• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କଟକଣା ସତ୍ୱେ ବଜାର ଭିଡ଼ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
August 4, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
କଟକଣା ସତ୍ୱେ ବଜାର ଭିଡ଼ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୦୪ ଅଗଷ୍ଟ ମଙ୍ଗଳବାର ) ହିଞ୍ଜିଳିକାଟୁ :- ରାଜ୍ୟରେ ଗଞ୍ଜାମ ଜିଲ୍ଲା ସବୁଠାରୁ ଅଧିକ କରୋନା ପ୍ରବଣ । କରୋନା କଟକଣାକୁ ପ୍ରତିହିତ କରିବା ଲାଗି ଅଗଷ୍ଟ ମାସରେ ଅନଲକ-୩ କାର୍ଯ୍ୟକାରୀ କରାଯିବା ସହ କଟକଣାରେ ସାମାନ୍ୟ କୋହଳ କରାଯାଇଛି । ସପ୍ତାହର ଶେଷ ୨ଦିନ ଅର୍ଥାତ ଶନି ଓ ରବିବାର ସମ୍ପୁର୍ଣ୍ଣ ସହର ସଟଡ଼ାଉନ ରହିବ । ସୋମାବର ଠାରୁ ଅନଲକ-୩କୁ କାର୍ଯ୍ୟକାରୀ କରାଯାଇଥିବା ବେଳେ ପ୍ରଥମ ୨ଦିନ ଶନି ଓ ରବିବାର କିଛିଟା କଟକଣା କୋହଳ କରାଯାଇଥିଲା । ମାସର ପ୍ରଥମ ଦୁଇ ଦିନ ଅପରାହ୍ନ ୧ଘଂଂଟା ପର୍ଯ୍ୟନ୍ତ ଦୋକାନ ବଜାର କୋଲିବା ସକାଶେ ଅନୁମତି ପ୍ରଦାନ କରାଯାଇଥିବା ବେଳେ ସୋମବାର ଠାରୁ ଭୋର ୫ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାହା ଓ ପାନ ଦୋକାନ ବ୍ୟତିତ ଅନ୍ୟ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବା ସକାଶେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଥିଲା । ସୋମବାର ରକ୍ଷାବନ୍ଧନ ଉତ୍ସବ ହୋଇଥବାରୁ ହିଞ୍ଜିଳିକାଟୁ ପୌରାଂଚଳର ରାଖି ଦୋକାନ, ମିଠା ଓ ଫଳ ଦୋକାନ ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ଲାଗି ରହିଥିଲା ।

ସତେଯେମିତି ସାମାଜିକ ଦୂରତାକୁ ଲୋକେ ଭୁଲି ଯାଇଥିଲେ । ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ସ୍ଥାନୀୟ ସହରବାସୀସର୍ତକତା ଅବଲମ୍ବନ କରିବା ପରିବର୍ତେ କୋଭିଡ଼ କଟକଣାକୁ ଅଣଦେଖା କରୁଥିବାର ଦେଖିବାକୁ ମିଳିଛି । ସୋମବାର ରକ୍ଷାବନ୍ଧନ ଥିବା ବେଳେ ମଙ୍ଗଳବାର ଶ୍ରାବଣ ମାସରେ ଆମିଷ ଖାଇବା ବର୍ଜନ କରିଥିବା ଲୋକେଛାଡ଼ଖାଇ ପାଳିବେ । ତେଣୁ ମଙ୍ଗଳବାର ସ୍ଥାନୀୟ ପୌରାଂଚଳ ସମେତ ନିକଟବର୍ତି ଗ୍ରାମାଂଚଳର ଆମିଷ ବଜାର ଗୁଡ଼ିକରେ ଅତ୍ୟଧିକ ଭିଡ଼ ହେବା ଅଶାଙ୍କା ରହିଛି । ସେମାବାର ପୌରାଂଚଳର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ସମ୍ମୁଖରେ ଗ୍ରାହକଙ୍କ ଅତ୍ୟଧିକ ଭିଡ଼ ସହ କୋଭିଡ଼ କଟକଣାକୁ ଅବମାନନା କରୁଥିବା ଦେଖିବାକୁ ମିଳିଥିଲା ।

ହିଞ୍ଜିଳି ପୁଲିସ ପ୍ରଶାସନ ପକ୍ଷରୁ ସହରର ୨ ପ୍ରବେଶ ପଥରେ ଯାନବାହାନ ଯାଂଚ କରାଯାଉଛି । ଲକଡ଼ାଉନ କଟକଣା ସମ୍ପର୍କରେ ପୁଲିସ ଓ ପୌର ପ୍ରଶାସନ ପକ୍ଷରୁ ଡ଼ାକବାଜି ଯନ୍ତ୍ର ସହାୟତାରେ ଜନ ସଚେତନ କାର୍ଯ୍ୟକ୍ରମ ଜାରି ରହିଛି । ଅଯଥାରେ ଭିଡ଼ ନଜମାଇବାକୁ ଅନୁରୋଧ କରାଯାଉଛି । ସବୁଠି ସାମାଜିକ ଦୂରତା ରଖିବା ସହ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତା ମୂଳକ କରାଯାଇଛି । କିନ୍ତୁ କେତେକ ଅମାନିଆ ଲୋକେ ମାସ୍କ ପିନ୍ଧୁନଥିବା ଓ ଅଯଥାରେ ବୁଲାବୁଲି କରୁଥିବାର ଦେଖିବାକକୁ ମିଳିଛି । ଏପରି ଅମାନିଆଙ୍କ ଠାରୁ ପୁଲିସ ପ୍ରସନ ପକ୍ଷରୁ ଜୋରିମାନା ଆଦାୟ କରାଯାଉଛି ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି । (ହିଞ୍ଜିଳିକାଟୁ/ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version