• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବ୍ରହ୍ମପୁରରୁ ପାରଳାଖେମୁଣ୍ଡି କୁ ପ୍ରତିଦିନ ସକାଳେ ସମ୍ବାଦ ପତ୍ର ସହ ପାସେଞ୍ଜର ଧରିଆସୁଥିବା ଦୁଇଟି କାର ପ୍ରଶାସନ ଓ ପୋଲିସ ଦ୍ବାରା ଅଟକ, ପରେ ଚେତାବନୀ ଦେଇ ଛାଡ଼ିଲେ

Proprietor Abhimanyu Maharana by Proprietor Abhimanyu Maharana
August 6, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବ୍ରହ୍ମପୁରରୁ ପାରଳାଖେମୁଣ୍ଡି କୁ ପ୍ରତିଦିନ ସକାଳେ ସମ୍ବାଦ ପତ୍ର ସହ ପାସେଞ୍ଜର ଧରିଆସୁଥିବା ଦୁଇଟି କାର ପ୍ରଶାସନ ଓ ପୋଲିସ ଦ୍ବାରା ଅଟକ, ପରେ ଚେତାବନୀ ଦେଇ ଛାଡ଼ିଲେ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୬ ଅଗଷ୍ଟ ଗୁରୁବାର) ଗଜପତିଜିଲ୍ଲା :- ପାରଳାଖେମୁଣ୍ଡି ବ୍ରହ୍ମପୁରରୁ ପାରଳାଖେମୁଣ୍ଡି କୁ ପ୍ରତିଦିନ ବିଭିନ୍ନ ସମ୍ବାଦ ପତ୍ର ଧରି ଆସୁଥବା ଦୁଇଟି କାରରେ ପାସେଞ୍ଜର ଧରି ଆସୁଥିବା ଏବଂ ସେମାନଙ୍କ ଠାରୁ ମୋଟା ଅଙ୍କର ଅର୍ଥ ଆଦାୟ କରାଯାଉ ଥିବା ନେଇ ଜିଲ୍ଲା ପ୍ରଶାସନ ଓ ପୋଲିସ ନିକଟରେ ଅଭିଯୋଗ ହୋଇ ଆସୁଥିଲା ଆଜି ସକାଳେ ପାରଳାଖେମୁଣ୍ଡି ପୋଲିସ ପେଟ୍ରୋ ଲିଂ କରୁଥିବା ସମୟରେ କଲେଜ ଛକ ରେ ଏହି ଦୁଇଟି କାର ପହଞ୍ଚି ଥ ଥିଲା ଗୋଟିଏ ଗୋଟିଏ କାରରେ ବ୍ରହ୍ମପୁର ରୁ ଆସିଥିବା ୫ ଜଣ ଲେଖାଏଁ ପାସେଞ୍ଜର୍ ମୋଟ ୧୦ ଜଣ ଦୁଇଟି କାରରୁ ଓହ୍ଲାଉ ଥିବା ପୋଲିସ ଦେଖି ସଂପୃକ୍ତ କାରର ଦୁଇ ଡ୍ରାଇଭର ଙ୍କୁ କୋଭିଡ-୧୯ ନିୟମ ଭାଙ୍ଗି ବେଆଇନ ଭାବେ ଗାଡ଼ିରେ ପାସେଞ୍ଜେର କାହିଁକି ନେଇ ଆସୁଛ ବୋଲି ପୋଲିସ ପଚାରିବାରୁ ଜଣେ ଡ୍ରାଇଭର ପୋଲିସ ସହ ଯୁକ୍ତି ତର୍କ କରିଥିଲେ l

