• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇଟାମାଟି ଓ ନାଟୁଗାଁ ଗ୍ରାମ ପଞ୍ଚାୟତର ବହୁ ବିରୋଧୀ ନେତା ବିଜେଡିରେ ସାମିଲ

Proprietor Abhimanyu Maharana by Proprietor Abhimanyu Maharana
May 17, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଇଟାମାଟି ଓ ନାଟୁଗାଁ ଗ୍ରାମ ପଞ୍ଚାୟତର ବହୁ ବିରୋଧୀ ନେତା ବିଜେଡିରେ ସାମିଲ
Share on FacebookShare on TwitterWhatsapp

୧୬ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୨୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମାନେ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ଯୋରଦାର କଲେଣି । ଏହି ସମୟରେ ପ୍ରତ୍ୟେକ ଦିନ ଅନେକ ବିରୋଧୀ ଦଳର ନେତା ମାନେ ବିଜେଡିରେ ଯୋଗ ଦେଉଛନ୍ତି । ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି ।

ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା ବିଜେଡିରେ ଯୋଗ ଦେଉଛନ୍ତି । ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଇଟାମାଟି ଗ୍ରାମ ପଞ୍ଚାୟତ ଓ ନାଟୁଗାଁ ଗ୍ରାମ ପଞ୍ଚାୟତର ବହୁ ବିରୋଧୀ ଦଳର କର୍ମୀ ମାନେ ବିଜେଡିରେ ଯୋଗ ଦେଇଛନ୍ତି ।

ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଓ ବରିଷ୍ଠ ବିଜେଡି ନେତ୍ରୀ ଇରାନୀ ରାୟ ସେମାନଙ୍କୁ ବିଜୁ ଜନତା ଦଳ ତରଫରୁ ସ୍ୱାଗତ କରିଛନ୍ତି । ଆଜିର ଏହି ମିଶ୍ରଣ ପର୍ବରେ ବିଜେଡି ନେତା ବିରେନ୍ଦ୍ର ନାୟକ, ପ୍ରଫୁଲ୍ଲ ଜେନା ଓ ପଦ୍ମ ଉଦୟଭାନୁ ପ୍ରମୁଖ ଉପସ୍ଥିତ ରହିଥିଲେ । ନବୀନ ପଟ୍ଟନାୟକ ଜିନ୍ଦାବାଦ, ଶଙ୍ଖ ଚିହ୍ନ ଜିନ୍ଦାବାଦ, ବିଜେଡି ଜିନ୍ଦାବାଦ, ଅରୁପ ପଟ୍ଟନାୟକ ଜିନ୍ଦାବାଦ, ଅରୁଣ ସାହୁ ଜିନ୍ଦାବାଦ ଓ ଆମ ପାଇଁ ବଡ଼ ଆମ ନୟାଗଡ଼ର ଶ୍ଳୋଗାନ ଦେଇଥିଲେ । ଆଗାମୀ ଦିନରେ ବିଜୁ ଜନତା ଦଳକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version