• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 21, 2024
in ଓଡ଼ିଶା, ପୁରୀ, ହୋମ୍
0
ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୨୧ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :->  ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏଥିରେ ଅଧ୍ୟକ୍ଷତା କରିବା ସହ ଆଗାମୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟ ବିଶେଷ କରି ବନ୍ୟା ଓ ବାତ୍ୟା ପାଇଁ ସମସ୍ତ ବିଭାଗ ପ୍ରସ୍ତୁତ ରହିବା ସହ ପ୍ରସ୍ତୁତ କରାଯାଇଥିବା ପ୍ଲାନ ଅନୁସାରେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ । ପୁରୀ ଜଳସେଚନ ବିଭାଗ ନୋଡାଲ ଅଧିକାରୀ ଭାବେ ସମସ୍ତ ଜଳସେଚନ ଡିଭିଜନ, ଡ୍ରେନେଜ ଡିଭିଜନ ର ସମସ୍ତ କାର୍ଯ୍ୟ କୁ ଅନୁଧ୍ୟାନ କରିବା, ସମୀକ୍ଷା କରିବା,ଲୋକ ପ୍ରତିନିଧି ମାନଙ୍କ ସହ ଆଲୋଚନା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଓ ତାହାର ରିପୋର୍ଟ ଜିଲ୍ଲାପାଳ ଙ୍କୁ ପ୍ରଦାନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ ।

ବୈଠକରେ ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର, କାକଟପୁର ବିଧାୟକ ତୁଷାର କାନ୍ତି ବେହେରା, ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ,ବ୍ରହ୍ମଗିରି ବିଧାୟକ ଉପାସନା ମହାପାତ୍ର,ଜିଲ୍ଲା ପରିଷଦ ଅଧ୍ୟକ୍ଷା ସ୍ୱାପ୍ନାରାଣୀ ସ୍ୱାଇଁ,ପୁରୀ ଡିଏଫଓ ବିବେକ କୁମାର,ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସ୍ୱାଧୀନ ନାୟକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ନଦୀ ବନ୍ଧ ସୁଦୃଢ କରିବା ସହ ବିପର୍ଯ୍ୟୟ ମୁକାବିଲା ପାଇଁ ବିବିଧ ମତାମତ ପ୍ରଦାନ କରିଥିଲେ । ବିପର୍ଯ୍ୟୟ ପୂର୍ବରୁ ଜନସାଧାରଣ ଙ୍କୁ ସତର୍କ ଓ ସଚେତନ କରିବା ସହ ସ୍ୱାସ୍ଥ୍ୟ, ପାନୀୟ ଜଳ, ପଶୁ ସମ୍ପଦ, କୃଷି ଇତ୍ୟାଦି ବିଭାଗ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଥିଲା ।

ଜିଲ୍ଲାରେ ଚଳିତ ବର୍ଷ ଜୁନ ୧ ତାରିଖ ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଅହୋରାତ୍ର ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ହେବ ଓ ବିଡ଼ିଓ, ତହସିଲଦାର ମାନେ ଦୈନିକ ପରିସ୍ଥିତି ବା ସିଚୁଏସନ ରିପୋର୍ଟ ପ୍ରଦାନ କରିବେ । ଜିଲ୍ଲାରେ ୨୬ ଟି ଏସ ଆର ସି ବୋଟ ରହିଛି।ଓସଡାମା ପକ୍ଷରୁ ୧୭୦ ଟି ବାତ୍ୟା ଆଶ୍ରୟ ସ୍ଥଳ ଓ ରେଡକ୍ରସ ପକ୍ଷରୁ ୯ ଟି ବାତ୍ୟା ଆଶ୍ରୟ ସ୍ଥଳ ରହିଛି । ସେହିପରି ୩୭୨ ଟି ବିକଳ୍ପ ଆଶ୍ରୟ ସ୍ଥଳ ମଧ୍ୟ ରହିଛି । ଇତି ମଧ୍ୟରେ ୨୬ ଜଣ ବୋଟ ଚାଳକ ଓ ଖଲାସୀ ଙ୍କୁ ନିଯୁକ୍ତ କରାଯାଇଛି ଯେଉଁ ମାନେ କି ବନ୍ୟା ସମୟରେ ସହଯୋଗ କରିବେ।ସରକାର ଓ ଏସଆରସି ଧାର୍ଯ୍ୟ କରିଥିବା ମାର୍ଗଦର୍ଶିକା କୁ ସଠିକ ଭାବେ ଅନୁପାଳନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ଗୁଡିକ ର ମରାମତି ଓ ବାସପୋଯୋଗୀ କରିବା, ବନ୍ୟା ଓ ବାତ୍ୟାର ମୁକାବିଲା ପାଇଁ ବିଭିନ୍ନ ସାମଗ୍ରୀ ମହଯୁଦ ରଖିବା, ନିୟନ୍ତ୍ରଣ କକ୍ଷ ପରିଚାଳନା କରିବା,