ପରେ ଘଟଣା ସ୍ଥଳରେ ଡେପୁଟି କଲେକ୍ଟର ଯୁବୁଲି ବେହେରା ପଚଞ୍ଚି ସମାଧାନ କରିବା ସହ ଦୁଇ ଜଣ ଡ୍ରାଇଭର ଦିଲୀପ କୁମାର ସ୍ବାଇଁ ଓ ଶଶିକାନ୍ତ ପଟନାୟକଙ୍କ ଠାରୁ ଗୋଟିଏ ଲିଖିତ ଭାବେ ଅଣ୍ଡରଟେକିଂ ନେଇଥିଲେ l ଉକ୍ତ ଅଣ୍ଡର ଟେକିଂରେ ଉଲେଖ ଅଛି ଯେ, ଆଉ ଗାଡ଼ିରେ କେବେହେଲେ ପାସେଞ୍ଜେର ଅଣିବୁ ନାହିଁ l ଯଦି ଆଉଥରେପାସେଞ୍ଜେର ଆଣିବା ବେଳେ ଧରା ପଡ଼ିଲେ ଆମର ଲାଇସେନ୍ସ କେନ୍ସେଲ କରି ଦିଆ ଯାଉ ବୋଲି ଲିଖିତ ଭାବେ ଦେଇଥିବା ଜଣା ପଡ଼ିଛି l (ପାରଳାଖେମୁଣ୍ଡି/ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରିୟ ରାଜସୁନାଖଳା ଯୁବ କମିଟି ପକ୍ଷରୁ ରକ୍ତ ଦାନ ଶିବିର

ପ୍ରିୟ ରାଜସୁନାଖଳା ଯୁବ କମିଟି ପକ୍ଷରୁ ରକ୍ତ ଦାନ ଶିବିର

August 16, 2026
ଭୟଙ୍କର ଅଗ୍ନିକାଣ୍ଡ : ଜଳିଗଲା ସମ୍ପୂର୍ଣ୍ଣ ଘର, ୧୦ ଟି ଅର୍ଦ୍ଧ ଦଗ୍ଧ ଗାଈ, ଓ ଦୁଇ ଜଣ ମଣିଷ

ଭୟଙ୍କର ଅଗ୍ନିକାଣ୍ଡ : ଜଳିଗଲା ସମ୍ପୂର୍ଣ୍ଣ ଘର, ୧୦ ଟି ଅର୍ଦ୍ଧ ଦଗ୍ଧ ଗାଈ, ଓ ଦୁଇ ଜଣ ମଣିଷ

August 16, 2026
ବାଲିପାଟଣା ଅଞ୍ଚଳର ବିଭିନ୍ନ ଶିକ୍ଷା ଅନୁଷ୍ଠାନ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

ବାଲିପାଟଣା ଅଞ୍ଚଳର ବିଭିନ୍ନ ଶିକ୍ଷା ଅନୁଷ୍ଠାନ ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

August 16, 2026
ବେଣୁଧର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ୮୦ ତମ ସ୍ବାଧିନତା ଦିବସ ପାଳିତ

ବେଣୁଧର ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ୮୦ ତମ ସ୍ବାଧିନତା ଦିବସ ପାଳିତ

August 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରିୟ ରାଜସୁନାଖଳା ଯୁବ କମିଟି ପକ୍ଷରୁ ରକ୍ତ ଦାନ ଶିବିର

ପ୍ରିୟ ରାଜସୁନାଖଳା ଯୁବ କମିଟି ପକ୍ଷରୁ ରକ୍ତ ଦାନ ଶିବିର

August 16, 2026
ଭୟଙ୍କର ଅଗ୍ନିକାଣ୍ଡ : ଜଳିଗଲା ସମ୍ପୂର୍ଣ୍ଣ ଘର, ୧୦ ଟି ଅର୍ଦ୍ଧ ଦଗ୍ଧ ଗାଈ, ଓ ଦୁଇ ଜଣ ମଣିଷ

ଭୟଙ୍କର ଅଗ୍ନିକାଣ୍ଡ : ଜଳିଗଲା ସମ୍ପୂର୍ଣ୍ଣ ଘର, ୧୦ ଟି ଅର୍ଦ୍ଧ ଦଗ୍ଧ ଗାଈ, ଓ ଦୁଇ ଜଣ ମଣିଷ

August 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version