• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି : ଅଘୋଷିତ ବିଦ୍ୟୁତ୍ କାଟ ଦାଉ ସାଧୁଛି

Proprietor Abhimanyu Maharana by Proprietor Abhimanyu Maharana
May 31, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି : ଅଘୋଷିତ ବିଦ୍ୟୁତ୍ କାଟ ଦାଉ ସାଧୁଛି
Share on FacebookShare on TwitterWhatsapp

୩୦ ମେ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ  :-> ଅସହ୍ୟ ଗ୍ରୀଷ୍ମ ପ୍ରବାହ ବେଳେ ଘନ ଘନ ହେଉଛି ବିଦ୍ୟୁତ୍‌ କାଟ। ଗ୍ରାମାଞ୍ଚଳ ତ ଦୂରର କଥା ହିଞ୍ଜିଳିକାଟୁ ସହରରେ ଦୀର୍ଘ ସମୟ ଧରି ବିଦ୍ୟୁତ୍‌ ଗାଏବ ହୋଇଯିବା ସହରବାସୀଙ୍କ ଚିନ୍ତାର କାରଣ ହୋଇଛି। ଯେଉଁ ସମୟରେ ୨୪ ଘଣ୍ଟିଆ ବିଦ୍ୟୁତ୍‌ ଯୋଗାଣ କରାଯିବା କଥା, ସେହି ସମୟରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଗ୍ରୀଷ୍ମ ଯନ୍ତ୍ରଣାକୁ ଅଧିକ ବଢ଼ାଇ ଦେଉଛି। ଗୋଟିଏପଟେ ପୁରା ଓଡ଼ିଶା ତତଲା କଡାଇରେ ଭାଜି ହେଉଥ‌ିବା ବେଳେ ଅନ୍ୟ ପଟେ ଘଡିଘଡିକୁ ବିଜୁଳି କାଟ ଜନସାଧାରଣଙ୍କୁ ଅତିଷ୍ଠ କରି ଦେଲାଣି। ଏପରିକି ଉଭୟ ଦିନ ଓ ରାତ୍ର ସମୟରେ ଘନଘନ ଅଘୋଷିତ ବିଦ୍ୟୁତ୍ କାଟ ହେଉଥ‌ିବା ଦେଖିବାକୁ ମିଳିଛି।

ବୁଧବାର ରାତ୍ରିରେ ହିଞ୍ଜିଳିକାଟୁ ସହରରେ ଦୀର୍ଘ ଘଣ୍ଟା ରୁ ଅଧିକ ସମୟ ଧରି ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ ଯୋଗୁଁ ଅସ୍ତବ୍ୟସ୍ତ କରିଲାଣି ଜନଜୀବନ। ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଗୁଳଗୁଳିରେ ଦିନବେଳେ ଲୋକେ ଆଉଟୁ ପାଉଟୁ ହେଉଥ‌ିବା ବେଳେ ରାତି ହେଲେ ସ୍ଥିତି ସାଙ୍ଘାତିକ। ତା ସାଙ୍ଗକୁ ବାରମ୍ବାର ବିଜୁଳି କାଟ ଯୋଗୁଁ ଦହଗଞ୍ଜ ହୋଇ ଗଲେଣି ସହର ବାସିନ୍ଦା। ଏ ନେଇ ଟାଟା ପାୱାରକୁ ଅଭିଯୋଗ କଲେ ଜାମ୍ଫର ଛିଣ୍ଡି ଯାଇଛି କାମ ଚାଲିଛି ଏଭଳି ଉତ୍ତରମାନ ଉପଭୋକ୍ତାମାନଙ୍କୁ ମିଳୁଛି। ହିଞ୍ଜିଳିକାଟୁ ରେ ଗତ ୭ ଦିନ ହେବ ତାପମାତ୍ରା ଅଧିକ ରହୁଛି। ଆକାଶରୁ ଅଗ୍ନିବର୍ଷା ହେଲା ଭଳି ଲୋକଙ୍କୁ ଅନୁଭବ ହେଉଛି। ଵୁଧବାର ହିଞ୍ଜିଳିକାଟୁରେ ତାପମାତ୍ରା ୪୨.୭ ଡିଗ୍ରୀ ରହିଥିଲା। ମଧ୍ୟାହ୍ନ ୧୨ଟା ବେଳକୁ ସହର ତତଲା କଡ଼େଇ ପାଲଟିଯାଇଥିଲା।

