• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜା ମରୁଡ଼ି ଆଶଙ୍କା ଟଳିଲା ଲଘୁଚାପ ପ୍ରଭାବରେ ବର୍ଷା, ରୂଆ ଆରମ୍ଭ : ଚାଷୀ ଖୁସି

Proprietor Abhimanyu Maharana by Proprietor Abhimanyu Maharana
August 4, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ଗଜା ମରୁଡ଼ି ଆଶଙ୍କା ଟଳିଲା ଲଘୁଚାପ ପ୍ରଭାବରେ ବର୍ଷା, ରୂଆ ଆରମ୍ଭ : ଚାଷୀ ଖୁସି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୦୪ ଅଗଷ୍ଟ ମଙ୍ଗଳବାର ) ହିଞ୍ଜିଳିକାଟୁ :- ଦୀର୍ଘ ଦିନ ପରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଅଂଚଳରେ ଲଘୁଚାପ ପ୍ରଭାବରେ ବର୍ଷା ହୋଇଛି । ଗତ ୨ଦିନ ଧରି ସାମାନ୍ୟ ବର୍ଷା ହୋଇଥିଲେ ମଧ୍ୟ ତଳି ପୋଡ଼ି ଯିବାର ଆଶଙ୍କା କରି ଦୁଃଖରେ ଥିବା ଚାଷୀଙ୍କ ମନରେ ହସ ଫୁଟିଛି । ବର୍ଷାଭାବରୁ ପଡ଼ିଆ ପଡ଼ିଥିବା ଜମିରେ ବର୍ତମାନ ସାମାନ୍ୟ ବର୍ଷା ହେବାରୁ ଧାନତଳି ରୂଆ କାର୍ଯ୍ୟ ଆରମ୍ଭ ହୋଇଛି । ଚଳିତ ଜୁନ ମାସରେ ଆବଶ୍ୟକତା ଠାରୁ ୩୦% ବର୍ଷା ଅଧିକ ହୋଇଥିଲା । ତେବେ ଜୁଲାଇ ମାସରେ ଆବଶ୍ୟକତା ଠାରୁ ୧୮% ବର୍ଷା କମ୍ ହୋଇଥିଲା । ଧାରା ଶ୍ରାବଣରେ ବର୍ଷାର ଦେଖା ମିଳିନଥିଲା । ହିଞ୍ଜିଳିକାଟୁ ବ୍ଳକର ୯୬୯୦ ହେକ୍ଟର ଜମିରେ ଧାନଚାଷ କରିବା ସକାଶେ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁଲାଇ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ୩୧୦ ହେକ୍ଟର ଜମିରେ ଧାନ ବୁଣା ଯାଇଥିବା ବେଳେ ୯୩୮ହେକ୍ଟ ଜମିରେ ତଳି ଓ ୨୦୧ ହେକ୍ଟର ଜମିରେ ଧାନ ରୂଆ ଯାଇଥିଲା । ଫଳରେ ସ୍ଥାନୀୟ ବ୍ଳକର ପ୍ରାୟ ୩୦% ଜମିରେ ଧାନ ରୂଆ ଯାଇଥିବା ବେଳେ ପ୍ରାୟ ୭୦% ଜମି ଧାନତଳି ରୂଆ ବାଧାପ୍ରାପ୍ତ ହେବା ସହ ପଡ଼ିଆ ପଡ଼ିଥିଲା ।

ଅନ୍ୟପକ୍ଷରେ ରୂଆ ସରିଥିବା ଜମିରେ ପାଣି ନଥିବାରୁ ତଳି ପୋଡ଼ିଯିବାର ଯଥେଷ୍ଟ ସମ୍ଭାବନା ଦେଖା ଦେଇଥିଲା । ଶ୍ରାବଣ ମାସରେ ଜମି ଫାଟି ରହିଥିଲା । ଏହାକୁ ନେଇ ସ୍ଥାନୀୟ ଅଂଚଳର ଚାଷୀଙ୍କ ମଧ୍ୟରେ ଭାଳେଣି ପଡ଼ିଥିଲା । ତେବେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଗତ ୨ ଦିନ ଧରି ସାମାନ୍ୟ ଧରଣର ବର୍ଷା ଲାଗି ରହିଛି । ଲଘୁଚାପ ବର୍ଷା ଆସନ୍ତା ୬ ତାରିଖ ଯାଏଁ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେଣୁ ବଳକା ରହିଥିବା ଜମିରେ ଧାନତଳି ରୂଆ ହୋଇପାରିବ ବୋଲି ଚାଷୀ ମାନେ ଆଶା କରି କାମ ଆରମ୍ଭ କରିଛନ୍ତି । ତେବେ ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହିତ କରିବା ଲାଗି ସ୍ଥାନୀୟ ବ୍ଳକ ପ୍ରଶାସନ ପକ୍ଷରୁ ୨୧ଟି ପଂଚାୟତ ମଧ୍ୟରୁ ୧୦ଟି ପଂଚାୟତକୁ କଂଟେନମେଂଟ ଜୋନ ଘୋଷଣା କରାଯାଇଥିବାରୁ ତଳି ରୂଆ ସକାଶେ ଶ୍ରମିକ ମାନେ ଯାଇ ପାରୁନାହାନ୍ତି । ଯଦ୍ୱାରା ଚାଷୀ ମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଚାଷୀଙ୍କ ହିତ ସକାଣେ କଂଟେନମେଂଟ ଜୋନ ଗୁଡ଼ିକରେ କଟକଣାକୁ କିଛିଟା କୋହଳ କରିବାକୁ ଚାଷୀକୂଳ ପ୍ରଶାସନକୁ ନିବେଦନ କରିଛନ୍ତି । (ରିପୋର୍ଟ -ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version