• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୋଟ୍ ଗଣତିରେ ବା ନିର୍ବାଚନରେ ଇଭିଏମ୍ ତ୍ରୁଟି ରହିଥିବା ଆଶଙ୍କା କରି : ଦୀପାଳି ଇଭିଏମ୍‌ର ପୁନଃ ଯାଞ୍ଚ ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
June 15, 2024
in ଓଡ଼ିଶା, ଝାରସୁଗୁଡା, ରାଜନୀତି, ହୋମ୍
0
ଭୋଟ୍ ଗଣତିରେ ବା ନିର୍ବାଚନରେ ଇଭିଏମ୍ ତ୍ରୁଟି ରହିଥିବା ଆଶଙ୍କା କରି : ଦୀପାଳି ଇଭିଏମ୍‌ର ପୁନଃ ଯାଞ୍ଚ ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଛନ୍ତି
Share on FacebookShare on TwitterWhatsapp

୧୪ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଝାରସୁଗୁଡ଼ା :-> ଇଭିଏମ୍ ଯାଞ୍ଚ ପାଇଁ ଦୀପାଳିଙ୍କ ଆବେଦନ, ଚଳିତ ସାଧାରଣ ନିର୍ବାଚନରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧୩୩୩ ଖଣ୍ଡ ଭୋଟ୍ ବ୍ୟବଧାନରେ ପରାଜିତ ହୋଇଛନ୍ତି । ତେବେ ଭୋଟ୍ ଗଣତିରେ ବା ନିର୍ବାଚନରେ ଇଭିଏମ୍ ତ୍ରୁଟି ରହିଥିବା ଆଶଙ୍କା କରି ଦୀପାଳି ଇଭିଏମ୍‌ର ପୁନଃ ଯାଞ୍ଚ ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଆବେଦନ କରିଛନ୍ତି । ଏଥିପାଇଁ ସେ ଆବଶ୍ୟକ ଫି’ ମଧ୍ୟ ଜମା କରିଥିବା ବେଳେ ଆବେଦନପତ୍ରକୁ ଜିଲ୍ଲା ପ୍ରଶାସନ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟକୁ ପଠାଇଛି ।

ସେଠାରୁ ପୁଣି ଆବେଦନ ପତ୍ର ଭାରତୀୟ ନିର୍ବାଚନ ଆୟୋଗଙ୍କ ନିକଟକୁ ଯାଇ ମଞ୍ଜୁର ହେବା ପରେ ଇଭିଏମ୍‌ର ପୁନଃ ଯାଞ୍ଚ ପାଇଁ ଅନୁମତି ଆସିବ ବୋଲି ସୂଚନା ମିଳିଛି । ଚଳିତ ନିର୍ବାଚନର ଭୋଟ୍ ଗଣତିରେ କୌଣସି ପ୍ରାର୍ଥୀଙ୍କ ସନ୍ଦେହ ରହିଥିଲେ ସେମାନେ ୫ ପ୍ରତିଶତ ଇଭିଏମ୍‌ର ପୁନଃ ଯାଞ୍ଚ କରିବା ପାଇଁ ଆବେଦନ କରିପାରିବେ ବୋଲି ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ ରହିଥିଲା । ଏଥିପାଇଁ ଗତ ୧୦ ତାରିଖ ଆବେଦନର ଶେଷ ତାରିଖ ରହିଥିଲା । ଏହି ନିୟମ ଆଧାରରେ ଦୀପାଳି ୫ ପ୍ରତିଶତ ବା ୧୩ ସେଟ୍ ଇଭିଏମ୍ ଓ ଭିଭିପିଏଟି ଯାଞ୍ଚ ପାଇଁ ଆବେଦନ କରିଛନ୍ତି ।

ପ୍ରତିଟି ସେଟ୍‌ର ଯାଞ୍ଚ ପାଇଁ ଧାର୍ଯ୍ୟ ହୋଇଥିବା ୪୭ ହଜାର ଟଙ୍କା ହିସାବରେ ସେ ୬ ଲକ୍ଷ ୧୧ ହଜାର ଟଙ୍କା ମଧ୍ୟ ଜମା ଦେଇଛନ୍ତି । ତେବେ ନିର୍ବାଚନ କମିସନଙ୍କଠାରୁ ମଞ୍ଜୁରି ଆସିଲେ ଏକ ଇଞ୍ଜିନିୟରିଂ ଟିମ୍‌ର ଉପସ୍ଥିତିରେ ଏହି ୧୩ ସେଟ୍ ଇଭିଏମ୍ ଓ ଭିଭିପିଏଟିର ଯାଞ୍ଚ କରାଯିବ ବୋଲି ଜିଲ୍ଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି । ଉଲ୍ଲେଖଯୋଗ୍ୟ, ଝାରସୁଗୁଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ୨୫୭ଟି ବୁଥ ପାଇଁ ୧୯ ରାଉଣ୍ଡରେ ଭୋଟ୍ ଗଣତି ହୋଇଥିଲା ।

ଏଥିରେ ୧୦୯ଟି ବୁଥରେ ବିଜେଡି ଆଗୁଆ ଥିବା ବେଳେ ୧୪୭ଟି ବୁଥରେ ବିଜେପି ଆଗୁଆ ରହିଥିଲା । ଗୋଟିଏ ବୁଥରେ ବିଜେଡି-ବିଜେପି ଭୋଟ୍ ହାର ସମାନ ରହିଥିଲା । ତେବେ ଝାରସୁଗୁଡ଼ା ମ୍ୟୁନିସିପାଲଟିର ୧ ନମ୍ବର ୱାର୍ଡ ଅର୍ଥାତ୍ ସରବାହାଲରେ ଖୋଦ୍ ଦୀପାଳିଙ୍କ ଘର ଥିବା ବେଳେ ଏହି ୱାର୍ଡରେ ମଧ୍ୟ ବିଜେପି ୩୬୭ ଭୋଟ୍‌ରେ ଆଗୁଆ ରହିଥିଲା । ଯାହାକୁ ନେଇ ବିଜେଡି ସମର୍ଥକମାନେ ଇଭିଏମ୍‌କୁ ଉପରେ ସନ୍ଦେହ ପ୍ରକାଶ କରିଥିଲେ । ଏହି ଘଟଣା ପରେ ବିଜେଡି ପକ୍ଷରୁ ଇଭିଏମ୍ ଯାଞ୍ଚ ଆବେଦନ ପାଇଁ ନିଷ୍ପତ୍ତି ନିଆଯାଇଥିବା ଚର୍ଚ୍ଚା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

October 25, 2026
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ସ୍ମୃତି ସଭା

ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ସ୍ମୃତି ସଭା

October 24, 2026
IPAF Bhubaneswar 2026 Celebrates India’s Rich Cultural Heritage Through Classical, Folk and Inclusive Performances

ଆଇପିଏଏଫ୍ ଭୁବନେଶ୍ୱର ୨୦୨୬ ଶାସ୍ତ୍ରୀୟ, ଲୋକ କଳା ଓ ସମାବେଶୀ ପ୍ରଦର୍ଶନ ଜରିଆରେ ଭାରତର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ପାଳନ କରୁଛି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

ବାଲିଗୁଡା ଉପଜିଲ୍ଲାପାଳଙ୍କୁ ଏନ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅତିରିକ୍ତ ଦାୟିତ୍ୱ : ବିଭାଗୀୟ ବିଜ୍ଞପ୍ତି ଜାରି

October 25, 2026
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ସ୍ମୃତି ସଭା

ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ସ୍ମୃତି ସଭା

October 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version