• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ୮୦ ବର୍ଷିୟ ବୃଦ୍ଧ ବ୍ୟକ୍ତିଙ୍କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

Proprietor Abhimanyu Maharana by Proprietor Abhimanyu Maharana
May 22, 2024
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ୮୦ ବର୍ଷିୟ ବୃଦ୍ଧ ବ୍ୟକ୍ତିଙ୍କୁ ରକ୍ତଦାନ କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ
Share on FacebookShare on TwitterWhatsapp

୨୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୁର୍ଲା :-> ସମୟ ୧୧.୩୦ ସମୟରେ ଭିମସାର ବୁର୍ଲାଠାରେ ଜମନକିରା ଥାନା ଅଂଚଳର ଜଣେ ବ୍ୟକ୍ତି ଗଜାଧର ସାହୁ (୮୦ ବର୍ଷ) ଦୁର୍ଘଟଣାରେ ଆହତହୋଇ ଗତ କାଲିଠାରୁ ଚିକିତ୍ସା ପାଇଁ ଭିମସାର ବୁର୍ଲ।।ରେ ଭର୍ତି ହୋଇଥିଲେ । ତାଙ୍କୁ ଚିକିତ୍ସା କରୁଥିବା ଡ଼ାକ୍ତର, ପବିତ୍ର ହେମ୍ରମ ରୋଗୀଙ୍କୁ ରକ୍ତ ଦେବା ପାଇଁ ତାଙ୍କ ସହାୟକଙ୍କୁ କହିଥିଲେ । ଗତକାଲି ଠାରୁ ଭିମସାର ବୁର୍ଲା ରକ୍ତଭଣ୍ଡାରରେ ଓ+ ରକ୍ତ ନଥିଲା । ସେଥିପାଇଁ ତାଙ୍କ ସହାୟକ ଆବଶ୍ୟକ ରକ୍ତ ଯୋଗାଡ଼ ହୋଇପାରୁନଥିବାରୁ ନିରାଶ ହୋଇପଡ଼ିଥିଲେ । ଜଣେ ରକ୍ତଭଣ୍ଡାର କର୍ମଚାରୀଙ୍କ ଠାରୁ ଆବଶ୍ୟକ ପଡ଼ିଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀମାନେ ରକ୍ତଦାନ କରୁଥିବା ଖବର ପାଇ ସେଠାରେଥିବା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମାନଙ୍କୁ ତାଙ୍କର ରକ୍ତର ଆବଶ୍ୟକତା ବିଷୟରେ କହିଥିଲେ । ଜଣେ ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ଠାରୁ ଖବର ପାଇ ଫାସିମାଲ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିୟୋଜିତଥିବା ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ, ସମୀର ବେହେରା ରକ୍ତଦାନ କରିବାକୁ ଆଗେଇ ଆସିଥିଲେ । ଆମ୍ବୁଲାନ୍ସ କର୍ମଚାରୀଙ୍କ ଏଭଳି ମହତ୍ୱ କାର୍ଯ୍ୟକୁ ଡ଼ାକ୍ତରଖାନା କର୍ତୁପକ୍ଷ ଭୁୟସୀ ପ୍ରଂଶସା କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version