• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ଆସନରେ କଂଗ୍ରେସ – ବିଜେପି – ବିଜେଡି ତିନି ପ୍ରାର୍ଥୀଙ୍କ ମଧ୍ୟରେ କଡା ଟକ୍କର

Proprietor Abhimanyu Maharana by Proprietor Abhimanyu Maharana
May 13, 2024
in ଓଡ଼ିଶା, ଗଜପତି, ରାଜନୀତି, ହୋମ୍
0
ମୋହନା ଆସନରେ କଂଗ୍ରେସ – ବିଜେପି – ବିଜେଡି ତିନି ପ୍ରାର୍ଥୀଙ୍କ ମଧ୍ୟରେ କଡା ଟକ୍କର
Share on FacebookShare on TwitterWhatsapp

୧୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଆର,ଉଦୟଗିରି  :->  ଗଜପତି ଜିଲ୍ଲାର ମୋହନା ବିଧାନସଭା ନିର୍ବାଚନ କ୍ଷେତ୍ରରେ ତିନି ବିଧାୟକ ପ୍ରାର୍ଥୀ କଂଗ୍ରେସ – ବିଜେପି – ବିଜେଡିଙ୍କ ମଧ୍ୟରେ କଡା ଟକ୍କର ହେଉଥିବା ଲକ୍ଷ୍ୟ କରାଯାଇଛି. ଏହି ଆସନ ପାଇଁ କଂଗ୍ରେସ ଦଳରୁ ଦାଶରଥି ଗମାଙ୍ଗ, ବିଜେପି ଦଳରୁ ପ୍ରଶାନ୍ତ ମଲ୍ଲିକ ଓ ବିଜେଡିରୁ ଅନ୍ତର୍ଯମୀ ଗମାଙ୍ଗଙ୍କ ମଧ୍ୟରେ ସିଧାସଳଖ ତ୍ରିମୁଖୀ ପ୍ରତିଦ୍ୱନ୍ଦିତା ହେଉଥିବା ସ୍ପଷ୍ଟ ହୋଇଛି. ପ୍ରଥମତଃ ତିନିଜଣ ପ୍ରାର୍ଥୀ ଏମାନଙ୍କ ରାଜନୈତିକ ଜୀବନ ପ୍ରଥମେ ସମିତିସଭ୍ୟ ଓ ଏହାପରେ ବ୍ଲକ୍ ଅଧ୍ୟକ୍ଷ ପଦ ଅଳଙ୍କୃତ କରିବା ପରେ ଏବେ ବିଧାୟକ ପ୍ରାର୍ଥୀ ଭାବେ ପରସ୍ପର ପ୍ରତିଦ୍ଵନ୍ଦିତା କରୁଛନ୍ତି।

ମୋହନା ବ୍ଲକ୍ ପାଇଁ ପ୍ରଶାନ୍ତ ମଲ୍ଲିକ ଥର। ଆର,.ଉଦୟଗିରି ବ୍ଲକ୍ ପାଇଁ ଦାଶରଥି ଗମାଙ୍ଗ ଦୁଇଥର ଓ ରାୟଗଡ଼ ବ୍ଳକ୍‌ରୁ ଅନ୍ତର୍ଯାମୀ ଗମାଙ୍ଗ ଥରେ ବ୍ଲକ୍ ଅଧ୍ୟକ୍ଷ ପଦଅଳଙ୍କୃତ କରିଛନ୍ତି। ବର୍ତ୍ତମାନ ମୋହନା ବିଧାନସଭା ନିର୍ବାଚନ କ୍ଷେତ୍ର ନିମନ୍ତେ ପ୍ରଶାନ୍ତ ମଲ୍ଲିକ ଦ୍ଵିତୀୟ ବାର ପ୍ରାର୍ଥୀ ହୋଇଥିବା ବେଳେ, ଅନ୍ତର୍ଯାମୀ ମଧ୍ୟ ଦ୍ବିତୀୟ ଥର ଓ ଦାଶରଥି ଗମାଙ୍ଗ ତୃତୀୟ ଥର ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ଆଉ ସବୁଠାରୁ ବଡ଼ ସମାନତା ଓ ମଜା କଥା ହେଲା

ସମସ୍ତ ପ୍ରାର୍ଥୀ ବିଧାୟକ ପ୍ରାର୍ଥୀ ଭାବେ ନିଜର ପ୍ରଥମ ପଦାର୍ପଣରେ ମୋହନାରୁ ପରାଜୟର ସ୍ବାଦ ବି ଚାଖିଛନ୍ତି। ହେଲେ ଗତ ନିର୍ବାଚନରେ ବର୍ତ୍ତମାନର କଂଗ୍ରେସ ପ୍ରାର୍ଥୀ ଦାଶରଥି ଗମାଙ୍ଗ ମୋହନା ଆସନରେ କଂଗ୍ରେସ ଦଳରୁ ବିଧାୟକ ପ୍ରାର୍ଥୀ ହୋଇ ନିର୍ବାଚିତ ହୋଇଥିଲେ। ଆଗାମୀ ନିର୍ବାଚନରେ 3 ଦଳର ପ୍ରାର୍ଥୀଙ୍କ ମଧରେ ସିଧାସଳଖ ପ୍ରବଳ ପ୍ରତିଦ୍ବନ୍ଦୀତା ହେଉଥିବା ଲକ୍ଷ୍ୟ କରାଯାଇଛି। ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ କିଏ ନିର୍ବାଚିତ ହେବେ ତାହା ପ୍ରକାଶ କରିବା କଷ୍ଟକର ବ୍ୟାପାର ଅଟେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version