକ ଯାତ୍ରା ଉତ୍ସବ ବୁଧବାର ରାତିରେ ଆରମ୍ଭ ହୋଇଛି । ନୂଆଗଡ଼ ଗ୍ରାମ୍ୟ କମିଟିର ସଭାପତି ବିକ୍ରମ କେଶରୀ ଶତପଥୀଙ୍କ ସଭାପତି ତ୍ୱରେ ଆୟୋଜିତ ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରା ଯୋଗ ଦେଇ ଯାତ୍ରା ମହୋତ୍ସବକୁ ଉଦଘାଟନ କରିଥିଲେ ।

ଉକ୍ତ ସଭାରେ ପୂର୍ବତନ ସରପଞ୍ଚ ତଥା ଗ୍ରାମ୍ୟ କମିଟିର ପରାମର୍ଶ ଦାତା ପିତବାସ ମହାପାତ୍ର, ଯାତ୍ରା ପରିଚାଳନା କମିଟିର ଚେୟାରମ୍ୟାନ ଶିଶିର କୁମାର ରାଉତରାୟ , ଶିବରାମ ସାହୁ, କେଦାର ନାଥ ସିଂ , କାର୍ଯ୍ୟକାରୀ ସଭାତି ତ୍ରୈଲୋକ ପ୍ରଧାନ, ପୂର୍ବତନ କର୍ପୋରେଟର ରାଜକୁମାରୀ ସ୍ୱାଇଁ, ଜିଲ୍ଲା ପରିଷଦ ସଭ୍ୟା ଆଶାଲତା ବେହେରା, , ପୂର୍ବତନ କର୍ପୋରେଟର କୌଶିକ୍ ଜେନା, କଟକ ସଦର ବ୍ଲକ ବିଜେଡ଼ି ସଭାପତି ପ୍ରମୋଦ ମହାପାତ୍ର,

ଡ଼ମ୍ବୁରଧର ସାମନ୍ତରାୟ, ସଦାଶିବ ମହାନ୍ତି, ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉଦବୋଧନ ଦେଇଥିଲେ । ଗ୍ରାମ୍ୟ ଉନୟନ କମିଟି ପକ୍ଷରୁ ଅତିଥି, ସାମ୍ବାଦିକ ଏବଂ ଗତବର୍ଷ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମର ରଖିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ପ୍ରଥମ ଦ୍ୱିତୀୟ ତୃତୀୟ ସ୍ଥାନ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ,

ମୁଖ୍ୟ ଅତିଥି ବିଧାୟକ ଚନ୍ଦ୍ର ସାରଥୀ ବେହେରା ଅର୍ଥ ରାସି ସହିତ ମାନପତ୍ର ପ୍ରଦାନ କରିଥିଲେ । ଗ୍ରାମ୍ୟ କମିଟିର ସଂପାଦକ ସନ୍ତୋଷକୁମାର ସାମନ୍ତରାୟ ଶେଷରେ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟରେ ଗ୍ରାମର ସମସ୍ତ ସଦସ୍ୟ ମାନେ ସହଯୋଗ କରିଥିଲେ । ପ୍ରଥମ ଦିନ ରାତିରେ ଦୂର୍ଗା ମନ୍ଦିର ଅପେରା ପାର୍ଟି ନାଟକ ପରିବେଷଣ କରିଥିଲା । ଏହାକୁ ଦେଖିବା ପାଇଁ ଲୋକଙ୍କ ସମାଗମ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version