ଛଇତନା ଓ ଅଠରନଳା ମେଡିକାଲ୍ ଛକ ଦେଇ ଶୋଭାଯାତ୍ରା ପରିକ୍ରମା କରିଥିଲା । ପୁରୀ କଚେରି ଛକ ରୁ ପୁରୀ ଉପଜିଲ୍ଲାପାଳ ଙ୍କ ନିକଟରେ ନିଜର ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ପ୍ରାର୍ଥୀପତ୍ର ଦାଖଲ ସମୟରେ ଜିଲ୍ଲା ପର୍ଯ୍ୟବେକ୍ଷକ ଭୂପେନ୍ଦ୍ର ପ୍ରଧାନ ଓ ଜିଲ୍ଲା ପରିଷଦ ସଭ୍ୟା କୁଞ୍ଜଲତା ସାମଲ ଙ୍କ ସହିତ ବିଶିଷ୍ଟ ନେତୃବୃନ୍ଦ ଉପସ୍ଥିତ ଥିଲେ।
ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଭରସା କରି ଟିକେଟ ଦେଇଥିବାରୁ ତାଙ୍କ ଉପରେ ହଜାର ହଜାର ଲୋକଙ୍କ ଆଶା ଭରସା ରହିଛି।ଏଣୁ ଲୋକଙ୍କ ଆଶିର୍ବାଦ ରୁ ମୁଁ ବିଜୟୀ ହେବା ସହ ୬ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବେ ଓ ୫-ଟି ନବୀନ ଗ୍ୟାରେଣ୍ଟି ଲୋକଙ୍କ ଆଶା ଭରସା କୁ ପୂରଣ କରିବି ବୋଲି କହିଛନ୍ତି।
© 2023 Odisha Taza News.