• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତୈଳଦର, ଗ୍ୟାସକୁ ନେଇ ବିରୋଧିଙ୍କୁ ଟାର୍ଗେଟ କଲେ ଅରୁଣ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ଆର୍ଶିବାଦ ଭିକ୍ଷା ସମାବେଶ

Proprietor Abhimanyu Maharana by Proprietor Abhimanyu Maharana
May 10, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ତୈଳଦର, ଗ୍ୟାସକୁ ନେଇ ବିରୋଧିଙ୍କୁ ଟାର୍ଗେଟ କଲେ ଅରୁଣ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ଆର୍ଶିବାଦ ଭିକ୍ଷା ସମାବେଶ
Share on FacebookShare on TwitterWhatsapp

୧୦ ଏପ୍ରିଲ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଆଜି ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ଏବଂ ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ମାରାଥନ ପ୍ରଚାର କରିଛନ୍ତି । ନୟାଗଡ଼ ବିଧାୟକ ମଞ୍ଚ ଉପରୁ ସିଧା ସଳଖ କେନ୍ଦ୍ର ସରକାରକୁ ଟାର୍ଗେଟ କରିଛନ୍ତି । ପ୍ରେଟୋଲ ଓ ଡିଜେଲ୍ ଦରବୃଦ୍ଧି, ଉଜ୍ୱଳା ଗ୍ୟାସ ଯୋଜନା, ଦରଦାମ ବୃଦ୍ଧିକୁ ନେଇ ବିଜେପିର ଅସଲ ମୁଖା ଖୋଲିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କରନ୍ତି ବୋଲି କହିଛନ୍ତି ନୟାଗଡ଼ ବିଧାୟକ ଡ. ସାହୁ ।

ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ଯୋଡ଼ି ଶଙ୍ଖରେ ମତଦାନ କରିବାକୁ ଆହ୍ୱାନ ଦେଇଛନ୍ତି । ମିଛ କହୁଥିବା ଲୋକଙ୍କୁ ବିଶ୍ୱାସକୁ ନିଅନ୍ତୁ ନାହିଁ ବୋଲି କହିଛନ୍ତି । ଅପରାହ୍ନରେ ନୟାଗଡ଼ ବ୍ଲକର ନାଟୁଗାଁ, ଚମ୍ପତ୍ତିପୁର, ଗଦାଧରପ୍ରସାଦ, ଶରଧାପୁର, ବାଲୁଗାଁ, ଲକ୍ଷ୍ମୀପ୍ରସାଦ, ଚଣ୍ଡିବସ୍ତ, ମୁଥାଗାଡ଼ିଆ, ଭାଟସାହି, ଅଭିମାନପୁର ପ୍ରଭୂତି ସ୍ଥାନରେ ପ୍ରଚାର ସଭା ଅନୁଷ୍ଠିତ ହୋଇଛି । ଶହ ଶହ ସଂଖ୍ୟାରେ ମହିଳା ଓ ପୁରୁଷ ଏହି ସଭାରେ ଉପସ୍ଥିତ ରହି ବିଜୁ ଜନତା ଦଳକୁ ଆର୍ଶିବାଦ ପ୍ରଦାନ କରିବାକୁ ମତ ଦେଇଛନ୍ତି ।

ଏହି ପ୍ରଚାରରେ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଜିଲ୍ଲା ପରିଷଦ ସଦସ୍ୟ, ସରପଞ୍ଚ ଏବଂ ସମିତିସଭ୍ୟମାନେ ସାମିଲ ହୋଇଥିଲେ । ସେହିଭଳି ଭାବେ ପୂର୍ବାହ୍ନରେ ଓଡ଼ଗାଁ ବ୍ଲକର ଉଦୟପୁର, ନାଉରିଆଗଡ଼ା, ଟାଙ୍ଗିସାହି, ନାଠିଆପଲ୍ଲୀ, ତୋଟାପଲ୍ଲୀ, ଧଝୋଲା, ଖଙ୍ଗାରପଲ୍ଲୀ, ସାତପାଟିଆ ଗ୍ରାମରେ ଗ୍ରୀନ୍ କ୍ୟାମ୍ପେନ୍ ଅନୁଷ୍ଠିତ ହୋଇଛି । ବିଧାୟକଙ୍କ ସହ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଜିଲ୍ଲା ପରିଷଦ ସଦସ୍ୟ, ସରପଞ୍ଚ ଓ ସମିତିସଭ୍ୟ ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version