• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ବାଇଁ ନା ଅରୁଣ ସାହୁ : କିଆ ହେବ ବିରୋଧୀ ଦଳ ନେତା..?

Proprietor Abhimanyu Maharana by Proprietor Abhimanyu Maharana
June 15, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ବାଇଁ ନା ଅରୁଣ ସାହୁ : କିଆ ହେବ ବିରୋଧୀ ଦଳ ନେତା..?
Share on FacebookShare on TwitterWhatsapp

ଦୁଇ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ଓ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ମଧ୍ୟରୁ କିଏ ଜଣେ ବିରୋଧୀ ଦଳ ନେତା ହେବା ନେଇ ନାଁ ସାମ୍ନାକୁ ଆସିଛି ।

ବିଜେଡିର ଏପରି ପରାଜୟ କେବଳ ବିଜେଡି ନେତା କିମ୍ବା କର୍ମୀଙ୍କୁ ନୁହେଁ ସାରା ରାଜ୍ୟକୁ ମଧ୍ୟ ସ୍ତବ୍ଧ କରିଛି ।

୧୪ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ଓଡ଼ିଶାରେ ପ୍ରଥମ ଥର ଭାଜପା ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଦାୟିତ୍ୱ ସମ୍ଭାଳିଛନ୍ତି । ନବୀନ ଲଗାତାର ୨୪ବର୍ଷ ଧରି ଏହି ପଦ ସମ୍ଭାଳିଥିଲେ । ନିଜର ୨୪ବର୍ଷର ରାଜନୈତିକ ଯାତ୍ରା ଶେଷ ପରେ ନବୀନ ବିରୋଧୀ ଦଳ ନେତା ଭାବେ ବସିବେ । ଯାହାପରେ ରାଜ୍ୟରେ ରାଜନୀତି – ସାମାଜିକ ଚାଲିଚଳଣି ପରିବର୍ତ୍ତନ ହୋଇଯିବ ବୋଲି ଆଲୋଚନା ହେଉଛି । ୨୦୨୪ରେ ବିଜେଡିର ଶୋଚନୀୟ ପରାଜୟ ପରେ ଭାଜପା କ୍ଷମତାକୁ ଫେରିଛି । ବିଜେଡିର ଏପରି ପରାଜୟ କେବଳ ବିଜେଡି ନେତା କିମ୍ବା କର୍ମୀଙ୍କୁ ନୁହେଁ ସାରା ରାଜ୍ୟକୁ ମଧ୍ୟ ସ୍ତବ୍ଧ କରିଛି । ତେବେ ବୁଧବାର ଠାରୁ ଓଡ଼ିଶାରେ ଭାଜପା ସରକାର ଆରମ୍ଭ ହୋଇଛି ।ଏହାରି ଭିତରେ ବିଜୁ ଜନତା ଦଳ ଓଡ଼ିଶାରେ ବିରୋଧୀ ଦଳ ଆସନର ବସିଛି । ତେବେ ବିଜେଡି କାହାକୁ ବିରୋଧୀ ଦଳ ନେତା କରିବ ସେନେଇ ସବୁଠି ଚର୍ଚ୍ଚା ଚାଲିଛି। ଆଗକୁ ମୌସୁମୀ ଅଧିବେଶନ ଥିବାବେଳେ ଚଳିତ ବିଧାନସଭା ଅଧିବେଶନ ରୋଚକ ହେବ ବୋଲି କୁହାଯାଉଛି । କାରଣ ଓଡ଼ିଶାରେ ବିଧାନସଭାରେ କ୍ଷମତାସୀନ ଭାଜପା ଦଳକୁ ୭୮ ଆସନ ମିଳିଥିବାବେଳେ ବିଜେଡିକୁ ୫୧ କଂଗ୍ରେସକୁ ୧୪ଟି ସିଟ୍ ମିଳିଛି । ଆଉ ସ୍ବାଧୀନ ଆସନରେ ରାଜ୍ୟ ବିଧାନସଭା ୪ଟି ସିଟ୍ ପାଇଛି । ତେବେ ଭାଜପା ସଂଖ୍ୟା ଗରିଷ୍ଠତା ଛୁଇଁଥିଲେ ମଧ୍ୟ ବିଧାନସଭାରେ ବିରୋଧୀ ମଧ୍ୟ ଟାଣୁଆ ଭାବରେ ନଜର ଆସିବେ ।