ଜନପ୍ରତିନିଧି ଓ ପଞ୍ଚାୟତ ପ୍ରତିନିଧି ,ସ୍ୱଛାସେବୀ ମାନଙ୍କ ସହ ଯୋଗାଯୋଗ ମାଧ୍ୟମରେ ଜରୁରୀ ସୂଚନା ପ୍ରଦାନ କରିବା, ଖାଦ୍ୟ, ଔଷଧ, ଗୋ ଖାଦ୍ୟ ଇତ୍ୟାଦି ମହଯୁଦ ରଖିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ପ୍ରାରମ୍ଭରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ । ଏହି ବୈଠକରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର, ପୌର ନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା,ପଞ୍ଚାୟତ ସମିତି ଅଧ୍ୟକ୍ଷ,ସହକାରୀ ଜିଲ୍ଲାପାଳ ପଞ୍ଚାନନ ପରିଜା, ଡିପିଓ ସୁକାନ୍ତ କୁମାର ଦାଶ, ପଞ୍ଚାୟତ ଲୋକ ପ୍ରତିନିଧି, ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଡ଼ିଓ, ତହସିଲଦାର ଓ ଲାଇନ ଡିପାର୍ଟମେଣ୍ଟ ର ଅଧିକାରୀ ମାନେ ଉପସ୍ଥିତ ଥିଲେ । ଜିଲ୍ଲା ଜରୁରୀ ବିଭାଗ ଡେପୁଟି କଲେକ୍ଟର ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

(ଦେବୀ ପ୍ରସନ୍ନ ଗାଙ୍ଗୁଲି, ଫଟୋ ସାମ୍ବାଦିକ, ପୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଏଡ୍ସର ସୂଚନା, ଶିକ୍ଷା ଓ ପ୍ରଚାର ପ୍ରସାର ମାଧ୍ୟମକୁ ବ୍ୟାପକ କରିବା କାର୍ଯ୍ୟକ୍ରମ ଅନୁଷ୍ଠିତ

ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଏଡ୍ସର ସୂଚନା, ଶିକ୍ଷା ଓ ପ୍ରଚାର ପ୍ରସାର ମାଧ୍ୟମକୁ ବ୍ୟାପକ କରିବା କାର୍ଯ୍ୟକ୍ରମ ଅନୁଷ୍ଠିତ

August 13, 2026
ଗଜପତି ଜିଲ୍ଲା ଆଦିବାସୀ ମହାସଂଘ ଦ୍ଵାରା ବିଶ୍ୱ ସ୍ତରୀୟ ଆଦିବାସୀ ଆନ୍ତର୍ଜାତୀୟ ଦିବସ ପାଳିତ

ଗଜପତି ଜିଲ୍ଲା ଆଦିବାସୀ ମହାସଂଘ ଦ୍ଵାରା ବିଶ୍ୱ ସ୍ତରୀୟ ଆଦିବାସୀ ଆନ୍ତର୍ଜାତୀୟ ଦିବସ ପାଳିତ

August 13, 2026
ଅଙ୍ଗଦାନ ମହାନ ଦାନ : ଅଙ୍ଗଦାନକୁ ଜନ ଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ

ଅଙ୍ଗଦାନ ମହାନ ଦାନ : ଅଙ୍ଗଦାନକୁ ଜନ ଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ

August 13, 2026
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଏଡ୍ସର ସୂଚନା, ଶିକ୍ଷା ଓ ପ୍ରଚାର ପ୍ରସାର ମାଧ୍ୟମକୁ ବ୍ୟାପକ କରିବା କାର୍ଯ୍ୟକ୍ରମ ଅନୁଷ୍ଠିତ

ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଏଡ୍ସର ସୂଚନା, ଶିକ୍ଷା ଓ ପ୍ରଚାର ପ୍ରସାର ମାଧ୍ୟମକୁ ବ୍ୟାପକ କରିବା କାର୍ଯ୍ୟକ୍ରମ ଅନୁଷ୍ଠିତ

August 13, 2026
ଗଜପତି ଜିଲ୍ଲା ଆଦିବାସୀ ମହାସଂଘ ଦ୍ଵାରା ବିଶ୍ୱ ସ୍ତରୀୟ ଆଦିବାସୀ ଆନ୍ତର୍ଜାତୀୟ ଦିବସ ପାଳିତ

ଗଜପତି ଜିଲ୍ଲା ଆଦିବାସୀ ମହାସଂଘ ଦ୍ଵାରା ବିଶ୍ୱ ସ୍ତରୀୟ ଆଦିବାସୀ ଆନ୍ତର୍ଜାତୀୟ ଦିବସ ପାଳିତ

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version