• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଛଚାଷ ଓ ପଶୁପାଳକଙ୍କ ପାଇଁ ହେବ ୧୦୦ ଦିନର ଖସଡ଼ା – ରାଷ୍ଟ୍ରମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

Proprietor Abhimanyu Maharana by Proprietor Abhimanyu Maharana
June 17, 2024
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ମାଛଚାଷ ଓ ପଶୁପାଳକଙ୍କ ପାଇଁ ହେବ ୧୦୦ ଦିନର ଖସଡ଼ା – ରାଷ୍ଟ୍ରମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ
Share on FacebookShare on TwitterWhatsapp

୧୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ସହ MSME ବିଭାଗର ଦାୟିତ୍ବ ଗ୍ରହଣ କଲେ ସ୍ଵାଧୀନ ରାଷ୍ଟ୍ରମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସୋମବାର ଉଭୟ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ତରଫରୁ ମାନନୀୟ ମନ୍ତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । MSME ବିଭାଗର ପ୍ରମୁଖ ସଚିବ ଶାଶ୍ବତ ମିଶ୍ର ଶ୍ରୀଯୁକ୍ତ ମଲ୍ଲିକଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିବା ବେଳେ,

ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗର ସ୍ବତନ୍ତ୍ର ସଚିବ ଗଙ୍ଗାଧର ନାୟକ ମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ । ପ୍ରଥମେ ମନ୍ତ୍ରୀଙ୍କୁ ସମସ୍ତ ପଦାଧିକାରୀଙ୍କ ସହ ପରିଚିତ କରାଯାଇଥିଲା ଓ ପରେ ସମୀକ୍ଷା ବୈଠକ କରି ମନ୍ତ୍ରୀ ଉଭୟ ବିଭାଗର କାର୍ଯ୍ୟଶୈଳୀର ତର୍ଜମା କରିଥିଲେ । ରାଜ୍ୟରେ କେମିତି ଦୁଗ୍ଧ ଓ ମାଛ ଉତ୍ପାଦନ ବୃଦ୍ଧି ହେବ,

ମାଛଚାଷ ଓ ପଶୁପାଳନ କରି ଯୁବପିଢୀ କିପରି ଆତ୍ମନିର୍ଭାଶୀଳ ହେବେ, ଋଗଣ ହୋଇପଡ଼ିଥବା ଫାର୍ମକୁ ପୁନରୁଦ୍ଧାର ଇତ୍ୟାଦି ପ୍ରସଙ୍ଗ ଉପରେ ମନ୍ତ୍ରୀ ବିଭାଗୀୟ ଅଧିକରୀଙ୍କ ସହ ଆଲୋଚନା କରିଥିଲେ । ଏହା ସହ କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା ଓ ରିହାତି କିପରି ତୃଣମୂଳ ସ୍ତରର ଚାଷୀଙ୍କ ପାଖରେ ପହଞ୍ଚିବ ତାହା ଉପରେ ଗୁରୁତ୍ବାରୋପ କରାଯାଇଥିଲା ।

୧୦୦ ଦିନ ଭିତରେ ଏ ନେଇ ଏକ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ମାଛଚାଷ ଓ ପଶୁପାଳନ କରୁଥିବା ସମସ୍ତ ଚାଷୀଭାଇ ମାନଙ୍କ ପାଇଁ ଆଗାମୀ ଦିନରେ ସରକାରଙ୍କ ତରଫରୁ ଅନେକ ଯୋଜନା ପ୍ରସ୍ତୁତ କରାଯିବା ସହ ବିଭିନ୍ନ କ୍ଷେତ୍ରରେ ଅଧିକ ରିହାତି ଘୋଷଣା କରାଯିବ ବୋଲି ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଗଣମାଧ୍ୟମକୁ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version