• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ଭାବେ ଷଷ୍ଠ ଥର ପାଇଁ : ହିଞ୍ଜିଳିକାଟୁ ବିଧାନସଭା ଆସନରୁ ନାମାଙ୍କନ ଦାଖଲ

Proprietor Abhimanyu Maharana by Proprietor Abhimanyu Maharana
May 1, 2024
in ଓଡ଼ିଶା, ଗଞ୍ଜାମ, ମହାନଗର, ରାଜନୀତି, ହୋମ୍
0
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ଭାବେ ଷଷ୍ଠ ଥର ପାଇଁ : ହିଞ୍ଜିଳିକାଟୁ ବିଧାନସଭା ଆସନରୁ ନାମାଙ୍କନ ଦାଖଲ
Share on FacebookShare on TwitterWhatsapp

୩୦ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ଭାବେ ଷଷ୍ଠ ଥର ପାଇଁ ଆଜି ହିଞ୍ଜିଳିକାଟୁ ବିଧାନସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି । ମେ ୨୦ ଦ୍ୱିତୀୟ ପର୍ଯ୍ୟାୟରେ ଏଠାରେ ମତଦାନ ହେବ । ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆସି ନବୀନ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ଏହି ସମୟରେ ତାଙ୍କ ସାଙ୍ଗରେ ଥିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍, ମନ୍ତ୍ରୀ ବିକ୍ରମ ଆରୁଖ ଆରୁଖ, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସ୍କା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ ଏବଂ ଦୁଇଟି ଯାକ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀବୃନ୍ଦ ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ସକାଳ ପ୍ରାୟ ୧୧ଟାରେ ଛତ୍ରପୁର ନିକଟ ନରସିଂହପୁର ଛକସ୍ଥିତ ହେଲିପ୍ୟାଡ୍ ରେ ଓହ୍ଲାଇଥିଲେ । ସେଠାରୁ କାର୍ ଯୋଗେ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ଯାଇଥିଲେ । ବେଢ଼ା ପରିକ୍ରମା କରିବା ସହିତ ଗର୍ଭଗୃହରେ ମା’ଙ୍କର ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ । ତାଙ୍କ ସାଙ୍ଗରେ ଥିଲେ ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ । ସେଠାରୁ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟକୁ ପୁଣି କାର୍ ଯୋଗେ ଫେରିଥିଲେ । ରାସ୍ତାର ଦୁଇପାଶ୍ୱର୍ରେ ହଜାର ହଜାର ଜନତା ମୁଖ୍ୟମନ୍ତ୍ରୀଙ୍କୁ ହାତ ହଲାଇ ଶୁଭେଚ୍ଛା ଜଣାଇଥିଲେ ।

ପ୍ରାୟ ୧୨.୪୦ ରେ ମୁଖ୍ୟମନ୍ତ୍ରୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଉପଜିଲ୍ଲାପାଳଙ୍କ ପାଖରେ ନାମାଙ୍କନ ଭରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଅଦ୍ଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଦକ୍ଷିଣାଞ୍ଚଳ ଡିଆଇଜି ଜୟନାରାୟଣ ପଙ୍କଜ ଓ ଗଞ୍ଜାମ ଏସପି ଜଗମୋହନ ମୀନା ନିଜେ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାର ତତ୍ୱାବଧାନ କରିଥିଲେ । ହେଲିପ୍ୟାଡ୍ ସ୍ଥାନ ପୁରୁଷୋତମପୁର ଥାନା ଅଧୀନ ନରସିଂହପୁର ଛକଠାରୁ ତାରାତାରିଣୀ ଏବଂ ଛତ୍ରପୁରରେ ପାଖାପାଖି ୧୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଥିଲେ । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ତାଙ୍କର ପାରମ୍ପରିକ ଆସନ ହିଞ୍ଜିଳି ବ୍ୟତୀତ ଏଥର ବଲାଙ୍ଗିର ଜିଲ୍ଲା କଣ୍ଟାବାଂଝୀ ଆସନରୁ ବିଧାନସଭା ଆସନରୁ ମଧ୍ୟ ଲଢ଼ୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 29, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 29, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version