• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳିଙ୍ଗ ପେଷାଦାର ସାମ୍ବାଦିକ ସଂଘର କର୍ମକର୍ତ୍ତା ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ

Proprietor Abhimanyu Maharana by Proprietor Abhimanyu Maharana
June 16, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
କଳିଙ୍ଗ ପେଷାଦାର ସାମ୍ବାଦିକ ସଂଘର କର୍ମକର୍ତ୍ତା ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ
Share on FacebookShare on TwitterWhatsapp

ସ୍ମାରକ ପତ୍ର ଦେଲେ ସାମ୍ବାଦିକମାନଙ୍କର ସମସ୍ୟା ସମ୍ପର୍କରେ ଆଲୋଚନା ଖୁବ୍‌ଶୀଘ୍ର –ମୁଖ୍ୟମନ୍ତ୍ରୀ

୧୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  କଳିଙ୍ଗ ପେଷାଦାର ସାମ୍ବାଦିକ ସଂଘର କର୍ମକର୍ତ୍ତାମାନେ ଆଜି ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନମୂଳକ ସାକ୍ଷାତ କରି ସ୍ୱାଗତ ସମ୍ବର୍ଦ୍ଧନା ଦେବା ସହ ମାନପତ୍ର ପ୍ରଦାନ କରି ଶୁଭେଛା ଜଣାଇଛନ୍ତି । ଏଥିସହ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ନିମନ୍ତେ ଏକ ସ୍ୱଚ୍ଛ, ପ୍ରଭାବୀ, କ୍ରିୟାଶୀଳ, ଗୁଣାତ୍ମକ ମିଡିଆ ପଲିସି କାର୍ଯ୍ୟକାରୀ କରାଯିବା ନିମନ୍ତେ ଉକ୍ତ ସଂଘର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବୀ କରିଛନ୍ତି । ରାଜ୍ୟ ସଂଘର ସଭାପତି ମନୋଜ ଦାସ, ସାଧାରଣ ସଂପାଦକ ରାଜକିଶୋର ସ୍ୱାଇଁ, ଉପସଭାପତି ବିନାୟକ ମିଶ୍ର, କୋଷାଧ୍ୟକ୍ଷ ସୁବାସ ସ୍ୱାଇଁ, କାର୍ଯ୍ୟକାରିଣୀ ସଭ୍ୟ ଚନ୍ଦ୍ରମାଧବ ମିଶ୍ର ପ୍ରମୁଖ ଆଜି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଶୁଭେଚ୍ଛା ସ୍ମାରକୀ ପ୍ରଦାନ କରିଥିଲେ ।

ଏହି ସାକ୍ଷାତକାର ଅବସରରେ ସଂଘ ପକ୍ଷରୁ ପ୍ରଦତ ସ୍ମାରକପତ୍ରରେ ଅନ୍ୟ ରାଜ୍ୟମାନଙ୍କ ଭଳି ଅବସରକାଳୀନ ପେନସନ ଯୋଜନାରେ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ଅନ୍ୟୁନ ୧୦ହଜାର ଟଙ୍କା ମାସିକ ପେନସନ ପ୍ରଦାନ କରାଯିବା, ରାଜ୍ୟରେ କେତେଜଣ ସାମ୍ବାଦିକ ବିଭିନ୍ନ ଗଣମାଧ୍ୟମରେ କାମ କରୁଛନ୍ତି ତାହାର ଏକ ସଠିକ ତାଲିକା ସରକାରୀ ସ୍ତରରେ ପ୍ରସ୍ତୁତ କରାଯିବା, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ସ୍ୱାସ୍ଥ୍ୟବୀମା ରାଶିକୁୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା, ରାଜ୍ୟରେ କାର୍ଯ୍ୟରତ ପେଷାଦାର ସାମ୍ବାଦିକମାନଙ୍କ ନିମନ୍ତେ ବୃତିଗତ ନିରାପତା ଓ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ ପ୍ରଣୟନ କରାଯିବା,

ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିନରେ କାର୍ଯ୍ୟକାରୀ ହେଉଥିବା ରାଜ୍ୟ ସାମ୍ବାଦିକ ଅଧିସ୍ୱକୃତି କମିଟିର ପୁନର୍ଗଠନ କରାଯିବା, ରାଜ୍ୟ/ଜିଲ୍ଲା/ଉପଖଣ୍ଡ/ବ୍ଲକ ସ୍ତରରେ କାର୍ଯ୍ୟକରୁଥିବା ଓ ଆର୍ଥିକ ଦୃଷ୍ଟିରୁ ଅନଗ୍ରସର ଥିବା ସାମ୍ବାଦିକମାନଙ୍କୁ ବାସଗୃହ ଉପଯୋଗୀ ଜମି ଯୋଗାଇ ଦିଆଯିବା ସହ ସାମ୍ବାଦିକ କଲ୍ୟାଣ ପାଣ୍ଠିର ରାଶିକୁ ୨୦କୋଟି ବୃଦ୍ଧି କରାଯାଇ ଏଥିରୁ ସହାୟତା ପ୍ରଦାନ କରାଯାଉଥିବା ପ୍ରକ୍ରିୟାକୁ ଅଧିକ ସରଳ କରାଯିବା ପାଇଁ ଉଲ୍ଲେଖ କରାଯାଇଛି । ମୁଖ୍ୟମନ୍ତ୍ରୀ ଏହି ସ୍ମାରକପତ୍ର ଗ୍ରହଣ କରି ସହୃଦୟତାର ସହ ଆଲୋଚନା ମାଧ୍ୟମରେ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କର ସମସ୍ୟାର ସମାଧାନ କ୍ଷେତ୍ରରେ ସରକାର ଖୁବଶିଘ୍ର ଆଲୋଚନା କରିବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ବୋଲି ସଂଘର ସାଧାରଣ ସମ୍ପାଦକ ଶ୍ରୀ ସ୍ୱାଇଁ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version