• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୁଥ୍ ମୁହାଁ ପୋଲିଂ କର୍ମଚାରୀ :ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

Proprietor Abhimanyu Maharana by Proprietor Abhimanyu Maharana
May 19, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ବୁଥ୍ ମୁହାଁ ପୋଲିଂ କର୍ମଚାରୀ :ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା
Share on FacebookShare on TwitterWhatsapp

୧୯ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏଥିଲାଗି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏନେଇ ବାଲିଗୁଡା ନିର୍ବାଚନ ମଣ୍ଡଳୀ ନିମନ୍ତେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ଓ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ନିମନ୍ତେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟରେ ପୋଲିଂ ଅଧିକାରୀ ଓ ପୋଲିସ କାରୀମାନେ ନିର୍ବାଚନରେ ନିୟୋଜିତ ହେବାକୁ ଥିବା ପୋଲିଂ ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ଇଭିଏମ୍‌ ମେଶିନଗୁଡ଼ିକ ପ୍ରଦାନ କରାଯାଇଛି। ସେମାନେ ଇଭିଏମ୍‌ ନେଇ ବୁଥ୍‌କୁ ଯାଉଥିବା ଶନିବାର ରାତ୍ର ସୁଦ୍ଧା ଦେଖିବାକୁ ମିଳିଛି। କନ୍ଧମାଳ ଅତିରିକ୍ତ ଜିଲ୍ଲାପାଳ ଡି. ମାଲେଶ୍ଵର ପାତ୍ରଙ୍କ ପ୍ରାପ୍ତ ସୂଚନାରୁ ଜଣାପଡ଼ିଛିଯେ,

ଜିଲ୍ଲାର ମୋଟ୍ ୫ଲକ୍ଷ ୬୮ ହଜାର ୯୬୧ ଜଣ ଭୋଟର ଆସନ୍ତା ୨୦ ତାରିଖରେ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୭୪ ହଜାର ୮୩୮ ଜଣ ପୁରୁଷ, ୨ ଲକ୍ଷ ୯୪ ହଜାର ୫୦ ଜଣ ମହିଳା ଏବଂ ୭୩ ଜଣ କିନ୍ନର କିନ୍ନର ମତଦାନ କରିବେ l ଜିଲ୍ଲାରେ ସମୁଦାୟ ଭିନ୍ନକ୍ଷମ ଭୋଟର ସଂଖ୍ୟା ୧୧ ହଜାର ୨୪୮ ଜଣ ବୋଲି ଜଣାପଡିଥିବାବେଳେ, ୧୪ ହଜାର ୩୩୦ ଜଣ ଯୁବ ଭୋଟର ଅଛନ୍ତି । ଜିଲ୍ଲାର ମୋଟ ବୁଥ୍ ସଂଖ୍ୟା ୬୬୧ ରୁ ୮୨-ବାଲିଗୁଡ଼ା(ସଂ)ନିର୍ବାଚନ ମଣ୍ଡଳୀର ବୁଥ୍ ସଂଖ୍ୟା ୧୭୮, ୮୩ ଘୁ.ଉଦୟଗିରି(ସଂ) ନିର୍ବାଚନ ମଣ୍ଡଳୀର ବୁଥ୍ ସଂଖ୍ୟା ୨୫୩ ଏବଂ ୮୪-ଫୁଲବାଣୀ (ସଂ) ନିର୍ବାଚନ ମଣ୍ଡଳୀର ବୁଥ୍ ସଂଖ୍ୟା ୨୩୦ ବୋଲି ଜଣାପଡ଼ିଛି । ନିର୍ବାଚନ କାର୍ଯ୍ୟର ସୁପରିଚାଳନା ପାଇଁ ସମୁଦାୟ ୩ ହଜାର ୯୬୬ ଜଣ ପୋଲିଂ ଅଧିକାରୀ ମୁତୟନ ହୋଇଛନ୍ତି ।

ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ୱେବ୍ କାଷ୍ଟିଙ୍ଗ ପାଇଁ ୩୯୫ ଟି ବୁଥ୍ ପ୍ରସ୍ତୁତ କରାଯାଇଛି ଓ କେତେକ ବୁଥ୍ ରେ ମାଇକ୍ରୋ ଅବ୍‌ଜ ଜରଭର ଏବଂ ୮୬ ଜଣ ସେକ୍ଟର ମାଜିଷ୍ଟ୍ରେଟ୍‌ଙ୍କୁ ମଧ୍ୟ ମୁତୟନ କରାଯାଇଛି। ଫୁଲବାଣୀ ଲୋକସଭା ଅନ୍ତର୍ଗତ ବିଧାନସଭା ପାଇଁ ଶନିବାର ରାତ୍ର ସୁଦ୍ଧା ପୋଲିଂ ଅଧିକାରୀ ଓ ପୋଲିସ ଅଧିକାରୀ ମାନେ ନିର୍ବାଚନରେ ନିୟୋଜିତ ହେବାକୁ ଥିବା ପୋଲିଂ ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ବାଚନରେ ବ୍ୟବହୃତ ଇଭିଏମ୍‌ ମେଶିନ ଗୁଡ଼ିକ ପ୍ରଦାନ କରାଯାଇଛି। ସେମାନେ ଇଭିଏମ୍‌ ନେଇ ବୁଥ୍‌ରେ ପହଞ୍ଚିଥିବା ଦେଖିବାକୁ ମିଳିଛି। ଶନିବାର ଅପରାହ୍ନ ୫ଟାରୁ ୨୧ ତାରିଖ ପର୍ଯ୍ୟନ୍ତ ବୁଥ୍ ଠାରୁ ୨୦୦ ମିଟର ଦୂରତା ମଧ୍ୟରେ କନ୍ଧମାଳ ଜିଲ୍ଲାପାଳ ଶ୍ରୀ ଆଶିଷ ଇଶ୍ୱର ପାଟିଲ ୧୪୪ ଧାରା ଜାରି କରିଛନ୍ତି ।

ପୋଲିଂ ଅଧିକାରୀ, ପୋଲିସ୍ ଓ ଭୋଟରଙ୍କ ବ୍ୟତିତ ଅନ୍ୟମାନେ ସେହି ଅଞ୍ଚଳ ମଧ୍ୟରେ ଏକାଠି ହୋଇପାରିବେ ନାହିଁ । ନିର୍ବାଚନ ପାଇଁ ମୁତୟନ ପ୍ରିଜାଇଡିଙ୍ଗ ଓ ପୁଲିଙ୍ଗ ଅଧିକାରୀ ମାନଙ୍କୁ ମତଦାନ କେନ୍ଦ୍ରରେ ପହଞ୍ଚାଇବା ଏବଂ ନିର୍ବାଚନ ପରିଚାଳନା ସମ୍ପର୍କୀତ କ୍ଷେତ୍ର ପର୍ଯ୍ୟବେକ୍ଷଣ ଉଦ୍ଦେଶ୍ୟରେ ୪୪୦ଟି ବୋଲର୍‌ ଓ ୧୭୫ ଗୋଟି ବସ୍ ବ୍ୟବସ୍ଥା କରାଯାଇଥ‌ିବା କଥା ଆଞ୍ଚଳିକ ପରିବହନ ଅଧୁକାରୀ ଶିଶିର କୁମାର ସାହୁ ଜଣାଇଛନ୍ତି । ପ୍ରତି ମତଦାନ କେନ୍ଦ୍ରକୁ ହୁଇଲ ଚେୟାର ଯୋଗାଇ ଦିଆଯାଇଛି। ଭିନ୍ନକ୍ଷମ ଭୋଟର ମାନଙ୍କୁ ସହଯୋଗ କରିବା ପାଇଁ ସ୍ଵେଚ୍ଛାସେବୀ ମୁତୟନ କରାଯାଇଛି। ୮୨-ବାଲିଗୁଡ଼ା(ସଂ) ନିର୍ବାଚନ ମଣ୍ଡଳୀର ୧୫ ଗୋଟି ମତଦାନ କେନ୍ଦ୍ର ପାଇଁ ମତଦାନ କେନ୍ଦ୍ର ସଂଖ୍ୟା ୩୦ ରୁ ୪୪ ରେ ସକାଳ ୭ ଟାରୁ ସନ୍ଧ୍ୟା ୫ ୫ ଟା ପର୍ଯ୍ୟନ୍ତ ମତଦାନ କରାଯିବ ଓ ଅବଶିଷ୍ଟ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ।

ସେହିପରି, ୮୩-ଘୁ.ଉଦୟଗିରି(ସଂ) ନିର୍ବାଚନ ମଣ୍ଡଳୀର ୦୮ଗୋଟି ମତଦାନ କେନ୍ଦ୍ର ପାଇଁ ମତଦାନ କେନ୍ଦ୍ର ସଂଖ୍ୟା ୬୫ ରୁ ୭୧ ଓ ୭୧(ଏ) ରେ ସକାଳ ୭ ଟାରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ମତଦାନ କରାଯିବା ଓ ଅବଶିଷ୍ଟ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ ଏବଂ ୮୪-ଫୁଲବାଣୀ (ସଂ) ନିର୍ବାଚନ ମଣ୍ଡଳୀର ୨୩ଗୋଟି ମତଦାନ କେନ୍ଦ୍ର ପାଇଁ ମତଦାନ କେନ୍ଦ୍ର ସଂଖ୍ୟା ୯୮ ରୁ ୧୨୦ ରେ ସକାଳ ୭ ଟାରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ମତଦାନ କରାଯିବ ଓ ଅବଶିଷ୍ଟ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ ବୋଲି ବିଭାଗୀୟ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version