୨ ଜୁନ୍ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :-> ଦିନକୁ ଦିନ ଖୋର୍ଦ୍ଧା- ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ଯାତ୍ରୀକଂ ପାଇଁ ପାଲଟିଛି ମରଣଯନ୍ତା । ପ୍ରତିଦିନ ଏହି ଜାତୀୟ ରାଜପଥ ର ଦଶପଲ୍ଲା ଠାରୁ ବାଣିଗୋଛା ମଧ୍ୟରେ ଛୋଟ ବଡ ଦୁର୍ଘଟଣା ଘଟୁଥିଲାବେଳେ,

ଆଜି ବାଣିଗୋଛା ଥାନା ଅନ୍ତର୍ଗତ ଦୁର୍ଗାପ୍ରସାଦ ନିକଟରେ ଏକ ଟ୍ରକ୍ ସହ ଏକ ବାଇକ୍ ଧକ୍କା ହେବା ଫଳରେ ବାଇକ୍ ଆରୋହୀ ପତି ପତ୍ନୀ।ଗୁରୁତର ଆହତ ହୋଇଛନ୍ତି । ଖବରପାଇ ବାଣିଗୋଛା ପୋଲିସ ଘଟଣାସ୍ଥଳରେ ପହଞ୍ଚି, ଆହତକୁଂ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଡାକ୍ତରଖାନା ଖାନାକୁ ପଠାଇଛନ୍ତି ।














