• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନ ର ଷଷ୍ଠ ଦିନ : ବିରାଟ ପଟୁଆରରେ ଆସି ନାମଙ୍କନ ଦାଖଲ କାଲେ ଉପବାଚସ୍ପତି ସାଲୁଗା ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
May 1, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନ ର ଷଷ୍ଠ ଦିନ : ବିରାଟ ପଟୁଆରରେ ଆସି ନାମଙ୍କନ ଦାଖଲ କାଲେ ଉପବାଚସ୍ପତି ସାଲୁଗା ପ୍ରଧାନ
Share on FacebookShare on TwitterWhatsapp

୦୧ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :->  ସାଧାରଣ ନିର୍ବାଚନ ର ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନ ର ଷଷ୍ଠ ଦିନ ରେ ଜି ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ଉପବାଚସ୍ପତି ସାଲୁଗା ପ୍ରଧାନ ନିଜର ହଜାର ହଜାର ସମର୍ଥକଙ୍କୁ ନେଇ ବିରାଟ ପଟୁଆରରେ ନିଜର ଶକ୍ତି ପ୍ରଦର୍ଶନ କରିବା ସହ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସ୍ଥାନୀୟ ହନୁମାନ ମନ୍ଦିର ନିକଟ ବଗିଚାରୁ ପାରମ୍ପରିକ ବାଦ୍ୟ ,ନୃତ୍ୟ ଓ ସଙ୍ଗୀତରେ ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀର ଜି.ଉଦୟଗିରି ,ରାଇକିଆ ,

ଦାରିଙ୍ଗବାଡି ଓ ଟିକାବାଲି ବ୍ଲକ ର ହଜାର ହଜାର ସମର୍ଥକଙ୍କୁ ନେଇ ଏକ ସମଗ୍ର ସହର ପରିକ୍ରମା କରି ସ୍ଥାନୀୟ ଆଇଟିଡିଏ କାର୍ଯ୍ୟାଳୟ ରେ ପହଞ୍ଚି ରିଟର୍ଣ୍ଣି ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ଅଶୋକ କୁମାର ଭୋଇ ଙ୍କ ନିକଟରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ପ୍ରାର୍ଥୀପତ୍ର ଦାଖଲ ସମୟରେ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ,ସଂଯୋଜକ କ୍ଲେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଭରସା କରି ଚତୁର୍ଥ ଥର ପାଇଁ ଟିକଟ ଦେଇଥିବାରୁ ତାଙ୍କ ଉପରେ ହଜାର ହଜାର ଲୋକଙ୍କ ଆଶା ଭରସା ରହିଛି, ଏଣୁ ଲୋକଙ୍କ ଆଶୀର୍ବାଦ ରୁ ମୁଁ ବିଜୟୀ ହେବା ସହ ୬ ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବେ ଓ ୫-ଟି ନବୀନ ଗ୍ୟାରେଣ୍ଟି ଲୋକଙ୍କ ଆଶା ଭରସା କୁ ପୂରଣ କରିବି ବୋଲି କହିଛନ୍ତି ।
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

August 8, 2026
ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

August 7, 2026
ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

August 7, 2026
ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

August 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

ଜାତୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ରଥଯାତ୍ରା, ବାଲିଯାତ୍ରା, ଓଡ଼ିଶୀ ଓ ଛଉ ନୃତ୍ୟ – ସାଂସଦ ଦିଲ୍ଲୀପ ରାୟ

August 8, 2026
ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

August 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version