• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ : ବିଶାଳ ରୋଡ ସୋ, ରାସ୍ତାର ଦୁଇ ପାର୍ଶ୍ଵରେ ଲୋକଙ୍କ ପୁଷ୍ପ ବୃଷ୍ଟି

Proprietor Abhimanyu Maharana by Proprietor Abhimanyu Maharana
June 24, 2024
in ଓଡ଼ିଶା, କେନ୍ଦୁଝର, ମହାନଗର, ହୋମ୍
0
କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ : ବିଶାଳ ରୋଡ ସୋ, ରାସ୍ତାର ଦୁଇ ପାର୍ଶ୍ଵରେ ଲୋକଙ୍କ ପୁଷ୍ପ ବୃଷ୍ଟି
Share on FacebookShare on TwitterWhatsapp

କେନ୍ଦୁଝର ଷ୍ଟାଡିୟମ୍ ରେ ୨୦୦ ରୁ ଅଧିକ ସ୍ଥାନୀୟ ସଂଗଠନ ସମ୍ବର୍ଦ୍ଧନା ଦେଲେ ମୁଖ୍ୟମନ୍ତ୍ରୀଙ୍କୁ

ମୁଁ ସାଧାରଣ ଗରିବ ଆଦିବାସୀ ଘରର ପୁଅ, ଲୋକଙ୍କ ମୁଖ୍ୟମନ୍ତ୍ରୀ, କାମ କରି ଦେଖାଇବି

ଶପଥ ନେବାର ଦୁଇ ଘଣ୍ଟା ଭିତରେ କ୍ୟାବିନେଟ୍ ବସାଇ ଇସ୍ତାହାରରେ ଥିବା ପ୍ରତିଶ୍ରୁତି ପୂରଣ ପାଇଁ ନିଷ୍ପତ୍ତି ନେଲୁ

କେନ୍ଦୁଝର ବିପ୍ଳବୀ ଧରଣୀଧରଙ୍କ ମାଟି, ଏ ମାଟି ଲଢେଇ କରି ଜାଣେ

ଖଣି ଲୁଟେରା ମାନେ ଜେଲ୍ ଯିବେ, ସେମାନେ ମୋ ନଜରକୁ ଆସିଛନ୍ତି, ଖସି ପାରିବେ ନାହିଁ

କେନ୍ଦୁଝର ହେବ ସୁନାର କେନ୍ଦୁଝର, ବିକଶିତ ଭାରତରେ ନୂଆ ଓଡ଼ିଶାର ସ୍ଥାନ ବହୁ ଉପରେ ରହିବ

ସମସ୍ତେ ଭାଷା, ସାହିତ୍ୟ, ପରମ୍ପରା ଓ ସଂସ୍କୃତିକୁ ପାଳନ କଲେ ଓଡ଼ିଆ ଅସ୍ମିତାର ସୁରକ୍ଷା ହେବ

୨୩ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଶପଥ ନେବା ପରେ ପ୍ରଥମ ଥର ପାଇଁ ନିଜ ଜିଲ୍ଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଯାଇଛନ୍ତି। ଆଜି ଅପରାହ୍ନରେ ବଳଦେବଜୀଉ ମନ୍ଦିରରୁ ଷ୍ଟାଡିୟମ୍ ପର୍ଯ୍ୟନ୍ତ ପ୍ରାୟ ସାଢେ଼ ତିନି କିଲୋ ମିଟର ରାସ୍ତାରେ ସେ ଏକ ରୋଡ ସୋ ରେ ଯାଇଥିଲେ। ଉତ୍ସାହିତ ଜନତା ରାସ୍ତାର ଦୁଇ ପାର୍ଶ୍ଵରେ ପୁଷ୍ପ ବୃଷ୍ଟି କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଷ୍ଟାଡିୟମ୍ ଠାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ସଭାରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଁ ଏକ ସାଧାରଣ ଗରିବ ଆଦିବାସୀ ଘରର ପୁଅ ।

