• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଞ୍ଜାମ ଜିଲ୍ଲାରେ ଚଳିତ ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ଏକ ବଡ଼ଧରଣର ପରିବର୍ତ୍ତନ ଆଣିଛି : ଡ. ପ୍ରଦୀପ କୁମାର ପାଣିଗ୍ରାହୀ

Proprietor Abhimanyu Maharana by Proprietor Abhimanyu Maharana
June 6, 2024
in ଓଡ଼ିଶା, ଗଞ୍ଜାମ, ରାଜନୀତି, ହୋମ୍
0
ଗଞ୍ଜାମ ଜିଲ୍ଲାରେ ଚଳିତ ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ଏକ ବଡ଼ଧରଣର ପରିବର୍ତ୍ତନ ଆଣିଛି : ଡ. ପ୍ରଦୀପ କୁମାର ପାଣିଗ୍ରାହୀ
Share on FacebookShare on TwitterWhatsapp

୦୬ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ବ୍ରହ୍ମପୁର :-> ଗଞ୍ଜାମ ଜିଲ୍ଲାରେ ଚଳିତ ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ଏକ ବଡ଼ଧରଣର ପରିବର୍ତ୍ତନ ଆଣିଛି । ବିଜେପି ଜିଲ୍ଲାର ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୧୧ଟି ଆସନ କବ୍‌ଜା କରିଥିବା ବେଳେ ଜିଲ୍ଲାର ଦୁଇଟି ଲୋକସଭା ଆସନ ମଧ୍ୟ ଦଖଲ କରିଛି । ବ୍ରହ୍ମପୁର ଲୋକସଭା ଆସନରୁ ବିଜୟୀ ହୋଇଥିବା ବିଜେପି ପ୍ରାର୍ଥୀ ଡ. ପ୍ରଦୀପ କୁମାର ପାଣିଗ୍ରାହୀ ପ୍ରାୟ ୫ଲକ୍ଷ ୧୩ହଜାର ୧୦୨ ଭୋଟ୍‌ ପାଇଛନ୍ତି । ତାଙ୍କର ବିଜୟ ବ୍ୟବଧାନ ୧ଲକ୍ଷ ୬୫ହଜାର ୪୭୪ ରହିଛି । ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ୩ଲକ୍ଷ ୪୭ହଜାର ୬୨୬ ଭୋଟ୍ ପାଇଛନ୍ତି । ସେହିପରି ଆସିକା ଲୋକସଭା ବିଜେପି ପ୍ରାର୍ଥୀ ଅନିତା ଶୁଭଦର୍ଶିନୀ ୪ଲକ୍ଷ ୯୪ହଜାର ୨୨୬ ଭୋଟ୍‌ ପାଇ ବିଜୟୀ ହୋଇଛନ୍ତି । ସେ ୯୯ହଜାର ୯୭୪ ଭୋଟ୍ ବ୍ୟବଧାନରେ ବିଜୟଲାଭ କରିଛନ୍ତି ।

ସେହିପରି ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ରଂଜିତା ସାହୁ ୩ଲକ୍ଷ ୯୪ହଜାର ୨୫୨ ଖଣ୍ଡ ଭୋଟ୍ ପାଇଛନ୍ତି । ବ୍ରହ୍ମପୁର ଲୋକସଭା କ୍ଷେତ୍ର ପାଇଁ ସାଂସଦ ପ୍ରାର୍ଥୀଙ୍କ ନିମନ୍ତେ ୭ଟି ବିଧାନସଭା ନିର୍ବାଚମଣ୍ଡଳୀରେ ପୋଷ୍ଟାଲ୍ ଭୋଟ୍‌କୁ ମିଶାଇ ୧୦ଲକ୍ଷ ୪୨ହଜାର ୯୨୩ ଖଣ୍ଡ ଭୋଟ୍ ପଡ଼ିଛି । ତନ୍ମଧ୍ୟରୁ ୧୫ହଜାର ୯୪୨ (୧.୫୩ ପ୍ରତିଶତ) ଖଣ୍ଡ ଭୋଟ୍ ନୋଟାରେ ପଡ଼ିଛି । ମୋଟ ଭୋଟ୍ ମଧ୍ୟରୁ ବିଜେପି ପ୍ରାର୍ଥୀ ପ୍ରଦୀପ ୪୯.୨ ପ୍ରତିଶତ ଭୋଟ୍ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ଭୃଗୁ ୩୩.୩୩ ପ୍ରତିଶତ ଭୋଟ୍ ପାଇଥିବା ଭାରତ ନିର୍ବାଚନ କମିସନ୍‌ଙ୍କ ୱେବ୍‌ସାଇଟ୍‌ର ତଥ୍ୟରୁ ସ୍ପଷ୍ଟ ହୋଇଛି ।

