• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡ଼ସହରା ଶିବମନ୍ଦିର ନିକଟ ପଡିଆରୁ ଚୋରା କାଠ ଜବତ 

Proprietor Abhimanyu Maharana by Proprietor Abhimanyu Maharana
April 26, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବଡ଼ସହରା ଶିବମନ୍ଦିର ନିକଟ ପଡିଆରୁ ଚୋରା କାଠ ଜବତ 
Share on FacebookShare on TwitterWhatsapp

ଫତେଗଡ଼ଥାନା ପୋଲିସ ବାହିନୀ ସହାୟତାରେ ବନ ବିଭାଗ ଦ୍ୱାରା କାଠ ଜବତ 

୨୫ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭାପୁର :-> ଗତ କିଛି ଦିନ ପୂର୍ବରୁ ଲକ୍ଷାଧିକ ଚୋରା ଶାଗୁଆନ ଲଗ ବନ ବିଭାଗ ଜବତ କରିଥିବା ବେଳେ ଗୁରୁବାର ଦିନ ଭାପୁର ବ୍ଲକ ବଡଶହରା ଅଂଚଳରୁ ଚୋରା କାଠ ଜବତ କରିଛି ଭାପୁର ବନ ବିଭାଗ l ସୂଚନା ଅନୁଯାୟୀ ଭାପୁର ବ୍ଲକ ବଡଶହରାସ୍ଥିତ ଶିବ ମନ୍ଦିର ନିକଟରେ ବିଭିର୍ଣ୍ଣ କିସମର ଲଗ ଯଥା ଆମ୍ବ, ଲିମ୍ବ, ବାହାଡା, ଗମ୍ଭାଡି,

ଆକାଶିଆ ଓ ଶାଗୁଆନ ଲଗ ଏବଂ ଜାଳେଣି କାଠ ପଡିଥିବାର ବିଶେଷ ସୂତ୍ରରୁ ଖବର ପାଇ ଭାପୁର ବନପାଳ ବନମାଳୀ ରାଉତ ଫତେଗଡ଼ ପୋଲିସ ସହାୟତା ରେ ଘଟଣା ସ୍ଥଳ ରେ ପହଂଚି ଉକ୍ତ କାଠ ସବୁକୁ ଜବତ କରିଥିଲେ l କାଠର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କା ରୁ ଉର୍ଧ୍ଵ ହେବ ବୋଲି ଜଣାଯାଇଛି l ବିଭାଗୀୟ କର୍ତ୍ତୃପକ୍ଷ ଜବତ କାଠକୁ ଭାପୁର ବନ ବିଭାଗ କାର୍ଯ୍ୟାଳୟକୁ ଆଣିଥିବା ବେଳେ ସମ୍ପୃକ୍ତ ଚୋରା କାଠ ବେପାରୀ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

ଏଫଟିଆଇଆଇ ଏବଂ ଏନଟିଡବ୍ଲ୍ୟୁବି ପକ୍ଷରୁ ମିଳିତ ଭାବେ ‘ଉତ୍କର୍ଷ ୨୦୨୬’ ସମ୍ମିଳନୀ ଆୟୋଜିତ : ବାଣିଜ୍ୟ ଓ ଶିଳ୍ପର ଅଭିବୃଦ୍ଧି ପାଇଁ ସରକାରୀ ନୀତିକୁ ପ୍ରୋତ୍ସାହନ

June 29, 2026
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version