• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଶୋକ – ଅନନ୍ତ ଏକାଠି କଲେ ପ୍ରଚାର

Proprietor Abhimanyu Maharana by Proprietor Abhimanyu Maharana
May 26, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଅଶୋକ – ଅନନ୍ତ ଏକାଠି କଲେ ପ୍ରଚାର
Share on FacebookShare on TwitterWhatsapp

ଐତିହ୍ୟ କପିଳେଶ୍ଵର ମନ୍ଦିରକୁ ଖୁବ୍ ଶୀଘ୍ର ନୂତନ ରାସ୍ତା : ଅଶୋକ

ଭୁବନେଶ୍ଵର :–>  ବୁଧବାର ଏକାମ୍ର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଅଶୋକ ଚନ୍ଦ୍ର ପଣ୍ଡା, ମଧ୍ୟ ବିଧାୟକ ପ୍ରାର୍ଥୀ ଅନନ୍ତଙ୍କ ସହ ଏକାଠି ମିଶି ପ୍ରଚାର କରିଥିଲେ । ସକାଳୁ ୱାର୍ଡ ନଂ ୪୫ ବିଜେବି ନଗରର ଚମ୍ପା ପୋଖରୀ ଅଞ୍ଚଳରେ ରୋଡ଼ ଶୋ କରିଥିଲେ ଦୁଇ ବିଧାୟକ । ୱାର୍ଡ ନଂ ୪୯ ଚାଳସାହିରେ ପଦଯାତ୍ରା କରିବା ପରେ ଅପରାହ୍ନରେ ୱାର୍ଡ ନଂ ୬୦ ଲିଙ୍ଗରାଜ ନଗର, ହାଟ ସାହି, ଦକ୍ଷିଣ ଚଣ୍ଡୀ ଲେନ ଅଞ୍ଚଳରେ ରୋଡ଼ ଶୋ କରିଥିଲେ । ପରେ କପିଳେଶ୍ଵର ଗ୍ରାମରେ ପଦଯାତ୍ରା ସାରି ପୋଖରୀପୁଟ ଅଞ୍ଚଳରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ।

କପିଳେଶ୍ଵର ମନ୍ଦିରକୁ ନୂତନ ରାସ୍ତା ନେଇ ଜମି ଅଧି ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଥିବା ବେଳେ ଏହି ରାସ୍ତାଟିର କାର୍ଯ୍ୟ ଶେଷ ହେଲେ ଐତିହ୍ୟ କପିଳେଶ୍ଵର ମନ୍ଦିରକୁ ଶ୍ରୀ ଲିଙ୍ଗରାଜ ମନ୍ଦିରକୁ ଆସୁଥିବା ରାଜ୍ୟ ଓ ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ ଆଗମନ ନିଶ୍ଚିତ ବୃଦ୍ଧି ପାଇବ ବୋଲି ଅଶୋକ କହିଥିଲେ । ପରେ ସାମନ୍ତରାପୁର ସ୍ଥିତ ରୟାଲ ରିସର୍ଟରେ ଏକ ସଭାରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଲକ୍ଷ ଲକ୍ଷ ମହିଳାମାନେ କିଭଳି ଆତ୍ମନିର୍ଭରଶୀଳ ହେବା ପାଇଁ ବିଭିନ୍ନ ଯୋଜନା କରି ସଫଳ ହୋଇଛନ୍ତି

ତାହାର ଉଦାହରଣ ଦେଇଥିଲେ । ଏହା ପରେ କଞ୍ଚସାହିରେ ପଦଯାତ୍ରା ଶେଷ କରିଥିଲେ । ଏହି କାର୍ଯ୍ୟକ୍ରମରେ ଦଳୀୟ କର୍ମୀଙ୍କ ସହ ମେୟର ସୁଲୋଚନା ଦାସ, କର୍ପୋରେଟର ଚନ୍ଦ୍ର ଶେଖର ମଲ୍ଲିଆ, ସଞ୍ଜୁକ୍ତା ସୁନ୍ଦରାୟ, ଅଜିତ ବେହେରା, ସନ୍ତୋଷ ସିଂହ, ପୂର୍ବତନ କର୍ପୋରେଟର ଅଶ୍ବିନୀ ସୁନ୍ଦରାୟ, ଭରତ ସ୍ଵାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version