• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପି୍ରୟ ବାଘୁଣୀ ‘ସାରା’ ଆଖି ବୁଜିଲା : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶୋକାକୁଳ ପରିବେଶ

Proprietor Abhimanyu Maharana by Proprietor Abhimanyu Maharana
June 27, 2024
in ଓଡ଼ିଶା, କଟକ, ଖୋର୍ଦ୍ଧା, ମହାନଗର, ହୋମ୍
0
ପି୍ରୟ ବାଘୁଣୀ ‘ସାରା’ ଆଖି ବୁଜିଲା : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶୋକାକୁଳ ପରିବେଶ
Share on FacebookShare on TwitterWhatsapp

୨୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ପି୍ରୟ ବାଘୁଣୀ ‘ସାରା’ ଆଜି ଭୋରରୁ ଆଖି ବୁଜିଛି l ସମଗ୍ର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପି୍ରୟ ବଣୁଆ ବାଘୁଣୀ ‘ସାରା’ର ମୃତୁ୍ୟ ଏକ ଶୋକାକୁଳ ପରିବେଶ ସୃଷ୍ଟି କରିଛି ବୋଲି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ନିର୍ଦ୍ଦେଶକ ଡ. ମନୋଜ ନାୟାର ପ୍ରକାଶ କରିଛନ୍ତି l ନନ୍ଦନକାନନ ବାଘ ପରିବାରର ଅବିଚ୍ଛେଦ୍ୟ ଅଙ୍ଗ ଭାବେ ‘ସାରା’ ବାଘୁଣୀ ସୁପରିଚିତ ଥିଲା l ମଧ୍ୟପ୍ରଦେଶର ବାନ୍ଧବଗଡ଼ ବ୍ୟାଘ୍ର ଅଭୟାରଣ୍ୟରୁ ୨୦୦୬ ମସିହା ଅକେଫାବର ୧୮ ତାରିଖରେ ମାତ୍ର ୫ ବର୍ଷ ବୟସରେ ଉଦ୍ଧାର କରାଯାଇ ଭୋପାଳର ବନ ବିହାର ପ୍ରାଣୀ ଉଦ୍ୟାନରେ ‘ସାରା’କୁ ଲାଳନପାଳନ କରାଯାଇଥିଲା l ପ୍ରାଣୀ ବିନିମୟ କାର୍ଯ୍ୟକ୍ରମ ମାଧ୍ୟମରେ ୨୦୦୯ ମସିହା ଏପି୍ରଲ ୧୮ ତାରିଖରେ ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଥିଲା l

ବ୍ୟାଘ୍ର ସଂରକ୍ଷଣ ଓ ପ୍ରଜନନ କାର୍ଯ୍ୟକ୍ରମରେ ବାଘୁଣୀ ‘ସାରା’ ର ଅବଦାନ ଥିଲା ଗୁରୁତ୍ୱପୂର୍ଣ୍ଣ l ବାଘ ଓ ବାଘୁଣୀ ଙ୍କ ଔରସରେ ଜାନୁଆରୀ ୧୩, ୨୦୧୨ରେ ଆଶା, ଅଙ୍କିତା ଏବଂ ଶୁଭଶ୍ରୀ ଜନ୍ମ ହୋଇଥିଲେ l ବ୍ୟାଘ୍ର ପ୍ରଜନନ ଦୃଢ଼ ହୋଇଥିଲା ଓ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବ୍ୟାଘ୍ରର ବଂଶ ବୃଦ୍ଧି କରିବାରେ ‘ ସାରା’ ଏକ ମୁଖ୍ୟ ଭୂମିକା ନେଇଥିଲା l ପରେ ଅନ୍ୟ ଏକ ପ୍ରାଣୀ ବିନିମୟ କାର୍ଯ୍ୟକ୍ରମ ଅଧୀନରେ ‘ଆଶା’ କୁ ହାଇଦ୍ରାବାଦର ନେହେରୁ ପ୍ରାଣୀ ଉଦ୍ୟାନକୁ ସ୍ଥାନାନ୍ତର କରାଯାଇଥିଲା ‘ ୨୦୨୪ ଫେବୃଆରୀ ୨୯ ତାରିଖରେ ‘ସାରା’ ଙ୍କୁ ଠିଆ ହୋଇ ନପାରିବା, ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେଉଥିବା ଓ ନିସ୍ତେଜ ଭାବେ ଦେଖିବାକୁ ମିଳିଥିଲା l

