• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିକୁଦା – ଏରସମାରେ ସତ୍ୟ ସାରଥୀ ମହାନ୍ତିଙ୍କ ସପକ୍ଷରେ ଜନମତ ଜୋରଦାର

Proprietor Abhimanyu Maharana by Proprietor Abhimanyu Maharana
April 28, 2024
in ଓଡ଼ିଶା, ଜଗତସିଂହପୁର, ରାଜନୀତି, ହୋମ୍
0
ବାଲିକୁଦା – ଏରସମାରେ ସତ୍ୟ ସାରଥୀ ମହାନ୍ତିଙ୍କ ସପକ୍ଷରେ ଜନମତ ଜୋରଦାର
Share on FacebookShare on TwitterWhatsapp

୨୭ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର/ବାଲିକୁଦା :-> ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ସତ୍ୟ ସାରଥୀ ମହାନ୍ତିଙ୍କର ସପକ୍ଷରେ ଜନମତ କ୍ରମଶଃ ଜୋରଦାର ହେବାରେ ଲାଗିଥିବା ଲକ୍ଷ୍ୟ କରାଯାଉଛି। ବାଲିକୁଦା ବ୍ଲକ ଅନ୍ତର୍ଗତ ସଂଗ୍ରାମପୁର ଗ୍ରାମର ମୂଳବାସିନ୍ଦା ୩୮ ବର୍ଷ ବୟସ୍କ ସତ୍ୟ, ଗାଁ ପୁଅ ହେବା ସାଙ୍ଗକୁ ଖୁବ୍ କମ ବୟସରେ ଜାତୀୟ ରାଜଧାନୀ କ୍ଷେତ୍ରର ଗୁରୁଗ୍ରାମଠାରେ ବ୍ୟାପାର ଜଗତରେ ବେଶ ସୁନାମ ଅର୍ଜନ କରିବା ବିଷୟ ତାଙ୍କ ସପକ୍ଷରେ ଯାଉଛି।ଶ୍ରୀ ମହାନ୍ତିଙ୍କର ଯୁବ ଚେହେରା, ସତେଜ ବ୍ୟକ୍ତିତ୍ଵ, ସ୍ୱଚ୍ଛ ଭାବମୂର୍ତ୍ତି, ସରଳ ପ୍ରକୃତି, ସଚ୍ଚୋଟ ଚରିତ୍ର, କଷ୍ଟ ସହିଷ୍ଣୁ ସ୍ଵଭାବ, ଶୃଙ୍ଖଳିତ ଆଚରଣ, ଭଦ୍ର ବ୍ୟବହାର, ପରୋପକାରୀ ମନୋଭାବ, ଉଦାରମନା ଆଚାର ଏବଂ ସର୍ବୋପରି ଗରିବ – ଗୁରୁବା ପ୍ରେମୀ ଦୃଷ୍ଟିଭଙ୍ଗୀକୁ ସାଧାରଣ ଭୋଟଦାତାମାନେ ବହୁତ ପସନ୍ଦ କରୁଛନ୍ତି।ବାଲିକୁଦାର ଏକ ସମ୍ମାନସ୍ପଦ ସମ୍ଭ୍ରାନ୍ତ ପରିବାରର ଯୋଗ୍ୟ ଦାୟଦ ସତ୍ୟଙ୍କର ଜେଜେ ବାପା ସ୍ୱର୍ଗତଃ ପର୍ଶୁରାମ ମହାନ୍ତି ଏହି ଇଲାକାର ପ୍ରସିଦ୍ଧ ସ୍ଵାଧୀନତା ସଂଗ୍ରାମୀ ଏବଂ ମଉସା ବିଶିଷ୍ଟ ଜନନାୟକ ତଥା ଲୋକସଭାର ପୂର୍ବତନ ବାଚ୍ଚସ୍ପତ୍ତି ରବି ରାୟ ଥିଲେ। ନିଜ ପରିବାରର ସୁଦୂର ପ୍ରସାରୀ ଲୋକ ସଂପର୍କ ଏବଂ ସୁବିସ୍ତୀର୍ଣ୍ଣ ଜନସୁନାମକୁ ଆଧାର କରି ସତ୍ୟ, ରାଜନୀତିରେ ତାଙ୍କର ଭାଗ୍ୟ ପରୀକ୍ଷା କରିବାକୁ ଯାଉଛନ୍ତି।

