• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ରଥଯାତ୍ରା କମିଟି ବୈଠକରେ ଜିଲ୍ଲାପାଳ ସାମ୍ବାଦିକଙ୍କୁ ତଡ଼ିଲା ବେଳେ : କାହିଁକି ଚୁପ୍ ରହିଲେ – ସମ୍ବିଦ୍ ପାତ୍ର ଓ ସୁରମା..?

Proprietor Abhimanyu Maharana by Proprietor Abhimanyu Maharana
June 17, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ରଥଯାତ୍ରା କମିଟି ବୈଠକରେ ଜିଲ୍ଲାପାଳ ସାମ୍ବାଦିକଙ୍କୁ ତଡ଼ିଲା ବେଳେ : କାହିଁକି ଚୁପ୍ ରହିଲେ – ସମ୍ବିଦ୍ ପାତ୍ର ଓ ସୁରମା..?
Share on FacebookShare on TwitterWhatsapp

ଜିଲ୍ଲାପାଳଙ୍କ ବିରୋଧରେ ରଣପୁର ସାମ୍ବାଦିକଙ୍କ ନିନ୍ଦା ପ୍ରସ୍ତାବ ଆଗତ

୧୬ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ନୂତନ କରି ରାଜ୍ୟରେ ବିଜେପି ସରକାର ଗଠନ ହୋଇଥିବା ବେଳେ ଦୀର୍ଘ ଦିନ ଧରି ଲୋକସଭା ଭବନରେ ସାମ୍ବାଦିକଙ୍କୁ ପ୍ରବେଶ ବାରଣ ହୋଇଥିବା ବେଳେ ମୋହନ ସରକାରଙ୍କ ପ୍ରଥମ ଦିବସରେ ସାମ୍ବାଦିକଙ୍କୁ ସାଙ୍ଗରେ ନେଇ ଲୋକସଭାକୁ ଯାଇଥିଲେ | ଏହାକୁ ନେଇ ସାରା ଓଡ଼ିଶାରେ ସାମ୍ବାଦିକମାନଙ୍କ ମଧ୍ୟରେ ଖୁସିର ମାହୋଲ ଦେଖା ଯାଇଥିଲା | କିନ୍ତୁ ଦୁର୍ଭାଗ୍ୟର ବିଷୟ ଏହିକି ଯେ, ଚଳିତ ବର୍ଷ ନୟାଗଡ଼ ଜିଲ୍ଲା ରଣପୁରର ଦ୍ଵିତୀୟ ଶ୍ରୀକ୍ଷେତ୍ର ରଥଯାତ୍ରା ପରିଚାଳନା ବୈଠକରୁ ଜିଲ୍ଲାପାଳ ସାମ୍ବାଦିକମାନଙ୍କୁ ତଡ଼ିଦେବାକୁ ନେଇ ରଣପୁର ସାମ୍ବାଦିକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯିବା ସହିତ ଏହାକୁ ନେଇ ଏକ ନିନ୍ଦା ପ୍ରସ୍ତାବ ଆଗତ ହେବା ସହିତ ଜିଲ୍ଲାପାଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି |ସୂଚନା ଅନୁସାରେ ପ୍ରତ୍ୟେକ ବର୍ଷ ଦ୍ଵିତୀୟ ଶ୍ରୀକ୍ଷେତ୍ର ରଣପୁର ରଥଯାତ୍ରା ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଥାଏ | ଏହି ବୈଠକକୁ ସାମ୍ବାଦିକ ମାନଙ୍କୁ ଯୋଗ ଦେବା ପାଇଁ ଡକା ଯିବା ସହିତ ପ୍ରଚାର ପ୍ରସାର ଦାୟିତ୍ୱ ସହିତ ଅନ୍ୟାନ୍ୟ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଥାଏ | ସେହିପରି ଭାବେ ଚଳିତ ବର୍ଷ ରଥଯାତ୍ରା ପରିଚାଳନା ବୈଠକ ରବିବାର ଅପରାହ୍ନ ସାଢେ ୩ ଘଟିକା ସମୟରେ ରଣପୁର ବ୍ଲକ ସଭାଗୃହରେ ଅନୁଷ୍ଠିତ ହେବାକୁ ଥିବା ବୈଠକକୁ ରଣପୁର ଦେବୋତ୍ତର ବିଭାଗ ତରଫରୁ ସାମ୍ବାଦିକଙ୍କୁ ଡକା ଯିବା ସହିତ ନୟାଗଡ ଲୋକ ସୂଚନା ଅଧିକାରୀଙ୍କ ତରଫରୁ ମଧ୍ୟ ବୈଠକରେ ଯୋଗ ଦେବା ପାଇଁ ଖବର ପ୍ରଦାନ କରାଯାଇଥିଲା |ତେବେ ଏହି ବୈଠକରେ ପୁରୀ ଲୋକସଭା ସାଂସଦ ଡ଼. ସମ୍ବିତ ପାତ୍ର, ରଣପୁର ବିଧାୟିକା ସୁରମା ପାଢ଼ୀ, ନୟାଗଡ ଜିଲ୍ଲାପାଳ ସ୍ବେଧାଦେବ ସିଂ, ରଣପୁର ବ୍ଲକ ଚେୟାରମ୍ୟାନ ନିର୍ମଳା ବେହେରା, ରଣପୁର ବିଡ଼ିଓ ସୁଧୀର ନାୟକ, ତହସିଲଦାର ରବୀନ ଚର୍ଚ୍ଚିଲ ମିଶ୍ର, ଦେବୋତ୍ତର ମ୍ୟାନେଜର ରମେଶ ଚନ୍ଦ୍ର ପ୍ରଧାନ, ରଣପୁର ରାଜା ଦିଲ୍ଲୀପ ଚନ୍ଦ୍ର ସିଂଦେଓ ପ୍ରମୁଖ ଯୋଗ ଦେଇଥିବା ସହ ମନ୍ଦିର ପରିଚାଳନା କମିଟି ସଦସ୍ୟ, ସମସ୍ତ ସେବାୟତ, ବୁଦ୍ଧିଜୀବୀ, ସମାଜସେବୀଙ୍କ ସହିତ ସାମ୍ବାଦିକମାନେ ମଧ୍ୟ ରଣପୁର ବ୍ଲକ ସଭା ଗୃହ ମଧ୍ୟରେ ଉପସ୍ଥିତ ଥିଲେ | ତେବେ ଜିଲ୍ଲାପାଳ ସଭା ଆରମ୍ଭରୁ ବୈଠକରେ ଉପସ୍ଥିତ ଥିବା ସମସ୍ତଙ୍କର ପରିଚୟ ମାଗି ସାରିଲା ପରେ ସଭାଗୃହରୁ ସାମ୍ବାଦିକଙ୍କୁ ଛାଡି ଚାଲିଯିବା ପାଇଁ କହିଥିଲେ |ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ସାମ୍ବାଦିକ ମାନଙ୍କୁ ସମ୍ମାନ ଦେଉଥିବା ବେଳେ ରଣପୁରର ପ୍ରତିନିଧି ସୁରମା ପାଢ଼ୀ ଓ ସାଂସଦ ସମ୍ବିଦ୍ ପାତ୍ର ଙ୍କ ସାମ୍ନାରେ ଜିଲ୍ଲାପାଳ ସାମ୍ବାଦିକ ମାନଙ୍କୁ ଅସମ୍ମାନ କରୁଥିବାର ଦେଖି ଚୁପ୍ ରହିଲେ ବିଧାୟିକା ଓ ସାଂସଦ । ଏହାକୁ ନେଇ ସାମ୍ବାଦିକମାନଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଯିବା ସହିତ ସାମ୍ବାଦିକ ମାନେ ମଣିନାଗ ପୀଠରେ ବରିଷ୍ଠ ସାମ୍ବାଦିକ ଆଚାର୍ଯ୍ୟ ବିଶ୍ୱରଂଜନଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ କରି ଜିଲ୍ଲାପାଳଙ୍କ ନାମରେ ଏକ ନିନ୍ଦା ପ୍ରସ୍ତାବ ଆଗତ କରିବା ସହିତ ଆଗାମୀ ଦିନରେ ରଥଯାତ୍ରା ସମ୍ବନ୍ଧୀୟ ସମସ୍ତ ଖବର ସହିତ ଜିଲ୍ଲା ପ୍ରଶାସନର କୌଣସି ଖବର ପ୍ରସାରଣ କରିବେ ନାହିଁ ବୋଲି ଏକ ପ୍ରସ୍ତାବ ଆଗତ ହୋଇଥିଲା |

