• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତିରେ ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମଣ ଆଜି ପୁଣି ୬୧ ପଜିଟିଭ୍ ଚିହ୍ନଟ

Proprietor Abhimanyu Maharana by Proprietor Abhimanyu Maharana
August 3, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଗଜପତିରେ ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମଣ ଆଜି ପୁଣି ୬୧ ପଜିଟିଭ୍ ଚିହ୍ନଟ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୩ ଅଗଷ୍ଟ ସୋମବାର ) ପାରଳଖେମୁଣ୍ଡି :- ଗଜପତି ଜିଲ୍ଲାରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି । ବର୍ତ୍ତମାନ ଗଜପତି ଜିଲ୍ଲା କରୋନା ସ୍ଥିତି ଅସମ୍ଭାଳ ହେବାକୁ ଯାଉଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଆଜି ପୁଣି ୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଜଣକୁ ମିଶାଇ ସଂଖ୍ୟା ୧୬୬୧ରେ ପହଞ୍ଚିଛି । ଆଜିର ଏହି ୬୧ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳର ୧୭ଜଣ,ଗୁମ୍ମା ବ୍ଲକର ୧୦ଜଣ,ଗୋଷାଣୀ ବ୍ଲକର ୬ଜଣ,ରାୟଗଡା ବ୍ଲକର ୯ଜଣ, କାଶୀନଗର ବ୍ଲକର ୫ଜଣ,ନୁଆଗଡ ବ୍ଲକର ୩ଜଣ,ମୋହନା ବ୍ଲକର ୧୦ଜଣ ଜିଲ୍ଲା ବାହାରେ ଜଣେ ବୋଲି ଜଣାପଡିଛି । ଏମାନଙ୍କ ମଧ୍ୟରେ ୩ଜଣ କରୋନା ଯୋଦ୍ଧା ,ସ୍ୱାସ୍ଥ୍ୟକର୍ମୀଙ୍କ ଯାଞ୍ଚ ବେଳେ ୪୬ଜଣ,ପୁର୍ବ ସଂକ୍ରମିତଙ୍କ ସଂସ୍ପର୍ଷରେ ୧୨ଜଣ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରେସ୍ ବାର୍ତ୍ତା ମାଧ୍ୟମରେ ଜିଲ୍ଲାପାଳ ଅନୁପମ ସାହା ସୁଚନା ଦେଇଛନ୍ତି । ପାରଳାଖେମୁଣ୍ଡି ସହରର ୨ଜଣ ବ୍ୟକ୍ତି ଜିଲ୍ଲା ବାହାରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।

ଏମାନଙ୍କ ମଧ୍ୟରୁ ଜଣେ ଗଞ୍ଜାମର ସିତଳପଲ୍ଲି ଠାରେ ଥିବା ଟାଟା କୋଭିଡ୍ ହସ୍ପିଟାଲରେ ଓ ଅନ୍ୟ ଜଣେ ଭୁବନେଶ୍ୱର ସୋମ୍ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ଜଣାପଡିଛି । ଗଜପତି ଜିଲ୍ଲାପାଳ ଏହି ସମସ୍ତ ସୁଚନା ଦେବା ସହ ସମସ୍ତେ କରୋନା ପାଇଁ ସତର୍କତା ଅବଲମ୍ବନ କରି ସୁରକ୍ଷିତ ରହିବା ପାଇଁ ସେ ଆହ୍ୱାନ ଦେଇଛନ୍ତି । ଯେ କୌଣସି କରୋନା ଜନିତ ତଥ୍ୟ ମିଳିଲେ ପ୍ରଶାସନକୁ ତୁରନ୍ତ ସୁଚନା ଦେବାକୁ ସେ କହିଛନ୍ତି ପାରଳାଖେମୁଣ୍ଡି ସହରରେ ବିଭିନ୍ନ ସାହିରେ କରନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ପୌରପରିଷଦ ପକ୍ଷରୁ ସାନିଟାଇଜ କରିବା ଓ ସଫା ସୁତୁରା ରଖିବା ପାଇଁଁ କୌଣସି ପଦକ୍ଷେପ ନଆଯାଉନାହିଁ ଏଥି ପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି । ( ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026
କୋଣାର୍କ ଅଞ୍ଚଳର “ନଟ୍ ଫାଇନାଲ” ଜମି ସମସ୍ୟା ଦୂର କରିବାକୁ ଅନୁରୋଧ

କୋଣାର୍କ ଅଞ୍ଚଳର “ନଟ୍ ଫାଇନାଲ” ଜମି ସମସ୍ୟା ଦୂର କରିବାକୁ ଅନୁରୋଧ

April 30, 2026
ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦିନିକିଆ ଜିଲ୍ଲା ଗସ୍ତ ବିଭିନ୍ନ ବିଭାଗକୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ

ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦିନିକିଆ ଜିଲ୍ଲା ଗସ୍ତ ବିଭିନ୍ନ ବିଭାଗକୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version