ଗାଁ ର ପାଣି, ପବନରେ ବଢ଼ିଥିବାରୁ ଶ୍ରୀ ମହାନ୍ତିଙ୍କର ସ୍ଥାନୀୟ ସମସ୍ୟାବଳୀ ଓ ଏଗୁଡ଼ିକର ସମାଧାନର ସୂତ୍ର ସମ୍ପର୍କରେ ବ୍ୟକ୍ତିଗତ ସ୍ତରରେ ଅନୁଭବ ରହିଛି। ବିଦ୍ୟାର୍ଥୀ ଜୀବନରେ ଜଣେ ମେଧାବୀ ଛାତ୍ର ରହି ଆସିଥିବା ସତ୍ୟ, ବେଲବଣ ହାଇସ୍କୁଲ ଏବଂ ବାଲିକୁଦା କଲେଜରେ ଶିକ୍ଷାପ୍ରାପ୍ତି କରିବା ପରେ ବି.କମ୍ ଡିଗ୍ରୀ ଓ ସିଭିଲ ଇଞ୍ଜିନିୟରିଂରେ ଡିପ୍ଲୋମା ସଫଳତାର ସହିତ ହାସଲ କରିଛନ୍ତି।ନିଜର ଯଶଶ୍ଵୀ ପେଶାଦାରୀ କାର୍ଯ୍ୟକାଳ ମଧ୍ୟରେ ଶ୍ରୀ ମହାନ୍ତି ବହୁ ମହତ୍ତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରି ତାଙ୍କର ଅସାଧାରଣ ପ୍ରତିଭା ଓ ଅସାମାନ୍ୟ ପାରଦର୍ଶିତା ପ୍ରଦର୍ଶନ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ସି. ଏମ୍. ଏସ୍ ଗ୍ରୁପର ପ୍ରଶାସନିକ ଅଧିକାରୀ, ଇଲାଣ୍ଟସ୍ ଟେକ୍ନୋଲୋଜିର ପ୍ରଶାସନିକ ପ୍ରବନ୍ଧକ ଏବଂ ହଟଲ୍ୟାଣ୍ଡ ବେସ୍ ଓ ଜେ.କେ. ଆସୋସିଏଟସ୍ ଆଦି ରିଏଲ ଇଷ୍ଟେଟ ସଂସ୍ଥାର ନିର୍ଦ୍ଦେଶକ ଭାବରେ ଶ୍ରୀ ମହାନ୍ତି, ତାଙ୍କର ଅନନ୍ୟ କାର୍ଯ୍ୟଦକ୍ଷତା ପାଇଁ ଯଥେଷ୍ଟ ସୁଖ୍ୟାତି ଅର୍ଜନ କରିଛନ୍ତି।୪୫୦ ଟି ପରିବାରକୁ ପୂର୍ଣ୍ଣକାଳୀନ ନିଯୁକ୍ତି ସୁଯୋଗର ଉପଲବ୍ଧ କରାଇଥିବା ଶ୍ରୀ ମହାନ୍ତି କୋଭିଡ୍ ମହାମାରୀ କାଳରେ ମଧ୍ୟ ଏହି ପରିବାର ଗୁଡ଼ିକର ଭରଣପୋଷଣକୁ ଜାରୀ ରଖି ସାଧାରଣରେ ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ସତ୍ୟଙ୍କର ଗଗନଚୁମ୍ୱୀ ସଫଳତା ତାଙ୍କୁ ନୂତନ ପିଢୀର ଜଣେ ପ୍ରଗତିଶୀଳ, ସକାରାତ୍ମକ ଏବଂ ବାସ୍ତବଧର୍ମୀ ଶିଳ୍ପୋଦ୍ୟୋଗୀ ଭାବରେ ପ୍ରତିଷ୍ଠିତ କରାଇଛି । ୨୦୦୭ ମସିହାରେ ଶ୍ରୀ ମହାନ୍ତି ହରିୟାଣା ଠାରେ ବିଜେପିରେ ଯୋଗ ଦେଇଥିଲେ .ସେବେଠାରୁ ସେ ଦଳର ନୀତି, ଆଦର୍ଶ ଓ କାର୍ଯ୍ୟକ୍ରମଗୁଡ଼ିକୁ ପ୍ରଚାର, ପ୍ରସାର କରିବାରେ ଲାଗିଛନ୍ତି। ଶ୍ରୀ ମହାନ୍ତିଙ୍କର ସକ୍ରୀୟ ଓ ସୁଦକ୍ଷ ନେତୃତ୍ୱ ଯୋଗୁଁ ବାଲିକୁଦା – ଏରସମାରେ ବିଜେପିର ସଂଗଠନ ସୁଦୃଢ଼ ହେଉଥିବାର ଲକ୍ଷ୍ୟ କରାଯାଉଛି। ଦଳ ପ୍ରତି ତାଙ୍କର ପ୍ରତିବଦ୍ଧତା ଏବଂ ଆନୁଗତ୍ୟ ତଥା ଜନତା ଜନାର୍ଦ୍ଦନଙ୍କର ସମୂହ କଲ୍ୟାଣ ପାଇଁ ଉତ୍ସର୍ଗୀକୃତ ସାଧନା, ସତ୍ୟଙ୍କୁ ଏହି ଅଞ୍ଚଳର ଆଶା ଭରସାର ଆଲୋକବର୍ତ୍ତିକା ଭାବେ ଉଭା କରିସାରିଛି ।ରାଜନୈତିକ ପର୍ଯ୍ୟବେକ୍ଷକ ମାନଙ୍କର ଆକଳନ ଅନୁଯାୟୀ ଯୁବ, ଶିକ୍ଷିତ, ମହିଳା, ଚାଷୀ ଏବଂ ଗରିବ ଗୁରୁବା ଭୋଟ ଦାତା ମାନଙ୍କର ପ୍ରଚଣ୍ଡ ଆସ୍ଥା ଏବଂ ପ୍ରଚୁର ଆଶୀର୍ବାଦ ବଳରେ ବାଲିକୁଦା – ଏରସମା ଆସନରେ ସତ୍ୟସାରଥୀ ମହାନ୍ତି, ତାଙ୍କ ଜୀବନର ପ୍ରଥମ ନିର୍ବାଚନୀ ସଂଗ୍ରାମରେ ଜିତାପଟ ହାସଲ କରିବାର ସମ୍ଭାବନା ଦିନକୁ ଦିନ ଉଜ୍ଜଳରୁ ଉଜ୍ଜ୍ଵଳତର ହେବାରେ ଲାଗିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version