• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଂଗ୍ରେସ ଦଳର ବିଧାୟକ ପାର୍ଥିଙ୍କ ଜୋନସ୍ତରୀୟ ମାରାଥନ ନିର୍ବାଚନ ପ୍ରଚାର

Proprietor Abhimanyu Maharana by Proprietor Abhimanyu Maharana
May 22, 2024
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
କଂଗ୍ରେସ ଦଳର ବିଧାୟକ ପାର୍ଥିଙ୍କ ଜୋନସ୍ତରୀୟ ମାରାଥନ ନିର୍ବାଚନ ପ୍ରଚାର
Share on FacebookShare on TwitterWhatsapp

୨୨ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ :->  ବୋଲଗଡ -ବେଗୁନିଆ ନିର୍ବାଚନ ମଣ୍ଡଳୀରେ 2024 ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ମାରାଥନ ପ୍ରଚାର ଜୋରଧରିଛି l ବୋଲଗଡ ବ୍ଲକର କଂଗ୍ରେସ ଦଳର ବରିଷ୍ଠ ସଂଗଠକ ପ୍ରକାଶ ଚନ୍ଦ୍ର ରଥ, ଧୀରେସ ମହାପାତ୍ର ଓ ବୋଲଗଡ କଂଗ୍ରେସ ଉପସଭାପତି ସନ୍ତୋଷ କୁମାର ପ୍ରଧାନଙ୍କ ମିଳିତ ଆବାହକତ୍ବରେ ବୋଲଗଡ ବ୍ଲକ ଜୋନ ସ୍ତରୀୟ ମାରାଥନ ନିର୍ବାଚନ ପ୍ରଚାର ଅନୁଷ୍ଠିତ ହୋଇଯାଇଛି l କଂଗ୍ରେସ ଦଳର ଏହି ମାରାଥନ ନିର୍ବାଚନ ପ୍ରଚାରରେ ବିଧାୟକ ପାର୍ଥି ପୃଥିବୀ ବଲ୍ଲଭ ପଟ୍ଟନାୟକ ପାର୍ଥି ଓ ସାଂସଦ ପ୍ରାର୍ଥି ୟାସିର ନୱାଜ ୨୫ ନମ୍ବର ଜୋନର ପ୍ରତ୍ୟେକ ଗ୍ରାମକୁ ବାଇକ ରାଲି ସହ ଯାଇ କଂଗ୍ରେସ ଦଳକୁ ବିଜୟ ହାସଲ କରିବା ପାଇଁ ଦୁଇଟି ହାତ ଚି଼ହ୍ନରେ ଭୋଟ ଦେବାକୁ ଜନ ସାଧାରଣଙ୍କ ପାଖରେ ପହଂଚି ନିବେଦନ କରିଛନ୍ତି ।୨୫ ନମ୍ବର ଜୋନର ବୋଲଗଡ ଗ୍ରାମପଞ୍ଚାୟତ, ଫାଶୀଓଦା ଗ୍ରା :ପ, ଦଳେଇ ସାହି ଗ୍ରା :ପ, କଳାଙ୍ଗ ଗ୍ରା :ପ, ଖଙ୍ଗୁରିୟା ଗ୍ରା :ପ ଓ ଡାବରଧୁଆ ପାଟଣା ଗ୍ରାମପଞ୍ଚାୟତର ସମସ୍ତ ଗ୍ରାମ ଗୁଡିକୁ ଯାଇ ବିଧାୟକ ପାର୍ଥି ଶ୍ରୀ ପଟ୍ଟନାୟକ କଂଗ୍ରେସ ଦଳର ବିଜୟ ପାଇଁ ହାତରେ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ l ଏହି ଜୋନ ସ୍ତରୀୟ ମାରାଥନ କଂଗ୍ରେସ ଦଳର ମାରାଥନ ପ୍ରଚାରରେ ବହୁ ଯୁବ କଂଗ୍ରେସ,ଛାତ୍ର କଂଗ୍ରେସ ଓ ବହୁକର୍ମୀ ଙ୍କ ସମେତ ଛାମୁଆ ନେତାମାନେ ଯୋଗ ଦେଇଥିଲେ । ପୃଥିବୀ ବଲ୍ଲଭ ପଟ୍ଟନାୟକ ବେଗୁନିଆ – ବୋଲଗଡ କୁ ନୂତନ ଭାବେ ଗଢିବା ପାଇଁ ଜନସାଧାରଣମାନଙ୍କୁ କହି କଂଗ୍ରେସର ଗ୍ୟାରେଣ୍ଟି କାର୍ଡ ବିଷୟରେ ସମସ୍ତ ଜନସାଧାରଣମାନଙ୍କୁ ଅବଗତ କରିଥିଲେ l କଂଗ୍ରେସ ଗରିବ ମାନଙ୍କର ସରକାର ବୋଲି କହିଥିଲେ l ତେଣୁ କଂଗ୍ରେସ କୁ ବିପୁଳ ମାତ୍ରାରେ ଭୋଟ ଦେଇ ଜୟଯୁକ୍ତ କରିବା ସମସ୍ତ ଭୋଟର ମାନଙ୍କୁ ମା, ମାଉସୀ ଓ ସମସ୍ତ ଜନସାଧାରଣମାନଙ୍କୁ ନିବେଦନ କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version