• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏ ବିଜୟ ମୋର ନୁହେଁ ଏ ବିଜୟ ଏକାମ୍ର ର ପ୍ରତ୍ୟେକ ଜନସାଧାରଣଙ୍କର : ବାବୁ ସିଂ

Proprietor Abhimanyu Maharana by Proprietor Abhimanyu Maharana
June 5, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଏ ବିଜୟ ମୋର ନୁହେଁ ଏ ବିଜୟ ଏକାମ୍ର ର ପ୍ରତ୍ୟେକ ଜନସାଧାରଣଙ୍କର : ବାବୁ ସିଂ
Share on FacebookShare on TwitterWhatsapp

୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ଏକାମ୍ର ନିର୍ବାଚନ ମଣ୍ଡଳୀରେ ନବ ନିର୍ବାଚିତ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ନିଜର ବିଜେପି କାର୍ଯ୍ୟାଳୟରୁ ହଜାର ହଜାର ସଂଖ୍ୟାରେ ସମର୍ଥକ ଓ ଜନସାଧାରଣ ସହ ବିଶାଳ ପଦଯାତ୍ରା ରେ ଜାଇ ପ୍ରଭୁ ଶ୍ରୀ ଲିଙ୍ଗରାଜ ଙ୍କ ଦର୍ଶନ କରି ସମସ୍ତଙ୍କ ମଙ୍ଗଳ କାମନା କରିଥିଲେ। ଏହି ଅବସରରେ ଭୁବନେଶ୍ୱର ନବ ନିର୍ବାଚିତ ସାଂସଦ ଅପରାଜିତା ଷଡ଼ଙ୍ଗୀ,

ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି , ନାରୀ ନେତ୍ରୀ ରଶ୍ମି ମହାପାତ୍ର, ସୁରେନ୍ଦ୍ର ପ୍ରଧାନ, ରାମଚନ୍ଦ୍ର ରଣସିଂହ, ଅରୁଣ ପୁରୋହିତ ଙ୍କ ସହ ବହୁ ଦଳୀୟ ନେତୃବୃନ୍ଦ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଶ୍ରୀ ବାବୁ ସିଂ କହିଛନ୍ତି ଯେ,

ଏ ବିଜୟ ମୋର ନୁହେଁ ଏ ବିଜୟ ଏକାମ୍ର ର ପ୍ରତ୍ୟେକ ଜନସାଧାରଣଙ୍କର।ଏକାମ୍ର ତଥା ଓଡ଼ିଶାର ସ୍ୱାର୍ଥ ପୂରଣ କରିବା ଦିଗରେ ମତେ ବାଟ କଢ଼େଇ ନେବାକୁ ମୁଁ ସଭିଙ୍କୁ ନିବେଦନ କରୁଛି। ପ୍ରଭୁ ଶ୍ରୀ ଲିଙ୍ଗରାଜ ଙ୍କ ଚରଣରେ ପ୍ରଣାମ କରୁଛି l ସମଗ୍ର ଏକାମ୍ର ନିର୍ବାଚନ ମଣ୍ଡଳୀ ଏବଂ ଓଡିଶା ବାସୀଙ୍କୁ ଉଦେଶ୍ୟରେ ଏହି ବିଜୟ ଉତ୍ସର୍ଗ କରୁଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version