• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ଗାପୁର ଗ୍ରାମର ନୂଆସାହିରେ ଉତ୍କଟ ହେଉଛି – ପାନୀୟ ଜଳ  

Proprietor Abhimanyu Maharana by Proprietor Abhimanyu Maharana
June 19, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଦୁର୍ଗାପୁର ଗ୍ରାମର ନୂଆସାହିରେ ଉତ୍କଟ ହେଉଛି – ପାନୀୟ ଜଳ  
Share on FacebookShare on TwitterWhatsapp

୧୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼  :-> ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ଦୁର୍ଗାପୁର ଗ୍ରାମର ନୂଆସାହି ବାସିନ୍ଦା ଲୋକମାନେ ଦୀର୍ଘବର୍ଷ ଧରି ଉତ୍କଟ ପାନୀୟ ଜଳର ସମସ୍ୟା ଭୋଗି ଆସୁଛନ୍ତି। ଗ୍ରୀଷ୍ମ ଋତୁରେ ପ୍ରଚଣ୍ଡ ରୌଦ୍ରତାପ ହେତୁ ଜଳସ୍ତର ହ୍ରାସ ପାଇଥାଏ । ଏହି ନୂଆ ସାହିରେ ୭ଟି ପରିବାର ଓ ଲୋକ ସଂଖ୍ୟା ୫୦ରୁ ଉର୍ଦ୍ଧ ଜଣ ଥିବାବେଳେ ପାନୀୟ ଜଳ ପାଇଁ ଗୋଟିଏ ନଳକୂପ ଓ ଗୋଟିଏ କୂଅ ଉପରେ ନିର୍ଭର କରିଥାନ୍ତି ।

ନଳକୂପଟି ଅଚଳ ହୋଇ ପଡିଥିବା ବେଳେ କୂଅଟିରେ ଜଳସ୍ତର ବହୁ ପରିମାଣରେ କମି ଯାଇଥିବାରୁ ସେଥିରୁ ଗୋଳିଆ ପାଣି ବାହାରୁ ଅଛି । ସେହି ଗୋଳିଆ ପାଣିକୁ ସେହି ୭ଟି ପରିବାର ବ୍ୟବହାର କରୁଛନ୍ତି । ତେଣୁ ଏହି ପାନୀୟ ଜଳର ସମସ୍ୟା ତୁରନ୍ତ ଦୂର କରିବା ପାଇଁ ସ୍ଥାନୀୟ ସରପଞ୍ଚ, ପ୍ରଶାସନ ଓ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କୁ ଦୃଷ୍ଟି ଆକର୍ଷଣ କରି ନୂଆସାହିର ବାସିନ୍ଦାମାନଙ୍କୁ ପାନୀୟ ଜଳ ଯୋଗାଇ ପାଇଁ ସହାୟତା କରିବାକୁ ନିବେଦନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version