• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡ଼-ବେଗୁନିଆରୁ ବିଜେଡି ପ୍ରାର୍ଥୀ ହେଲେ – ପ୍ରଦୀପ ସାହୁ

Proprietor Abhimanyu Maharana by Proprietor Abhimanyu Maharana
May 2, 2024
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ବୋଲଗଡ଼-ବେଗୁନିଆରୁ ବିଜେଡି ପ୍ରାର୍ଥୀ ହେଲେ – ପ୍ରଦୀପ ସାହୁ
Share on FacebookShare on TwitterWhatsapp

୨ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼ :->  2024 ସାଧାରଣ ନିର୍ବାଚନ ପାଇଁ ଗାଁରୁ ସହର ଚଳଚଞ୍ଚଳ ରହିଛି.! ଭୁବନେଶ୍ୱର ଲୋକସଭା ଓ ବିଧାନସଭା ବୋଲଗଡ଼ – ବେଗୁନିଆ କ୍ଷେତ୍ର ନିମନ୍ତେ ଶାସକ ବିଜେଡି ଓ ବିଜେପି ପକ୍ଷରୁ କୌଣସି ଯୋଦ୍ଧା ପାର୍ଥୀଙ୍କ ନାମ ଘୋଷଣା କରାଯାଇ ନ ଥିବା ବେଳେ କାହାକୁ ପାର୍ଥୀ କରାଯିବ ସେନେଇ ଦ୍ୱନ୍ଦ୍ୱ ଲାଗିରହିଛି.! ତେବେ ବିଳମ୍ବ ହେଲେବି ବିଜେଡି ପକ୍ଷରୁ ରାଜ୍ୟଶାସକ ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ବୋଲଗଡ଼ -ବେଗୁନିଆ ନିର୍ବାଚନ ମଣ୍ଡଳୀରେ ରାଜ୍ୟ ବିଜେଡି ସମ୍ପାଦକ ପ୍ରଦୀପ କୁମାର ସାହୁଙ୍କୁ ବିଜେଡି ପ୍ରାର୍ଥୀ ଭାବେ ମୋହର ମାରି ବିରୋଧୀଙ୍କୁ ଚକିତ କରିଛନ୍ତି.!

ବୋଲଗଡ଼-ବେଗୁନିଆ ଅଞ୍ଚଳର ସୁଖଦୁଃଖର ସାଥି ପ୍ରଦୀପ କୁମାର ସାହୁଙ୍କୁ ବିଜେଡି ପ୍ରାର୍ଥୀ କରିଥିବାରୁ ସାରା ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀରେ ଲୋକମାନେ ଖୁସିର ମାହୋଲ ଖେଳିବା ସହ ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଅଛନ୍ତି ! ବିଶେଷ କରି ଅନ୍ୟ ପ୍ରମୁଖ ଦଳମାନଙ୍କର ସଂଗଠନ ସେତେଟା ସୁଦୃଢ ନ ଥିବାରୁ ବିଜେଡି ପ୍ରାର୍ଥୀ ପ୍ରଦୀପ ସାହୁ ଏଠାରୁ ବହୁ ଭୋଟ ବ୍ୟବଧାନରେ ବିଜୟର ବାନା ଉଡାଇବାର ସମ୍ଭାବନା ଏଡାଇ ହେବ ନାହିଁ ବୋଲି ଚା ଖଟିରୁ ଆରମ୍ଭ କରି ଗାଁ, ପଲ୍ଲୀ ଓ ବାଟଘାଟରେ ଆଲୋଚନା ହେଉଛି ! ସୂଚନାଯୋଗ୍ୟ ଶ୍ରୀ ପ୍ରଦୀପ ସାହୁ ବିଜେଡ଼ରୁ ପ୍ରାର୍ଥୀ ହୋଇଥିବା ଖବର ପ୍ରସାର ହେଵା ପରେ ବୋଲଗଡ଼ -ବେଗୁନିଆ ଅଞ୍ଚଳରେ ଆତସବାଜି ଫୁଟାଇ, ଉତ୍ତରୀୟ ଓ ଫୁଲତୋଡ଼ା ଦେଇ ସ୍ୱାଗତ କରିଅଛନ୍ତି !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲାଇନ ପଡ଼ା କୁଇଦିନା ଇନ୍ଦିରା ଗାନ୍ଧୀ ମେମୋରିଆଲ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ

ଲାଇନ ପଡ଼ା କୁଇଦିନା ଇନ୍ଦିରା ଗାନ୍ଧୀ ମେମୋରିଆଲ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ

October 2, 2026
 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

October 1, 2026
ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

ଗୌରମଣି ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଇଁ ଭଜନ ସମାରୋହ

October 1, 2026
ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଖୋର୍ଦ୍ଧାରୋଡ ମଣ୍ଡଳ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲାଇନ ପଡ଼ା କୁଇଦିନା ଇନ୍ଦିରା ଗାନ୍ଧୀ ମେମୋରିଆଲ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ

ଲାଇନ ପଡ଼ା କୁଇଦିନା ଇନ୍ଦିରା ଗାନ୍ଧୀ ମେମୋରିଆଲ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ

October 2, 2026
 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

 କନ୍ଧମାଳରେ କ୍ରୀଡା ପ୍ରତିଭାର ମହାମିଳନ; ଜିଲ୍ଲାସ୍ତରୀୟ ବିଦ୍ୟାଳୟ କ୍ରୀଡ଼ାରେ ୬୫୦ ଛାତ୍ରଛାତ୍ରୀଙ୍କର ଅଂଶଗ୍ରହଣ

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version