• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପଂଚାୟତ କାର୍ଯ୍ୟାଳୟ ଛାତରୁ ଗଳି ପଡି ପାଇପ ମିସ୍ତ୍ରୀଙ୍କ ମୃତ୍ୟୁ , ମେଡିକାଲ ସମ୍ମୁଖ ରାସ୍ତା ଅବରୋଧ

Proprietor Abhimanyu Maharana by Proprietor Abhimanyu Maharana
August 4, 2020
in Uncategorized, ଓଡ଼ିଶା, ହୋମ୍
0
ପଂଚାୟତ କାର୍ଯ୍ୟାଳୟ ଛାତରୁ ଗଳି ପଡି ପାଇପ ମିସ୍ତ୍ରୀଙ୍କ ମୃତ୍ୟୁ , ମେଡିକାଲ ସମ୍ମୁଖ ରାସ୍ତା ଅବରୋଧ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୦୪ ଅଗଷ୍ଟ ମଙ୍ଗଳବାର ) କଟକ, ମାହାଙ୍ଗା :- ପଂଚାୟତ ଛାତ ଉପରେ ପାଇପ କାର୍ଯ୍ୟ କରୁଥିବା ଶ୍ରମିକ ତଳକୁ ଗଳିପଡି ମୃତ୍ୟୁ କୁ ନେଇ ମାହାଙ୍ଗା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ରରେ ଉତ୍ତେଜନା ପ୍ରକାଶ ପାଇଛି । ଏଭଳି ଘଟଣା ଘଟିଛି ଖୋଦ କଟକ ଜିଲ୍ଲା ମାହାଙ୍ଗା ପଂଚାୟତ ସମିତି ଅଧୀନ ଶ୍ରୀକୃଷ୍ଣ ପୁର ପଂଚାୟତ କାର୍ଯ୍ୟଳୟ ପରିସରରେ । ପଂଚାୟତ କାର୍ଯ୍ୟାଳୟରେ ଏକ ଲାଟିନ ଟାଙ୍କି ରେ ପାଇପ କାମ କରିବାକୁ ଯାଇଥିବା ଏହି ପଂଚାୟତ ଅଡ଼ମ ମହେଶପୁର ଗ୍ରାମର ସ୍ୱାବଲମ୍ବୀ କାରିଗର ଶରତ ଚନ୍ଦ୍ର ଦାସ 30 କୌଣସି କାରଣରୁ ଛାତରୁ ଗଳିପଡି ଗୁରୁତର ଆହତ ହୋଇଥିଲେ । ତୁରନ୍ତ ଦମକଳ ବାହିନୀ ସାହାଯ୍ୟରେ ମାହାଙ୍ଗା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆ ଯାଇଥିଲା କିନ୍ତୁ ଡାକ୍ତର ସେଠାରେ ତାକୁ ମୃତ ଘୋଷଣା କରିଥିଲେ । ମୃତ ଶରତକୁ ଶ୍ରୀକୃଷ୍ଣପୁର ପଂଚାୟତ ର ଭାରପ୍ରାପ୍ତ ସରପଞ୍ଚ ରାଜେଶ ବେହେରା ଓ ଭିଏଲ ଡବ୍ଲୁ ସରକାରୀ ପାଇପ କାର୍ଯ୍ୟରେ ଲଗାଇଥିବାରୁ ତାଙ୍କୁ ଦାଈକରି ଗ୍ରାମବାସୀ ଓ ପରିବାର ଲୋକ ମାନେ ମେଡିକାଲ ସମୁଖରେ ବସି ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ ।

କାର୍ଯ୍ୟରେ ଲଗାଇଥିବା ସରପଞ୍ଚ ଘଟଣା ପରେ ଲୁଚି ପଳାଇଥିବାରୁ ଲୋକମାନଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି । କିପରି ଶରତ ଛାତରୁ ପଡିଲା ସେଥିନେଇ ସନ୍ଦେହ ଜାତ ହୋଇଛି । ଛାତ ଉପରେ ଯାଇଥିବା 33 କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଛାତ ଉପରୁ ଗଳିପଡିଥିବା ନେଇ ଶୁଣିବାକୁ ମିଳିଛି । ମୃତ ଶରତ ଙ୍କ ପରିବାରକୁ ସରକାରୀ କ୍ଷତିପୂରଣ ଦାବୀ କରି ଶତାଧିକ ଗ୍ରାମବାସୀ ମେଡିକାଲ ସମ୍ମୁଖରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ଘଟଣା ସ୍ଥଳରେ ମାହାଙ୍ଗା ତହସିଲଦାର ଚିତ୍ତରଞ୍ଜନ ପଟନାୟକ , ବିଡ଼ିଓ ନିହାର ମଲିକ ଆଇଆଇସି ରଞ୍ଜନ ପ୍ରଧାନ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରି ଜିଲ୍ଲା ରେଡ କ୍ରସ ପାଣ୍ଠିରୁ କୋଡିଏ ହଜାର ଓ ବ୍ଲକ ପ୍ରଶାସନ ପକ୍ଷରୁ ଦଶ ହଜାର ଟଙ୍କା ମୃତକ ଙ୍କ ପରିବାରକୁ ସହାୟତା ରାଶି ପ୍ରଦାନ କରିବା ପରେ ମେଡିକାଲ ସମ୍ମୁଖରୁ ଅବରୋଧ ହଟିଥିଲା । ମୃତକ ପତ୍ନୀ କୁ ସରକାରୀ ଚାକିରୀ ପ୍ରଦାନ କରାନଗଲେ ଆନ୍ଦୋଳନ ଜୋରଦାର କରାଯିବ ବୋଲି ଗ୍ରାମବାସୀ ମାନେ ଚେତାବନୀ ଦେଇଛନ୍ତି । ( ରିପୋର୍ଟ ଲଷ୍ମୀଧର ଖୁଣ୍ଟିଆ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କର ସମନ୍ୱୟ ସଭା ଅନୁଷ୍ଠିତ

ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କର ସମନ୍ୱୟ ସଭା ଅନୁଷ୍ଠିତ

May 16, 2026
ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

May 16, 2026
ମିଲେଟ୍ ଚାଷ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

ମିଲେଟ୍ ଚାଷ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍

May 16, 2026
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କର ସମନ୍ୱୟ ସଭା ଅନୁଷ୍ଠିତ

ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କର ସମନ୍ୱୟ ସଭା ଅନୁଷ୍ଠିତ

May 16, 2026
ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

May 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version