ରାସ୍ତାରେ ଯାତାୟାତ କରିବା ମୁସ୍କିଲ ହୋଇ ପଡ଼ିଥିଲା। ଫଳରେ ଅଧିକାଂଶ ରାସ୍ତା ଖାଁ ଖାଁ ରହିଥିଲା। ଏପରି ସମୟରେ ବିଦ୍ୟୁତ୍‌ କଟିଯିବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିଲା। ସହରବାସୀଙ୍କ କହିବା ଅନୁଯାୟୀ, ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟୋଲୋ ଓ୍ବାର୍ଣ୍ଣି ଜାରି କରାଯାଇଛି। ଏପରି ସମୟରେ ବିଦ୍ୟୁତ୍‌ର ଆବଶ୍ୟକତା ଅଧିକ ବଢ଼ିଯାଉଛି। ହେଲେ ସହରରେ ବିଭିନ୍ନ ସମୟରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ସାଙ୍ଗକୁ ଲୋ ଭୋଲଟେଜ୍‌ ଗ୍ରୀଷ୍ମ ଯନ୍ତ୍ରଣାକୁ ବହୁଗୁଣିତ କରିଦେଉଛି। ପୂର୍ବରୁ କୌଣସି ସୂଚନା ପ୍ରଦାନ କରାନଯାଇ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ କରାଯାଉଛି। ପ୍ରତିଦିନ ରାତିରେ ଘଣ୍ଟା ଘଣ୍ଟା ଧରି ଅଘୋଷିତ ଭାବେ ବିଦ୍ୟୁତ୍ କାଟ କରାଯାଉଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଲୋକମାନେ ଅଭିଯୋଗ କରିବାକୁ ଫୋନ୍‌ କଲେ ବିଦ୍ୟୁତ୍‌ କାର୍ଯ୍ୟାଳୟରେ କେହି ଫୋନ୍‌ ଉଠାଉ ନାହାନ୍ତି।

ଥରେ ବିଜୁଳି ଗଲେ କେତେବେଳେ ଆସିବ, ତାହା ଲୋକେ ଜାଣିପାରୁନାହାନ୍ତି। ବିଦ୍ୟୁତ୍‌ ବିଭାଗର ଏପରି ମନମୁଖୀ କାର୍ଯ୍ୟ ଯୋଗୁ ଗରମ ଓ ଗୁଳୁଗୁଳିରେ ସୁସ୍ଥ ଲୋକମାନେ ମଧ୍ୟ ଅସୁସ୍ଥ ହୋଇପଡ଼ୁଛନ୍ତି। ଏହାକୁ ନେଇ ଉପଭୋକ୍ତାମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଥିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ କୁହାଯାଇଛି, ଓଭର ଲୋଡ ଯୋଗୁଁ ଜାମ୍ଫର ଛିଣ୍ଡି ଯାଇଛି ଓ ବିଦ୍ୟୁତ୍‌ ତାର ଲୋଡ୍‌ ନେଲା ନାହିଁ। ନୂଆ କେବୁଲ ଟଣାଯାଇ ପୁନଃ ସଂଯୋଗ ଦିଆଯାଇଥିଲେ ମଧ୍ୟ ତାହା ଲୋଡ୍‌ ନେଇ ନ ଥିଲା ବୋଲି ବିଭାଗର ଜଣେ ବରିଷ୍ଠ ଅଧିକାରୀ ସଫେଇ ଦେଇଛନ୍ତି। ତେବେ ଏଠାରେ ପ୍ରଶ୍ନ ଉଠୁଛି ପାଞ୍ଚ ବର୍ଷ ହେଲାଣି ବିଦ୍ୟୁତ୍ ବିତରଣ ଦାୟିତ୍ଵ ନେଲାଣି ଟାଟା ପାୱାର। କାହିଁକି ଖରାଦିନ ପୂର୍ବରୁ ଆଗୁଆ ମେଣ୍ଡନାନ୍ସ କରୁନଥିଲା ଟାଟା ପାୱାର। ବାସ୍ତବିକ ମ୍ୟାଣ୍ଟେନାନ୍ସ ପାଇଁ ବିଜୁଳି କାଟ ହେଉଛି ନାଁ ଉପଭୋକ୍ତା ମାନଙ୍କୁ ଭକୁଆ ବନେଇବ ପାଇଁ ଇଏ ଏକ ଭେଳିକି। ତାକୁ ନେଇ ଏବେ ଉଠିଛି ପ୍ରଶ୍ନ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version