କାହିଁକି ଚୁପ୍ ରହିଲେ – ସମ୍ବିଦ୍ ପାତ୍ର ଓ ସୁରମା…?

ଏ ନେଇ ଜିଲ୍ଲାପାଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଲୋକ ସୂଚନା ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି | ଏହାକୁ ରାଜ୍ୟ ଓୟୁଜେ ସାମ୍ବାଦିକ ସଙ୍ଘ ସଭାପତି ପ୍ରସନ୍ନ କୁମାର ମହାନ୍ତି ନିନ୍ଦା କରିବା ସହିତ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ କରିଥିବା ଜଣାପଡିଛି | ଏହି ନିନ୍ଦା ପ୍ରସ୍ତାବ ବୈଠକରେ ରଣପୁର ଅଞ୍ଚଳର ସମସ୍ତ ବୈଦ୍ୟୁତିକ ଓ ଛାପା ଗଣମାଧ୍ୟମ ପ୍ରତିନିଧିମାନେ ଯୋଗ ଦେଇଥିଲେ | ଆଗାମୀ ଦିନରେ ଏହି ଆନ୍ଦୋଳନକୁ ଜିଲ୍ଲା ଓ ରାଜ୍ୟ ସ୍ତରରେ ତୀବ୍ରତର କରିବା ପାଇଁ ସ୍ଥିର କରାଯାଇଛି |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version