• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉଠା ଜଳସେଚନ ନିଗମ ଅଧ୍ୟକ୍ଷଙ୍କ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ଓ କାର୍ଯ୍ୟ

Proprietor Abhimanyu Maharana by Proprietor Abhimanyu Maharana
December 21, 2019
in ଓଡ଼ିଶା, ହୋମ୍
0
ଉଠା ଜଳସେଚନ ନିଗମ ଅଧ୍ୟକ୍ଷଙ୍କ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ଓ କାର୍ଯ୍ୟ
Share on FacebookShare on TwitterWhatsapp

ଭୁୁବନେଶ୍ୱର (ଓଡିଶା ତାଜା ନିଉଜ୍) ସୋନୁ :– ଭୁବନେଶ୍ୱର ତା-୨୧.୧୨.୨୦୧୯ ରାଜ୍ୟ ସରକାର କୃଷିର ଉନ୍ନତି ଓ କୃଷକଙ୍କର ସର୍ବାଙ୍ଗୀନ ବିକାଶ ପାଇଁ ପ୍ରତିବଦ୍ଧତାର ସହ କାର୍ଯ୍ୟକରୁଥିବା ସ୍ଥଳେ ଓଡିଶା ଉଠା ଜଳ ସେଚନ ନିଗମ ଏହି ସଂକଳ୍ପକୁ ସଠିକ୍ ରୂପାୟନ ନିମନ୍ତେ ପ୍ରୟାସ ଜାରି ରଖିଛି । ଏହି ପରିପ୍ରେକ୍ଷୀରେ ଗତକାଲି ଓ.ଏଲ୍.ଆଇ.ସି.ର ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ କଟକ ଡିଭିଜନ କାର୍ଯ୍ୟାଳୟ ଗସ୍ତ କରି ଏହାର ସମସ୍ତ ବିଭାଗ, ଉପ ବିଭାଗଗୁଡିକୁ ପରିଦର୍ଶନ କରିବା ସହ ଏକ ସମୀକ୍ଷା ବୈଠକରେ ଯୋଗଦେଇ ବିଭାଗୀୟ ଯନ୍ତ୍ରୀମାନଙ୍କ ସହ ବିଭିନ୍ନ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ା ରାଜ୍ୟ ସରକାରଙ୍କ ୫-ଟି ଆଧାରରେ ସଂପୃକ୍ତ ସମସ୍ତ ବିଭାଗ ସହ ସମନ୍ୱୟ ରକ୍ଷା କରି ଚଳିତ ୨୦୧୯-୨୦ ଆର୍ଥିକ ବର୍ଷର ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟଗୁଡିକୁ ତୁରନ୍ତ ଶେଷ କରିବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈ÷ଠକ ପରେ ଅଧ୍ୟକ୍ଷ ଶ୍ରୀ ପତ୍ରୀ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ ଓ ଅନ୍ୟାନ୍ୟ ଅଧିକାରୀମାନଙ୍କ ସହିତ କଟକ ସଦର ଓ ଚୌଦ୍ଵାର- କଟକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେତେକ ଗୋଷ୍ଠୀ ଉଠାଜଳ ସେଚନ ପ୍ରକଳ୍ପ ଓ କ୍ଲଷ୍ଟର (ପୁଞ୍ଜ) ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିବା ସହ ସଂପୃକ୍ତ ଅଂଚଳର କୃଷକମାନଙ୍କ ସହିତ ଆଲୋଚନା କରିଥିଲେ ।