ଏଥର ବିଧାନସଭାର ପ୍ରଶ୍ନକାଳ ଜମିବା ସହ ବିରୋଧୀ ମଧ୍ୟ ସଶକ୍ତ ନଜର ଆାସିବେ ବୋଲି ରାଜନୈତିକ ପାଣିପାଗ କହୁଛି । ତେବେ ମୋଟ ବିରୋଧୀ ଦଳଙ୍କୁ ପ୍ରତିନିଧିତ୍ୱ କିଏ କରିବ ସେନେଇ ସସପେନ୍ସ ଜାରି ରହିଛି । ଏନେଇ ନବୀନ ନିବାସରେ କିଛି ବରିଷ୍ଠ ନେତାଙ୍କୁ ନେଇ ବିଚାରବିମର୍ଶ କରାଯାଇଛି । ବିଜେଡିର ସବୁ ବିଧାୟକ ଓ ବରିଷ୍ଠ ନେତା ନବୀନଙ୍କୁ ବିରୋଧୀ ଦଳ ନେତା କରିବାକୁ ପରାମର୍ଶ ଦେଇଛନ୍ତି । ତେବେ ବିଜେଡି ସୁପ୍ରିମୋ, ବିଧାୟକମାନଙ୍କ ଶପଥ ଗ୍ରହଣ ପରେ ଏନେଇ ନିଷ୍ପତ୍ତି ନେବେ । ଏପରିକି ଦୁଇ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ଓ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ମଧ୍ୟରୁ କିଏ ଜଣେ ବିରୋଧୀ ଦଳ ନେତା ହେବା ନେଇ ନାଁ ସାମ୍ନାକୁ ଆସିଛି ।ଗୃହର ନେତା ଭାବରେ ମୁଖ୍ୟମନ୍ତ୍ରୀଙ୍କୁ ଗତ ୫ ବର୍ଷ ଭିତରେ ଖୁବ୍ ସ୍ବଳ୍ପ ସମୟ ଦେଖିବାକୁ ମିଳିଛି । ଏପରିକି ଗୃହ ଚାଲିଥିବା ସମୟରେ ସେ ବିରୋଧୀ ଦଳର ପ୍ରଶ୍ନକୁ ମଧ୍ୟ ଶୁଣି ତାକୁ ଉତ୍ତର ଦେଉ ନ ଥିବାରୁ ଅନେକ ସମୟରେ ଅଭିଯୋଗ ହୋଇଛି । ବହୁବାର ଗୃହରେ ମୁଖ୍ୟମନ୍ତ୍ରୀ ରହୁ ନଥିବା ନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ । ଏବେ ପ୍ରଶ୍ନ ହେଉଛି କେମିତି ବିରୋଧୀ ଦଳ ନେତା ଦାୟିତ୍ୱ ତୁଲାଇବେ ନବୀନ..? ଏ ଭିତରେ ଚର୍ଚ୍ଚା ହେଉଛି ବିଜେଡି ସୁପ୍ରିମୋ ନବୀନ ବିରୋଧୀ ଦଳ ନେତା ଭାବେ ଅନ୍ୟ ନେତାଙ୍କୁ ବାଛି ପାରନ୍ତି । ନିଜ ଛଡା ପ୍ରସନ୍ନ ଆଚାର୍ଯ୍ୟ , ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅରୁଣ ସାହୁ ଓ ପ୍ରତାପ ଦେବଙ୍କ ପରି ପ୍ରମୁଖ ନେତାଙ୍କୁ ବିରୋଧୀ ଦଳ ନେତା ଭାବେ ଦାୟିତ୍ୱ ଦେଇପାରନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version