• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଚାଷର ଅଗ୍ରଗତି ନିମନ୍ତେ ଅଧିକ ସାର ଯୋଗାଇ ଦେବାକୁ : ମନ୍ତ୍ରୀ ଅରୁଣଙ୍କର କେନ୍ଦ୍ରକୁ ଅନୁରୋଧ

Proprietor Abhimanyu Maharana by Proprietor Abhimanyu Maharana
August 5, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଚାଷର ଅଗ୍ରଗତି ନିମନ୍ତେ ଅଧିକ ସାର ଯୋଗାଇ ଦେବାକୁ : ମନ୍ତ୍ରୀ ଅରୁଣଙ୍କର କେନ୍ଦ୍ରକୁ ଅନୁରୋଧ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୫ ଅଗଷ୍ଟ ବୁଧବାର) ଭୁବନେଶ୍ୱର :- ଭୁବନେଶ୍ୱର ୫ ଅଗଷ୍ଟ, ୨୦୨୦ କୋଭିଡ୍‌-୧୯ ସ୍ଥିତିରେ ଚଳିତ ଖରିଫ୍‌ ଚାଷ ନିମନ୍ତେ ଚାଷୀମାନେ ଯେପରି ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀ ଠିକା ସମୟରେ ଓ ଧାର୍ଯ୍ୟ ଦରରେ ପାଇପାରିବେ ସେଥି ନିମନ୍ତେ ପ୍ରତ୍ୟେକ ସ୍ତରରେ ତଦାରଖ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି ଓ ରାଜ୍ୟକୁ ଅଧିକ ପରିମାର ସାର ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି ବୋଲି କୃଷି ଓ କୃଷକ ସଶକ୍ତିକର, ମତ୍ସ୍ୟ ଓ ପ୍ରାୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ସାର ଯେପରି ଧାର୍ଯ୍ୟ ଦରରେ ବିକି୍ର ହୁଏ ଓ ଏହାର ସୁଷମ ବଣ୍ଟନ ନିମନ୍ତେ ଯାଞ୍ଚ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ଡ. ସାହୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ଦରରେ ସାର ବିକ୍ରୟ ଅଭିଯୋଗ ଆସିଲେ, ସଂପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଛନ୍ତି । ଆଜି ଆୟୋଜିତ ଏକ ଭର୍ଚୁଆଲ୍‌ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟରେ ଖରିଫ୍‌ ଚାଷ ସମେତ ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ଅବସରରେ ମନ୍ତ୍ରୀ ଡ. ସାହୁ କହିଲେ କୋଭିଡ୍‌-୧୯ ପରି ଏକ ଜଟିଳ ସ୍ଥିତିରେ ଚାଷ କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନହୁଏ, ସେଥିପ୍ରତି କ୍ଷେତ୍ର ଅଧିକାରୀମାନେ ଅଧିକ କି୍ରୟାଶୀଳ ହେବା ଆବଶ୍ୟକ ।

ଚାଷ କାର୍ଯ୍ୟ ନିମନ୍ତେ ସାରର ଯେପରି କୌସି ଅଭାବ ନରୁହେ, ସେଥି ପ୍ରତି ସମବାୟ ବିଭାଗ ସହିତ ସମନ୍ୱୟ ରକ୍ଷା କରି ସାରର ସୁଷମ ବଣ୍ଟନ ନିମନ୍ତେ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଯେପରି କୌସି ଜଣେ ଚାଷୀଙ୍କୁ ଧାର୍ଯ୍ୟ ଦରଠାରୁ ଅଧିକ ଦରରେ ସାର କିିବାକୁ ନପଡ଼େ ସେଥିପ୍ରତି ଅଧିକାରୀମାନେ ସତର୍କ ଦୃଷ୍ଟି ଦେବା ପାଇଁ ମନ୍ତ୍ରୀ କହିଥିଲେ । ଅଧିକାରୀମାନେ ସଦର ମହକୁମାରେ ଉପସ୍ଥିତ ରହି ଚାଷକାର୍ଯ୍ୟକୁ ଆଗେଇ ନେବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଥିବା କୃଷି ସାମଗ୍ରୀର ଗୁାତ୍ମକ ମାନ ଓ ପରିମାରେ କୌସି ପ୍ରକାରର ସାଲିସ କରାଯିବ ନାହିଁ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ବୈଠକରେ ବିଭିନ୍ନ ସ୍ଥାନରେ ବର୍ଷାର ସ୍ଥିତି ସଂପର୍କରେ ବିଶଦ ଭାବରେ ଆଲୋଚନ କରାଯାଇଥିଲା । ବିଭାଗ ପକ୍ଷରୁ ବୃଷ୍ଟିପାତର ପରିମାଣ ସଂପର୍କରେ ନିୟମିତ ତର୍ଜମା କରାଯାଇ ଆବଶ୍ୟକ ପଦକ୍ଷେପ ନିଆଯାଉଛି । ଏଥି ସହିତ ମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ପକ୍ଷରୁ ‘ମୋ ପୋଖରୀ’ ଏବଂ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ଆଲୋଚନା କରାଯାଇଥିଲା । କୋଭିଡ-୧୯ ସ୍ଥିତିରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆଇନରେ ବୃକ୍ଷ ରୋପଣ ଓ ‘ମୋ ପୋଖରୀ’ ଯୋଜନା କାର୍ଯ୍ୟକାରୀ କରି ଅଧିକ ଶ୍ରମ ଦିବସ ଓ ଭିତ୍ତିଭୂମି ନିର୍ମାଣ ଉପରେ ମନ୍ତ୍ରୀ ଡ. ସାହୁ ଗୁରୁତ୍ୱାରୋପ କରିଥିଲେ । ବୃକ୍ଷ ରୋପଣ କରାଯାଉଥିବା ସ୍ଥାନଗୁଡ଼ିକର ଫଟୋଚିତ୍ର ଉତ୍ତୋଳନ ସହିତ ଭିଡ଼ିଓଗ୍ରାଫି କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

କୃଷି ବିଭାଗର ବରିଷ୍ଠ ଅଧିକାରୀମାନେ ଜିଲ୍ଲା ଗସ୍ତ ସମୟରେ ନିୟମିତ ବୃକ୍ଷରୋପଣ ସ୍ଥାନଗୁଡ଼ିକର ପରିଦର୍ଶନ କରିବା ପାଇଁ ମନ୍ତ୍ରୀ କହିଥିଲେ । କୋଭିଡ୍‌-୧୯ ସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷିତ ସ୍ୱତନ୍ତ୍ର ପ୍ୟାକେଜ ନିମନ୍ତେ ହିତାଧିକାରୀ ଚୟନ, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ‘ଆତ୍ମା’ ଆଦି ବିଷୟରେ ସବିଶେଷ ଆଲୋଚନା କରାଯାଇଥିଲା । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ପଣ୍ଡାଙ୍କ ସମେତ ସମସ୍ତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଓ ନୋଡାଲ୍‌ ଅଧିକାରୀମାନେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version