• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଦେଇ ଗ୍ରାମ ପରିକ୍ରମା କରି ବିଦାୟ ଦେଲେ ଗ୍ରାମବାସୀ 

Proprietor Abhimanyu Maharana by Proprietor Abhimanyu Maharana
June 2, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଦେଇ ଗ୍ରାମ ପରିକ୍ରମା କରି ବିଦାୟ ଦେଲେ ଗ୍ରାମବାସୀ 
Share on FacebookShare on TwitterWhatsapp

୨ ଜୁନ୍ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ  :-> ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ବ୍ଲକ ବୋଲଗଡ ଅନ୍ତର୍ଗତ ତାଳତୁମ୍ବ ସ୍ଥିତ ପଶ୍ଚିମେଶ୍ୱର ଦେବ ସରକାରୀ ଉଚ୍ଚ ବିଦ୍ୟାଳୟର ପରିସରରେ ବିଦ୍ୟାଳୟର ବିଦାୟୀ ପ୍ରଧାନଶିକ୍ଷକ ହରିବନ୍ଧୁ ତ୍ରିପାଠୀ ଙ୍କର ଅବସରକାଳୀନ ସମର୍ଦ୍ଧନା ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାୟିତ୍ୱ ତୁଲାଇବାକୁ ଯାଉଥିବା ପ୍ରଣତି ସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏହି ସଭାରେ ମୁଖ୍ୟ ଅତିଥିଭାବେ ଭାବେ ପୂର୍ବତନ ବୋଲଗଡ ଶିକ୍ଷା ଅଧିକାରୀ ଡଃ ନିରଞ୍ଜନ ମହାନ୍ତି, ବିଭୂତି ଭୂଷଣ ମହାପାତ୍ର, ବେଗୁନିଆ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାସ୍କର ଚନ୍ଦ୍ର ଲେଙ୍କା, ମୁଖ୍ୟବକ୍ତାଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ବେହେରା ଓ ସଂମାନିତ ଅତିଥିଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ବଳବନ୍ତରାୟ, ସରପଞ୍ଚ ପ୍ରଦୀପ କୁମାର ବାରିକ,

ସ୍କୁଲ ପରିଚାଳନା କମିଟିର ସଭାପତି ପବିତ୍ର କୁମାର ବେହେରା, ମୋ ସ୍କୁଲ କମିଟିର ସଭାପତି ପ୍ରଦୀପ୍ତ କୁମାର ସାହୁ, ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରଫୁଲ ଚନ୍ଦ୍ର ସିଂହ, ରଘୁନାଥ ଦଳବେହେରା, ଯୋଗିନାଥ ନାୟକ ପ୍ରମୁଖ ଯୋଗଦେଇଥିଲେ l କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶିକ୍ଷାନୁଷ୍ଠାନର ଛାତ୍ରୀମାନେ ବିଦାୟୀ ସଙ୍ଗୀତ ଗାନ କରିଥିଲେ ଓ ଶିକ୍ଷୟିତ୍ରୀ ପ୍ରଣତି ସିଂହ ସ୍ୱାଗତ ଭାଷଣ ଦେଇ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମରେ ପଦ୍ମାବତୀ ନଟବର ବାଳିକା ହାଇସ୍କୁଲ, ବାଙ୍କୀ ଡାଁହସାର ଉଚ୍ଚ ବିଦ୍ୟାଳୟ, ସିମର କୁଞ୍ଜବିହାରୀ ଉଚ୍ଚ ବିଦ୍ୟାଳୟ, କଣ୍ଟାବାଡ ନୀଳକଣ୍ଠେଶ୍ଵର ଉଚ୍ଚ ବିଦ୍ୟାଳୟ, କଡବ ଗିରିଧାରୀ ଉଚ୍ଚ ବିଦ୍ୟାଳୟ ଗୁଡ଼ିକରୁ ବହୁ ଶିକ୍ଷକ, ଶିକ୍ଷୟିତ୍ରୀ ଓ ପ୍ରଧାନ ଶିକ୍ଷକମାନେ ଯୋଗଦେଇଥିଲେ l

ସମସ୍ତ ନିମନ୍ତ୍ରିତ ଅତିଥିମାନେ ବିଦାୟୀ ଆଦର୍ଶ ପ୍ରଧାନ ଶିକ୍ଷକ ହରିବନ୍ଧୁ ତ୍ରିପାଠୀଙ୍କର ଛାତ୍ର ବତ୍ସଳତା, ଆଦର୍ଶ ଶିକ୍ଷାଦାନ, ପରୋପକାରୀତା, ସାଧୁତା, ପରିବେଶ ସୁରକ୍ଷା ଓ ଉତ୍ତମ ଆଚରଣ ସମ୍ପର୍କରେ ଗୁଣଗାନ କରିଥିଲେ l ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ସରପଞ୍ଚ ଓ ଅନ୍ୟ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ସମେତ ଶିକ୍ଷୟିତ୍ରୀ ସୂର୍ଯ୍ୟକାନ୍ତି ବାରିକଙ୍କ ଦ୍ଵାରା ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ତ୍ରିପାଠୀଙ୍କୁ ପ୍ରୀତି ଉପହାର, ମାନପତ୍ର, ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିବା ସଙ୍ଗେ ସଙ୍ଗେ ତାଙ୍କର ନିରାମୟ ତଥା ସୁସ୍ଥ ଜୀବନ କାମନା କରିଥିଲେ l

ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀ ତ୍ରିପାଠୀଙ୍କ ସଂମ୍ମାନର୍ଥେ ସମସ୍ତଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ସ୍କୁଲ ପରିଚାଳନା କମିଟିର ସଦସ୍ୟ ଓ ସରପଞ୍ଚ ପ୍ରଦୀପ ବାରିକ ପ୍ରମୁଖ ବାଜା ବଜାଇ ଫୁଲମାଳ ଦେଇ ତାଳତୁମ୍ବ ଗ୍ରାମ ପରିକ୍ରମା କରାଇଥିଲେ l ସମସ୍ତ କାର୍ଯ୍ୟକ୍ରମକୁ ଶିକ୍ଷକ ସୀତାକାନ୍ତ ମିଶ୍ର ସଂଯୋଜନା କରିଥିଲେ ଓ ଶିକ୍ଷକ ଶିକ୍ଷୟିତ୍ରୀମାନେ ମିଳିତ ଭାବେ ଏହାକୁ ସହଯୋଗ କରି ପରିଚାଳନା କରିଥିଲେ l ପରିଶେଷରେ ଶିକ୍ଷକ ବସନ୍ତ କହ୍ନର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026
ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

ଗଜାନନ ବେଶରେ ଦର୍ଶନଦେଲେ ଚତୁର୍ଦ୍ଧାମୂର୍ତ୍ତି ୪ଲକ୍ଷ ଭକ୍ତଙ୍କ ଦୁର୍ଲଭ ଦର୍ଶନ – ପୁରୀ

June 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version