• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚତୁର୍ଭୁଜ ଉଚ୍ଚ ଵିଦ୍ୟାଳୟରେ ମକ ଡ୍ରିଲ ପ୍ରଦର୍ଶିତ

Proprietor Abhimanyu Maharana by Proprietor Abhimanyu Maharana
June 26, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଚତୁର୍ଭୁଜ ଉଚ୍ଚ ଵିଦ୍ୟାଳୟରେ ମକ ଡ୍ରିଲ ପ୍ରଦର୍ଶିତ
Share on FacebookShare on TwitterWhatsapp

୨୬ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼ :-> ବୋଲଗଡ଼ଶିକ୍ଷା ବ୍ଲକ ଅଧିନସ୍ଥ ସଂପୂରସ୍ଥିତ ଚତୁର୍ଭୁଜ ସରକାରୀ ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ମକଡ୍ରିଲ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ବାଇଁଙ୍କ ଆବେଦନ କ୍ରମେ ବୋଲଗଡ଼ ଅଗ୍ନିଶମ ସେବା କେନ୍ଦ୍ରର ଅଧିକାରୀ ନିରଞ୍ଜନ ବେହେରା,ଆଗ୍ନିକ ଭାଗିରଥି ବଳିୟାରସିଂହ, ବାଲ୍ମୀକ ପ୍ରଧାନ ଏବଂ ଚନ୍ଦନ କୁମାର ମହାନ୍ତି ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ବୋଲଗଡ ଅଗ୍ନି ନିର୍ବାପକ ବିଭାଗର ଅଧିକାରୀ ଶ୍ରୀ ବେହେରା ବିଦ୍ୟାଳୟର ୧୪୭ ଜଣ ବିଦ୍ୟାର୍ଥୀଙ୍କୁ ଉଦାହରଣ ସହ ଅଗ୍ନିର ପ୍ରକାରଭେଦ,ଅଗ୍ନି ନିର୍ବାପନର ବିଭିନ୍ନ ପଦ୍ଧତି, ଜଳରେ ବୁଡ଼ି ଯାଉଥିବା ପୁରୁଷ ଓ ମହିଳାଙ୍କୁ ଉଦ୍ଧାର କରିବା ଉପାୟ, ଗ୍ୟାସ ଲିକେଜ ସମୟରେ ନେବାକୁ ଥିବାପଦକ୍ଷେପ ଏବଂ ପ୍ରାଥମିକ ଉପଚାର ସମ୍ପର୍କରେ ବିଷଦ ଭାବେ ଆଲଚନା କରିଥିଲେ l

ଦ୍ଵିତୀୟ ପର୍ଯ୍ୟାୟରେ ଶ୍ରୀ ବେହେରାଙ୍କ ସମେତ ଆଗ୍ନିକମାନେ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ନିଆଁ ଲିଭାଯନ୍ତ୍ରର ବ୍ୟବହାର ଏବଂ ଟାଙ୍କିରେ ନିଆଁ ଲାଗିଲେ ନିଆଁ ଲିଭାଇବାର ବିଭିନ୍ନ ପଦ୍ଧତି ପ୍ରଦର୍ଶନ କରି ତାଲିମ ଦେଇଥିଲେ । ବିଦ୍ୟାଳୟର ୧୮ ଜଣ ସ୍କାଉଟ ପିଲା ଓ ୨୪ ଜଣ ରେଡକ୍ରସ ବିଦ୍ୟାର୍ଥୀଙ୍କୁ ଅଗ୍ନିନିର୍ବାପକ ସେବା ଅଧିକାରୀ ଶ୍ରୀ ବେହେରା ମକ ଡ୍ରିଲ ସହିତ ତାଲିମ ପ୍ରଦାନ କରିଥିଲେ l ପରିଶେଷରେ ବିଶ୍ୱଜିତ ସରୋଜ କୁମାର ଶ୍ରୀ ବେହେରା ଏବଂ ଆଗ୍ନିକମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।ଉକ୍ତ କାର୍ଯ୍ୟକ୍ରମରେ ସ୍ନେହଲତା ପାଇକରାୟ ଓ ସମ୍ବିତ କେଦାର କର ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

July 1, 2026
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

July 1, 2026
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version