ଆଣ୍ଟବାୟୋଟିକ୍‌ ଓ ସପୋର୍ଟିଭ ଥେରାପିରେ ଚିକିତ୍ସା କରିବା ପରେ ‘ସାରା’ ୨୦୨୪ ମାର୍ଚ୍ଚ ୩ରେ ଠିଆ ହୋଇ ମାଂସ ଗ୍ରହଣ କରିଥିଲା l ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ‘ସାରା’ କେବଳ ଆହାର ଏବଂ ଛୋଟ ଖୁଆଡ଼ ଅଞ୍ଚଳ ମଧ୍ୟରେ ଚଳାଚଳକୁ ସୀମିତ କରିଦେଇଥିଲା l ୨୦୨୪ ମସିହା ମାର୍ଚ୍ଚ ୩୧ ତାରିଖରେ ଉଭୟ ଜାନୁରେ ଡେକୁ୍ୟବିଟାଲ ଅଲସର ହୋଇଥିଲା ଏବଂ ନିରବଚ୍ଛିନ୍ନ ଭାବେ ତା’ର ଚିକିତ୍ସା କରାଯାଉଥିଲା l ଖାଦ୍ୟ ଗ୍ରହଣ କରିବା ସତ୍ତେ୍ୱ ସେ ଧୀରେ ଧୀରେ ଦୁର୍ବଳ ହୋଇଯାଇଥିଲା l ଜୁନ୍‌ ୨୬, ୨୦୨୪ରେ ‘ସାରା’ ର ଶ୍ୱାସକି୍ରୟା ଦୁର୍ବଳ ସହିତ ପାଶ୍ୱର୍ ପ୍ରତିକି୍ରୟାରେ ଆକ୍ରାନ୍ତ ଥିବାର ଦେଖାଯାଇଥିଲା l

ନନ୍ଦନକାନନ ପ୍ରାଣୀ ଉଦ୍ୟାନର ପ୍ରାଣୀ ଚିକିତ୍ସକମାନଙ୍କ ସମସ୍ତ ଉଦ୍ୟମ ସତ୍ତେ୍ୱ ସେ ଜୁନ୍‌ ୨୭ ଭୋର ୪ଟା ୪୨ ମିନିଟ୍‌ରେ ୧୮ ବର୍ଷ ଏକମାସ ବୟସରେ ‘ସାରା’ ବାର୍ଦ୍ଧକ୍ୟଜନିତ ରୋଗରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲା l ନନ୍ଦନକାନନର ପି୍ରୟ ବାଘୁଣୀ ‘ସାରା’ ର ମୃତୁ୍ୟରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ସମସ୍ତ ଅଧିକାରୀ ଓ କର୍ମଚାରୀ ଦୁଃଖ ପ୍ରକାଶ କରିଛନ୍ତି l ଭାରତରେ ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ‘ସାରା’ ବାଘୁଣୀର ଗୁରୁତ୍ୱପୂର୍ଣ୍ଣ ଅବଦାନ ସ୍ମରଣୀୟ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

October 14, 2026
ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

October 13, 2026
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି !

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି !

October 13, 2026
କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା

କନ୍ଧମାଳଜିଲ୍ଲା ସ୍ତରୀୟ ୨ୟ ଚେସ ଖେଳ ପ୍ରତିଯୋଗିତା

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପରିଦର୍ଶନ କଲେ ସୂଚିତ ଜାତି ଓ ଜନଜାତି ଉଚ୍ଚ ବିଦ୍ୟାଳୟ

October 14, 2026
ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

ସୁରଭି ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା : ୪ଟି ବର୍ଗରେ ୩୬ ପ୍ରତିଯୋଗିତା ଆୟୋଜିତ

October 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version