ଲୋକଙ୍କ ମୁଖ୍ୟମନ୍ତ୍ରୀ, ନିଶ୍ଚୟ କାମ କରି ଦେଖାଇବି। ସେ କହିଥିଲେ ଯେ ଶପଥ ନେବାର ମାତ୍ର ଦୁଇ ଘଣ୍ଟା ଭିତରେ ଆମେ କ୍ୟାବିନେଟ୍ ବସାଇ ଇସ୍ତାହାରରେ ଥିବା ପ୍ରତିଶ୍ରୁତି ପୂରଣ ପାଇଁ ନିଷ୍ପତ୍ତି ନେଲୁ। ପୁରୀ ଶ୍ରୀ ମନ୍ଦିରର ଚାରି ଦ୍ଵାର ଖୋଲାଗଲା। ମନ୍ଦିର ର ଉନ୍ନତି ପାଇଁ ଏକ କର୍ପସ୍ ପାଣ୍ଠି କରି ୫୦୦ କୋଟି ଟଙ୍କା ଦିଆଗଲା। ମା ମାନଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରି ୫୦ ହଜାର ଟଙ୍କାର ଭାଉଚର୍ ଦେବା ପାଇଁ ନିଷ୍ପତ୍ତି ହେଲା। ମୋଦୀ ସରକାର ଧାନର ସହାୟକ ମୂଲ୍ୟ ୨୩୦୦ ଟଙ୍କା କରିବା ପରେ ଆମେ ଆଉ ୮୦୦ ଟଙ୍କା ଦେଇ ଚାଷୀଙ୍କୁ ୩୧୦୦ ଟଙ୍କା ଦେବୁ ବୋଲି ସେ କହିଥିଲେ। କେନ୍ଦୁଝର ଜିଲ୍ଲା ବାସୀଙ୍କ ପ୍ରଶଂସା କରି ସେ କହିଲେ ଯେ କେନ୍ଦୁଝର ହେଉଛି ବିପ୍ଳବୀ ଧରଣୀଧରଙ୍କ ମାଟି। ଏ ମାଟି ଲଢେଇ କରି ଜାଣେ ।

ଏ ମାଟିର ପୁଅ ଡରିବା କଣ ଜାଣେ ନାହିଁ। ସେ କହିଲେ ଯେ କେନ୍ଦୁଝରର ଖଣିକୁ ଲୁଟ କରା ଯାଇଛି। ଖଣି ଲୁଟେରା ମାନେ ଜେଲ୍ ଯିବେ। ସେମାନେ ମୋ ନଜରକୁ ଆସିଛନ୍ତି, ଖସି ପାରିବେ ନାହିଁ ବୋଲି ସେ କହିଥିଲେ। ସେ କହିଥିଲେ ଯେ କେନ୍ଦୁଝର ହେବ ସୁନାର କେନ୍ଦୁଝର । କେନ୍ଦୁଝରର ବିକାଶ ପାଇଁ ୨୫ ହଜାର କୋଟି ଟଙ୍କା ଅଛି। ସମସ୍ତେ ମିଶି କେନ୍ଦୁଝରକୁ ଏକ ନମ୍ବର କରିବା । ବିକଶିତ ଭାରତରେ ନୂଆ ଓଡ଼ିଶାର ସ୍ଥାନ ବହୁ ଉପରେ ରହିବ ବୋଲି ସେ କହିଥିଲେ। ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଓଡ଼ିଶା ଉପରେ ସୁ ନଜର ଅଛି। ପୂର୍ବ ଭାରତର ବିକାଶ ଯୋଜନାରେ ଓଡ଼ିଶାକୁ ସ୍ଵତନ୍ତ୍ର ଗୁରୁତ୍ଵ ଦିଆଯିବ।

ବିକଶିତ ଭାରତରେ ଓଡ଼ିଶା ସ୍ଥାନ ବହୁ ଉପରେ ରହିବ ବୋଲି ସେ କହିଥିଲେ। ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇ ସେ କହିଲେ ଯେ ଆମର ଭାଷା, ସାହିତ୍ୟ, ପରମ୍ପରା ଓ ସଂସ୍କୃତି ହେଉଛି ଆମର ଅସ୍ମିତା । ମୁଁ ଭୁବନେଶ୍ବରରେ ରଜ ପାଳନ କଲେ ବି କେନ୍ଦୁଝରର ରଜ ପର୍ବ କଥା ମୋର ମନେ ପଡେ। ସମସ୍ତେ ମିଶି ପରମ୍ପରାକୁ ପାଳନ କଲେ ଓଡ଼ିଆ ଅସ୍ମିତାର ସୁରକ୍ଷା ହେବ ବୋଲି ସେ କହିଥିଲେ। କେନ୍ଦୁଝର ଷ୍ଟାଡିୟମ୍ ରେ ପ୍ରାୟ ୨୦୦ ରୁ ଅଧିକ ସ୍ଥାନୀୟ ସଂଗଠନ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version