କୃଷକମାନେ ଉଠାଜଳସେଚନ ପ୍ରକଳ୍ପ ଦ୍ୱାରା କେବଳ ଧାନଚାଷ ନୁହେଁ, ବରଂ ରବି ଓ ଖରିଫ୍ ଋତୁରେ ବିଭିନ୍ନ ପନିପରିବା ଓ ଫୁଲଚାଷ କରି ଉପକୃତ ହେଉଥିବାରୁ ଏ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସହାୟତା ଯୋଗୁଁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ଅବସରରେ ଓ.ଏଲ୍.ଆଇ.ସି . ଅଧ୍ୟକ୍ଷ ଶ୍ରୀ ପତ୍ରୀ ଜଣାଇଛନ୍ତି ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ୫- ଟି ମନ୍ତ୍ରକୁ ଆଧାର କରି ସେ ରାଜ୍ୟର ବିଭିନ୍ନ ଉପଖଣ୍ଡକୁ ଯାଇ ଚାଷୀଭାଇମାନଙ୍କ ଉଠା ଜଳସେଚନ ସଂକ୍ରାନ୍ତୀୟ ଯେଉଁସବୁ ସମସ୍ୟା ରହିଛି, ସେସବୁକୁ ସମାଧାନ କରି ପ୍ରକଳ୍ପକାର୍ଯ୍ୟଗୁଡିକୁ ସଂପୂର୍ଣ୍ଣ କରିବାକୁ ଉଦ୍ୟମ ଅବ୍ୟାହତ ରଖିବେ । ଏଥି ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ କୃଷିର ଉନ୍ନତି ସହିତ କୃଷକଙ୍କ ଆୟକୁ ବହୁଗୁୁଣିତ ହେବାର ଯେଉଁ ଲକ୍ଷ୍ୟ ରଖିଛନ୍ତି, ସେଥିରେ ଉଠାଜଳସେଚନ ନିଗମର ସହଭାଗିତା ଜାରି ରହିବ ବୋଲି ଶ୍ରୀ ପତ୍ରୀ ପ୍ରକାଶ କରିଛନ୍ତି । କଟକ ଡିଭିଜନ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଚୌଦ୍ଵାର-କଟକ ବିଧାୟକ ଶ୍ରୀ ସୌଭିକ୍ ବିଶ୍ୱାଳଙ୍କ ସମେତ କଟକ ଜିଲ୍ଲା ଅନ୍ତର୍ଗତ ସମସ୍ତ ନିର୍ବାଚନ ମଣ୍ଡଳୀର ଅନ୍ୟ ସମସ୍ତ ବିଧାୟକଙ୍କ ପ୍ରତିନିଧିମାନେ ଯୋଗଦେଇ ନିଜ ନିଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସମସ୍ତ ପ୍ରକଳ୍ପଗୁଡିକୁ ଯଥାଶୀଘ୍ର ସଂପୂର୍ଣ୍ଣ କରିବାକୁ ବିଭିନ୍ନ ପ୍ରସ୍ତାବ ରଖିଥିଲେ । ସମୀକ୍ଷା ବୈଠକ ଓ ପ୍ରକଳ୍ପ ପରିଦର୍ଶନ ସମୟରେ ଅନ୍ୟମାନଙ୍କ ମଧ୍ୟରେ ଓ.ଏଲ୍.ଆଇ.ସି. ମ୍ୟାଟେରିଆଲ୍ ପ୍ରୋକ୍ୟୁରମେଣ୍ଟ ଓ କ୍ୱାଲିଟି କଣ୍ଟ୍ରୋଲ ଅଧୀକ୍ଷଣ ଯନ୍ତ୍ରୀ ତଥା କଟକ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀ ଇଂ.ମାନସ ରଂଜନ ପଟ୍ଟନାୟକ, ନିର୍ବାହୀ ଯନ୍ତ୍ରୀ ପବିତ୍ର ପରିଡା, ଏସ୍.ଡି.ଓ ସଂଗ୍ରାମ କେଶରୀ ଦାସ, ଅଜୟ କୁମାର ମିଶ୍ର, ପବିତ୍ର ମୋହନ ସାହୁ, ସହକାରୀ ଯନ୍ତ୍ରୀ ଅପୂର୍ବ କୁମାର ସାହୁ, ସରୋଜ ଚନ୍ଦ୍ର ସାହୁ, ବଂଶୀଧର ଦାସଙ୍କ ସମେତ କଟକ ଡିଭିଜନର ବେଣ୍ଟକାର, ଆଠଗଡ, ବାଙ୍କୀ, ତିର୍ତୋଲ, ବାଲିକୁଦା, କଟକ ଆଦି ୬ଟି ସବ୍ଡିଭିଜନ୍ର ସମସ୍ତ କନିଷ୍ଟ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version