ତେବେ ବିଜେପି ପ୍ରାର୍ଥୀ ପ୍ରଦୀପଙ୍କୁ ଛତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରାୟ ୮୧ହଜାର ୬୮୮ ଭୋଟ୍ ମିଳିଥିବା ବେଳେ ଗୋପାଳପୁରରୁ ୭୮ହଜାର ୯୯୯, ବ୍ରହ୍ମପୁରରୁ ୭୯ହଜାର ୮୩୮, ଦିଗପହଣ୍ଡିରୁ ୭୭ହଜାର ୯୪୭ ଓ ଚିକିଟିରୁ ପ୍ରାୟ ୫୬ହଜାର ୩୬୧(୧୮ରାଉଣ୍ଡ୍‌ରୁ ୧୩ ରାଉଣ୍ଡ୍ ସୁଦ୍ଧା) ଭୋଟ୍ ପାଇଛନ୍ତି । ସେହିପରି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ବିଧାନସଭାରୁ ପ୍ରଦୀପ ୫୪ହଜାର ୭୬୮ ଭୋଟ୍‌ ପାଇଥିବା ବେଳେ ମୋହନାରୁ ୬୫ହଜାର ୪୩୯ ଖଣ୍ଡ ଭୋଟ୍ ପାଇଛନ୍ତି । ସେହିଭଳି ଆସିକା ଲୋକସଭା କ୍ଷେତ୍ରରେ ସାଂସଦ ପ୍ରାର୍ଥୀଙ୍କ ପାଇଁ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ପୋଷ୍ଟାଲ୍ ଭୋଟ୍‌କୁ ମିଶାଇ ୧୦ଲକ୍ଷ ୧୭ହଜାର ୯୧୪ଖଣ୍ଡ ଭୋଟ୍ ପଡ଼ିଛି ।

ତନ୍ମଧ୍ୟରୁ ନୋଟାରେ ୨୧ହଜାର ୯୪୧ (୨.୧୬ପ୍ରତିଶତ) ଖଣ୍ଡ ଭୋଟ୍ ପଡ଼ିଛି । ତେବେ ମୋଟ ଭୋଟ୍ ମଧ୍ୟରୁ ବିଜେପି ପ୍ରାର୍ଥୀ ଅନିତା ୪୮.୫୫ ପ୍ରତିଶତ ଭୋଟ୍ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ରଂଜିତା ୩୮.୭୩ ପ୍ରତିଶତ ଭୋଟ୍ ପାଇଛନ୍ତି । ବିଜେପି ପ୍ରାର୍ଥୀ ଅନିତାଙ୍କୁ ପୋଲସରାରୁ ୮୮ହଜାର ୫୪୯ ଭୋଟ୍ ମିଳିଥିବା ବେଳେ ଖଲ୍ଲିକୋଟରୁ ୮୧ହଜାର ୫୫, କବିସୂର୍ଯ୍ୟନଗରରୁ ୭୪ ହଜାର ୪୪୦, ହିଂଜିଳିରୁ ୬୭ହଜାର ୭୮ ଓ ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀରୁ ୩୪ହଜାର ୮୦୯ ଖଣ୍ଡ ଭୋଟ୍ ମିଳିଥିବା ଜଣାପଡ଼ିଛି । ସେହିପରି ସୋରଡ଼ା ଓ ଆସିକାରୁ କେତେ ଭୋଟ୍ ପାଇଛନ୍ତି, ସେହି ତଥ୍ୟ ହସ୍ତଗତ ହୋଇ ନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version