• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ – କିଏ ହେବେ ମୁଖ୍ୟମନ୍ତ୍ରୀ…?

Proprietor Abhimanyu Maharana by Proprietor Abhimanyu Maharana
June 10, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ – କିଏ ହେବେ ମୁଖ୍ୟମନ୍ତ୍ରୀ…?
Share on FacebookShare on TwitterWhatsapp

୧୨ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ବିଜେପି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି ।

୧୦ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବିଧାନସଭା ନିର୍ବାଚନରେ ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରି ବିଜେପି ସରକାର ଗଠନ କରିବାକୁ ଯାଉଛି । କୁହାଯାଉଥିଲା ଜୁନ୍‌ ୧୦ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ତେବେ ଏହି କାର୍ଯ୍ୟକ୍ରମରେ ପରିବର୍ତ୍ତନ ହୋଇଛି । ଏବେ ୧୨ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ବିଜେପି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ପ୍ରସ୍ତୁତି ବୈଠକ ପରେ ତାରିଖ ଘୋଷଣା କରାଯାଇଛି । ପୂର୍ବରୁ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଧାୟକଙ୍କ ଶପଥ ଗ୍ରହଣ ପାଇଁ ଜୁନ୍ ୧୦ ତାରିଖ ଧାର୍ଯ୍ୟ ହୋଇଥିବାବେଳେ ଏବେ ଏଥିରେ ପରିବର୍ତ୍ତନ ହୋଇଛି । ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ଉତ୍ସବର ପ୍ରସ୍ତୁତି ବୈଠକ ଚାଲିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ଏପର୍ଯ୍ୟନ୍ତ ମିଳିପାରିନାହିଁ । ମୁଖ୍ୟମନ୍ତ୍ରୀଙ୍କ ନାମ ନେଇ ନାନା କଳ୍ପନାଜଳ୍ପନା ଜାରି ରହିଛି ।

ଅନ୍ୟପକ୍ଷରେ ଏହି ରେସ୍‌ରେ ସୁରେଶ ପୂଜାରୀ, ମନମୋହନ ସାମଲ, ମୋହନ ମାଝି, କେ.ଭି ସିଂଦେଓ ଆଗରେ ରହିଛନ୍ତି । ତେବେ ସୋମବାର ସକାଳେ ଭାଜପା ବିଧାୟକ ଦଳର ବୈଠକ ଅନୁଷ୍ଠିତ ହେବ । ଏହା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ମୋହର ଲାଗିବ । ସମ୍ଭାବ୍ୟ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ବିଜେପି ନେତା ପ୍ରତାପ ଷଡଙ୍ଗୀଙ୍କ ସମେତ, ଅପରାଜିତା ଷଡଙ୍ଗୀଙ୍କ ନାମକୁ ନେଇ ଚର୍ଚ୍ଚା ଚାଲିଛି । ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଲାଗି ରହିଥିବା ସସପେନ୍ସ ଉପରୁ ପରଦା ଉଠି ପାରିନାହିଁ । ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ତଦାରଖ ପାଇଁ ଭୁବନେଶ୍ୱରରେ ଦୁଇ ବରିଷ୍ଠ ନେତା ଆସିଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟପ୍ରଦେଶର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବିଶ୍ୱାସ କୈଳାଶ ସାରଙ୍ଗ ଏବଂ ମଧ୍ୟପ୍ରଦେଶ ବିଜେପିର ପୂର୍ବତନ ସଂଗଠନ ମନ୍ତ୍ରୀ ଆଶୁତୋଷ ତିୱାରୀ ପହଞ୍ଚିଛନ୍ତି ।

ଶପଥ ଗ୍ରହଣ କାର୍ଯ୍ୟକ୍ରମର ତଦାରଖ କରିବେ ଏହି ଦୁଇ ବରିଷ୍ଠ ନେତା । ଭୁବନେଶ୍ୱରରେ ରହି କାର୍ଯ୍ୟକ୍ରମ ପରିଚାଳନା କରିବାକୁ ଏହି ଦୁଇ ନେତା ଆସିଛନ୍ତି । ବିଜେପିର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ପ୍ରସ୍ତୁତି ଜାରି ରହିଛି । ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି । ଜନତା ମୈଦାନରେ ଏସପିଜି ଟିମ ସମେତ ଜଣେ ଡିଆଇଜି ରାଙ୍କର ଅଧିକାରୀ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାପାଳ, ଗୁଇନ୍ଦା ନିର୍ଦ୍ଦେଶକ, ପୁଲିସ୍‌ କମିସନର ଓ ଭୁବନେଶ୍ୱର ଡିସିପି ଉପସ୍ଥିତି ରହି ତନ୍ନତନ୍ନ ଯାଞ୍ଚ କରିଛନ୍ତି । କଡାସୁରକ୍ଷା ବଳୟ ଭିତରେ ଭୁବନେଶ୍ୱର ଥିବା ପୋଲିସ ଡିଜି କହିଛନ୍ତି । ବିମାନବନ୍ଦର, ପାର୍ଟି ଅଫିସ, ଭିଭିଆଇପିଙ୍କ ରହଣି ସ୍ଥଳୀ ଓ ଉତ୍ସବସ୍ଥଳ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏହାସହ ଟ୍ରାଫିକ୍ ଓ ପାର୍କିଂ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହେବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version