• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜିରୁ : ଟୁକୁନି ସାହୁ ଟିଟିଲାଗଡ଼ରୁ ପ୍ରାର୍ଥୀପତ୍ର ଦାଖଲ

Proprietor Abhimanyu Maharana by Proprietor Abhimanyu Maharana
May 3, 2024
in ଓଡ଼ିଶା, ବଲାଙ୍ଗିର, ରାଜନୀତି, ହୋମ୍
0
ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜିରୁ : ଟୁକୁନି ସାହୁ ଟିଟିଲାଗଡ଼ରୁ ପ୍ରାର୍ଥୀପତ୍ର ଦାଖଲ
Share on FacebookShare on TwitterWhatsapp

୨ ଏପ୍ରିଲ, ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବଲାଙ୍ଗିର :-> ବଲାଙ୍ଗୀର ଜିଲ୍ଲାରୁ ପ୍ରାର୍ଥୀ  ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗୀର ଜିଲ୍ଲା କଂଟାବାଞ୍ଜି ବିଧାନସଭା ଆସନରୁ ସେ ଆଜି ନିଜର ପାର୍ôଥପତ୍ର ଟିଟିଲାଗଡରେ ଦାଖଲ କରିଛନ୍ତି । ତେବେ ମୁଖ୍ୟମନ୍ତ୍ରୀ ଆଜି ନିଜ ପ୍ରାର୍ଥୀପତ୍ର ଟିଟଲାଗଡ ଉପ ଜିଲ୍ଲାପାଳଙ୍କ ଠାରେ ଦାଖଲ କରିଛନ୍ତି । ତେବେ ଏଥିପାଇଁ ଆଜି ଟିଟିଲାଗଡରେ ପ୍ରବଳ ଜନସମାଗମ ହୋଇଥିଲା । ନେତା ମନ୍ତ୍ରୀ ଓ ବିଜେଡି କର୍ମୀ ଏଥିରେ ସାମିଲ ହୋଇଥିଲେ । ସେହିପରି ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱରରୁ ବଲାଙ୍ଗୀର ତୁଷୁରା ଏୟାର୍ ଷ୍ଟ୍ରିପ ରେ ଓହ୍ଲାଇଥିଲେ । ଏବଂ ସେଠୁ ସେ ହେଲିକେପ୍ଟରରେ ଟିଟଲାଗଡ ପହଂଚି ଥିଲେ ।

ତେବେ ଏଠି ହଜାର ହଜାର ଲୋକ ଓ ବିଜେଡି କର୍ମୀ ତାଙ୍କୁ ସ୍ୱାଗତ ଜଣାଇଥିଲେ । ସେହିପରି କଡା ସୁରକ୍ଷା ବଳୟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଟିଟିଲାଗଡ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚି ନିଜର ନାମାଙ୍କନ ଦାଖଲ କରିଥିଲେ । ତେବେ ଏହାରି ମଧ୍ୟରେ ସେ ରୋଡ ସୋ କରି ଲୋକଙ୍କ ଅଭିବାଦନ ଗ୍ରହଣ କରିଥିଲେ । ତେବେ ତାଙ୍କ ସହିତ ମନ୍ତ୍ରୀ ଟୁକୁନୀ ସାହୁ ମଧ୍ୟ ଟିଟିଲାଗଡ ଆସନ ପାଇଁ ଆଜି ତାଙ୍କର ନାମାଙ୍କନ ଦାଖଲ କରିଥିଲେ । ତେବେ ଆଜି ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନ ଦାଖଲରେ ଏଠି ବିଜେଡି କର୍ମୀଙ୍କ ମଧ୍ୟରେ ଖୁବ ଉତ୍ସାହ ଦେଖିବାକୁ ମିଳିଥିଲା ।

ଏହିପରି କଣ୍ଟାବାଞ୍ଜି ବିଜେଡି ନେତା ଅଜୟ ଦାସ କହିଛନ୍ତି ଯେ, ଏହା ବଲାଙ୍ଗୀର ଓ କଂଟାବାଞ୍ଜି ଜିଲ୍ଲା ପାଇଁ ଗୌରବର ବିଷୟ ଅଟେ ବୋଲି ସେ କହିଛନ୍ତି । ଏବଂ ମୁଖ୍ୟମନ୍ତ୍ରୀଙ୍କୁ ପାଇ ଏଠି ଜନତା ବହୁ ଖୁସି ଓ ଏହାଦ୍ୱାରା ସମଗ୍ର ବଲାଙ୍ଗୀର ଜିଲ୍ଲାରେ ବିଜେଡିର ବିଜୟ ହେବ ବୋଲି ସେ କହିଛନ୍ତି । ସେହିପରି ବଲାଙ୍ଗୀର ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂହ ଦେଓ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ବଲାଙ୍ଗୀରରୁ ଛିଡା ହେବା ଦ୍ୱାରା ଏଠି ବିଜେଡି ଆହୁରି ମଜବୁତ୍‌ ହୋଇଛି । ଏବଂ କେବଳ ବଲାଙ୍ଗୀର ନୁହେଁ ସାରା ପଶ୍ଚିମ ଓଡ଼ିଶାରେ ବିଜେଡିର ବିଜୟ ହେବ ବୋଲି ସେ କହିଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ବାଲ୍ୟ ବନ୍ଧୁ ତଥା ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହ ଦେଓ କହିଛନ୍ତି ଯେ, ସେ ସାଙ୍ଗ ହେଲେ ବି ସେ ମୁଖ୍ୟମନ୍ତ୍ରୀ ଅଟନ୍ତି ଓ ତାଙ୍କୁ ସମସ୍ତେ ଏଠି ଭବ୍ୟ ସ୍ୱାଗତ ଜଣାଇଛନ୍ତି । ଏବଂ ସେ ବଲାଙ୍ଗୀରରୁ ପାର୍ôଥ ହେବା ସମସ୍ତଙ୍କ ପାଇଁ ଉତ୍ସାହ ଆଣି ଦେଇଛି ବୋଲି ସେ କହିଛନ୍ତି । ସେପଟେ ମନ୍ତ୍ରୀ ଟୁକୁନୀ ସାହୁ ମଧ୍ୟ ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ନିଜର ନାମାଙ୍କନ ପତ୍ର ମଧ୍ୟ ଟିଟିଲାଗଡ ଆସନ ପାଇଁ ଦାଖଲ କରିଛନ୍ତି ।

ତେବେ ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ତାଙ୍କୁ ଆଶୀର୍ବାଦ ଦେଇ ତାଙ୍କୁ ଉତ୍ସାହିତ କରିଥିଲେ । ଯାହା ପାଇଁ ସେ ଭାଗ୍ୟବାନ ବୋଲି କହିଥିଲେ ଏବଂ ତାଙ୍କର ଲୋକପ୍ରିୟତା ପାଇଁ ସାରା ପଶ୍ଚିମ ଓଡ଼ିଶାରେ ବିଜେଡି ଏଥର ସଫଳ ହେବ ବୋଲି ସେ କହିଛନ୍ତି । ଆମେ ବଲାଙ୍ଗିର, ସୁବର୍ଣ୍ଣପୁର ଜିଲ୍ଲାର ସବୁ ଆସନରେ ଭଲ ପ୍ରଦର୍ଶନ କରି ପାରିବୁ ବୋଲି ସେ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version